୧୭୧ କିସମ ବିକଶିତ କରିଛି ଓୟୁଏଟି

ଭୁବନେଶ୍ବର,୨୬ା୧୨(ବ୍ୟୁରୋ):ଓୟୁଏଟି ପକ୍ଷରୁ ବର୍ତ୍ତମାନ ଯାଏ ବିଭିନ୍ନ ଫସଲର ୧୭୧ଟି କିସମ ବିକଶିତ ହୋଇଛି। ଚଳିତ ବର୍ଷ କଳିଙ୍ଗ ସୁଆଁ ୧୮ ନାମରେ ଏକ ସୁଆଁ କିସମ ବିକାଶ କରାଯାଇଛି। ଗତ ୨୦୨୧-୨୨ ବର୍ଷରେ ଧାନ, ଚିନାବାଦାମ, ସୁଆଁ, ଆଖୁ, ବିରି, ରାଶି ଓ କପା ଫସଲରେ ୧୫ଟି କିସମ ବିକଶିତ ହୋଇଛି ବୋଲି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଶ୍ବବିଦ୍ୟାଳୟର କୃଷି ଯନ୍ତ୍ରୀମାନେ ଗୋଟିଏ ବଳଦ ଟଣା ବାଜରା ଅମଳ ଯନ୍ତ୍ର ଏବଂ ଗୋଟିଏ କ୍ଷୁଦ୍ର ଶସ୍ୟ ବୁଣିବା ଯନ୍ତ୍ର ବିକଶିତ କରିଛନ୍ତି। ଏହାଛଡ଼ା ‘ଓୟୁଏଟି କଳିଙ୍ଗ ପଲିଶ୍ରୀ’ ନାମରେ ଏକ ରଙ୍ଗିନ୍‌ କୁକୁଡ଼ା ବିକାଶ କରାଯାଇଛି। କୃଷକଙ୍କ ନିକଟରେ ନୂତନ ଜ୍ଞାନକୌଶଳ ପହଞ୍ଚାଇବା ନିମନ୍ତେ ରାଜ୍ୟର ୨୮ଟି ଜିଲାରେ ୩୧ଟି କୃଷି ବିଜ୍ଞାନ କେନ୍ଦ୍ର କାର୍ଯ୍ୟ କରୁଛି। ବିଶ୍ବବିଦ୍ୟାଳୟ ପକ୍ଷରୁ ପ୍ରାକୃତିକ କୃଷିର ପ୍ରସାର ନିମନ୍ତେ ୧୦ଟି କୃଷି ବିଜ୍ଞାନ କେନ୍ଦ୍ରରେ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇଛି। ଓଡ଼ିଶା ସରକାରଙ୍କ ସହାୟତାରେ ଧାନଚାଷ ପରେ ପଡ଼ିଆ ପଡ଼ୁଥିବା ୫୦୦ ହେକ୍ଟର ଜମିରେ ଡାଲି ଜାତୀୟ ଫସଲ ଚାଷ ପାଇଁ ଉଦ୍ୟମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri