Posted inଖେଳ

ଟିମ୍‌ ଇଣ୍ଡିଆ ବସ୍‌ରେ ଧୋନୀଙ୍କ ସିଟ୍‌ ୬ ମାସ ଧରି ପଡ଼ିଛି ଖାଲି: ୟୁଜବେନ୍ଦ୍ର ଚହଲଙ୍କ ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୮।୧: ଟିମ୍‌ ଇଣ୍ଡିଆରେ ଗତ ୬ ମାସ ଧରି ମହେନ୍ଦ୍ର ସିଂ ଧୋନୀ ସାମିଲ୍‌ ନାହାଁନ୍ତି। ତେବେ ଟିମ୍‌ ଇଣ୍ଡିଆ ବ୍ୟବହାର କରୁଥିବା ବିସିସିଆଇର ବସ୍‌ରେ ଧୋନୀଙ୍କ ପାଇଁ ଉଦ୍ଦିଷ୍ଟ ସିଟ୍‌ ଖାଲି ପଡ଼ିଥିବା ନେଇ ସ୍ପିନର ୟୁଜବେନ୍ଦ୍ର ଚହଲ ସୂଚନା ଦେଉଥିବା ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓକୁ ବିସିସିଆଇ ପକ୍ଷରୁ ଶେୟାର କରାଯାଇଛି। ଧୋନୀ ଗତ ବର୍ଷ ଜୁଲାଇ ୯ରେ ତାଙ୍କର ଶେଷ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିଥିଲେ। ଏହାପରେ ବିସିସିଆଇ ବସ୍‌ରେ ଧୋନୀଙ୍କ ପାଇଁ ଥିବା ସିଟ୍‌ରେ କେହି ବହୁ ନ ଥିବା ୟୁଜବେନ୍ଦ୍ର ଭିଡ଼ିଓରେ କହୁଥିବାର ଦେଖିବାକୁ ମିଳୁଛି। ଟିମ୍‌ ଇଣ୍ଡିଆ ମାହୀ ଭାଇଙ୍କୁ ମିସ୍‌ କରୁଥିବା ସେ ୧୬ ସେକେଣ୍ଡର ଏହି ଭିଡ଼ିଓରେ କହିଛନ୍ତି।


All Right Reserved By Dharitri.Com

Posted inଖେଳ View All

ଜିତେନ୍ଦରଙ୍କୁ ରୌପ୍ୟ

ନୂଆଦିଲ୍ଲୀ, ୨୪ା୨ (ପି.ଟି.)- ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତର ଜିତେନ୍ଦର କୁମାର ରୌପ୍ୟ ପଦକ ଲାଭ କରିଛନ୍ତି। ୭୪କେଜି ଶ୍ରେଣୀ ଫାଇନାଲରେ ସେ ଗତଥରର ଚାମ୍ପିୟନ...

ଅନ୍ତର୍ଜାତୀୟ କ୍ରିକେଟରେ ଧୋନୀଙ୍କୁ ପୂରିଲା ୧୫

ନୂଆଦିଲ୍ଲୀ,୨୩।୧୨: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋମବାର ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍‌ ୧୫ ବର୍ଷ ତଳେ...

ଫେଡ୍‌ କପ୍‌ ଟିମ୍‌ ଘୋଷିତ: ୪ବର୍ଷ ପରେ ଦଳକୁ ଫେରିଲେ ସାନିଆ

ନୂଆଦିଲ୍ଲୀ,୨୫ା୧୨ (ପି.ଟି.)-ଭାରତୀୟ ଫେଡ୍‌ କପ୍‌ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଏଥିରେ ୫ଜଣ ଖେଳାଳିଙ୍କୁ ନିଆଯାଇଛି। ଦେଶର ଟପ୍‌ ସିଙ୍ଗଲ୍ସ ଖେଳାଳି ଅଙ୍କିତା ରାଇନା ଏଥିରେ...

ଅବସର ପୂର୍ବରୁ ରାଞ୍ଚିକୁ ଏକ ସ୍ବତନ୍ତ୍ର ଉପହାର ଦେବାକୁ ଯାଉଛନ୍ତି ଧୋନୀ

ରାଞ୍ଚି,୨୯।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଚାଲିଛି। ୨୦୧୯ ବିଶ୍ୱକପ୍‌ ପରେ କ୍ରିକେଟରୁ ନିଜକୁ ଦୂରେଇ...

ରୁମାଲ ଚୋରି ଖେଳିଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨୭।୫- ମ୍ୟାଚ୍‌ ପୂର୍ବରୁ ପ୍ରାକ୍ଟିସବେଳେ ଖେଳାଳିମାନେ ଫିଟ୍‌ ରହିବା ପାଇଁ ସର୍ବଦା କିଛି ଅଲଗା ଖେଳ ଖେଳିଥାନ୍ତି। ଏହା ଖେଳାଳିଙ୍କୁ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବାରେ...

ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି)- ଜାତୀୟ ସବ୍‌ଜୁନିୟର ଟେନିସ କ୍ରିକେଟର ୪ର୍ଥ ସଂସ୍କରଣ ସୋମବାର ଉଜ୍ଜୟିନୀରେ ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ ଝାଡ଼ଖଣ୍ଡକୁ ୬୬ ରନରେ ହରାଇ...

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗ୍ରାଣ୍ଡସ୍ଲାମ ବିଜୟିନୀ

ପ୍ୟାରିସ, ୬।୨ (ଏଏଫ୍‌ପି)- ପୂର୍ବତନ ଅଷ୍ଟ୍ରେଲିଆନ୍‌ ଓପନ୍‌ ମିକ୍ସଡ ଡବଲ୍‌ ଟାଇଟଲ୍‌ ବିଜୟିନୀ ଆମେରିକାର ଆବିଗେଲ୍‌ ସ୍ପିଅର୍ସ ଟେନିସରୁ ବାସନ୍ଦ ହୋଇଛନ୍ତି। ଡୋପ୍‌ ଟେଷ୍ଟରେ ବିଫଳ...

ସର୍ଜରୀରୁ ପ୍ରତ୍ୟାବର୍ତ୍ତନ ପରେ ମୁରେଙ୍କ ଶ୍ରେଷ୍ଠ ପ୍ରଦର୍ଶନ

ବେଜିଂ, ୧।୧୦ (ଏଏଫ୍‌ପି)- ବ୍ରିଟେନ ଟେନିସ ଷ୍ଟାର୍‌ ଆଣ୍ଡି ମୁରେ ସର୍ଜରୀରୁ ପ୍ରତ୍ୟାବର୍ତ୍ତନ କରିବା ପରେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଚାଇନା ଓପନ୍‌ର...

Leave a comment

Your email address will not be published. Required fields are marked *