ଆଇସଲ୍ୟାଣ୍ଡ କହୁଛି ଧାର୍ମିକ ବିଶ୍ୱାସ ଭ୍ରମ ଓ ହାନିକାରକ

ରେକ୍ୟାଭିକ ଆଇସଲ୍ୟାଣ୍ଡ,୨୮।୧: ଉତ୍ତର ଆଣ୍ଟଲାଣ୍ଟିକର ଛୋଟ ଦ୍ୱୀପଦେଶ ଆଇସଲ୍ୟାଣ୍ଡ ବହୁ ବିବାଦରେ ଛନ୍ଦି ହୋଇଛି। ୨୦୧୭ରେ ଏହି ଦେଶର ପାର୍ଲାମେଣ୍ଟରେ ସବୁ ବାଇବେଲକୁ ନେଇ ଥିବା ମାନସିକ ସ୍ବାସ୍ଥ୍ୟ ସମ୍ପର୍କିତ ଚେତାବନୀ ପାଇଁ ମତଦାନ ହୋଇଥିଲା। ସେହିବର୍ଷ ଉକ୍ତ ଦେଶ ଆଉ ଏକ ପାଦ ଆଗକୁ ଯାଇ ଆମେରିକାର ଟେଲିଭାଞ୍ଜେଲିଷ୍ଟସ୍‌ ଉପରେ ପ୍ରତିବନ୍ଧକ ଲଗାଇ ଧର୍ମନିରପେକ୍ଷ ପଦକ୍ଷେପ ଗ୍ରହଣ କରିଥିଲା। ଏବେ ଆଇସଲ୍ୟାଣ୍ଡ ସବୁ ଧର୍ମକୁ ମାନସିକ ବିକାରଗ୍ରସ୍ତ ବୋଲି ଘୋଷଣା କରୁଛି। ଅଲ୍‌ପିଙ୍ଗି(ଆଇସଲ୍ୟାଣ୍ଡର ପାର୍ଲାମେଣ୍ଟ ବା ସଂସଦ) ଆଇନ ୬୦-୩ ସପକ୍ଷରେ ବହୁମାତ୍ରାରେ ମତଦାନ କରିଛି। ତେବେ ଆଇନଗତ ଆଦେଶ ବିରୁଦ୍ଧରେ ମତଦାନ କରିଥିବା ୩ ରାଜନେତା ବିଶ୍ୱାସ କରୁଥିଲେ କି ଏହା ବହୁ ଦୂର ପର୍ଯ୍ୟନ୍ତ ଯାଇନାହିଁ। ଜଣେ ପ୍ରତିନିଧି କହିଛନ୍ତି, ଆମେ ୟୁନାଇଟେଡ୍‌ ଷ୍ଟେଟସ୍‌ ଅବା ସୌଦି ଆରବ ଭଳି ଶେଷ ହେବାକୁ ଚାହୁଁନାହୁଁ।


All Right Reserved By Dharitri.Com

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଇସ୍‌ଲାମାବାଦ,୧୧ା୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ସହ-ଅଧ୍ୟକ୍ଷ ଅସିଫ ଅଲି ଜର୍ଦ୍ଦାରୀଙ୍କୁ ଜାଲ୍‌ ବ୍ୟାଙ୍କ ଆକାଉଣ୍ଟ ଦୁର୍ନୀତି ମାମଲାରେ ଗିରଫ...

ଗଧ ମେଳା କରି ଆର୍ଥିକ ସ୍ଥିତି ସୁଧାରିବାକୁ ଚାହୁଁଛି ପାକିସ୍ତାନ

ଇସ୍‌ଲାମାବାଦ,୧୪।୯: ଭାରତରେ କାହାକୁ ଗଧ କହିଦେଲେ ପରିସ୍ଥିତି ଖରାପ ହୋଇଯାଇଥାଏ। ହେଲେ ପାକିସ୍ତାନ ଏବେ ଏହି ଗଧକୁ ତା’ର ରୋଜଗାରର ପ୍ରମୁଖ ମାଧ୍ୟମ ବୋଲି ଧରି...

ଆମେରିକାରେ ଭାରତୀୟ ବାପଝିଅ ଡାକ୍ତରଙ୍କ ମୃତ୍ୟୁ

ନ୍ୟୁୟର୍କ,୯ା୫: ଆମେରିକାର ନ୍ୟୁଜର୍ସିରେ ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଭାରତୀୟ ବଂଶୋଦ୍ଭବ ବାପଝିଅଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଡା. ସତ୍ୟେନ୍ଦ୍ର ଦେବ...

ଯୌନ ନିର୍ଯାତନା ସହିପାରିଲେନି ୧୭ବର୍ଷୀୟ ଯୁବତୀ: ମାଗିଲେ ଇଚ୍ଛାମୃତ୍ୟୁ

ପିଲାଦିନେ ବାରମ୍ବାର ବଳାତ୍କାର ଯନ୍ତ୍ରଣା ସହିଆସୁଥିବା ଯୁବତୀ ଶେଷରେ ମୃତ୍ୟୁର ବାଟ ଆପଣାଇଛନ୍ତି। ନେଦରଲାଣ୍ଡରେ ଘଟିଛି ଏଭଳି ଅଭାବନୀୟ ଘଟଣା। ୧୧ ବର୍ଷ ବୟସର ହୋଇଥିବାବେଳେ...

ବିବାହର ୨ ସପ୍ତାହ ପରେ ସ୍ବାମୀଙ୍କୁ ମିଳିଲା ଶକ୍ତ ଧକ୍କା

ବିବାହ ପାଇଁ ଯୁବକ ଯୁବତୀ କେତେ ସ୍ବପ୍ନ ଦେଖିଥାନ୍ତି। ମନର ମଣିଷକୁ ନେଇ କେତେ ଆଶା ବାନ୍ଧିଥାନ୍ତି। ହେଲେ ଯେତେବେଳେ ତାଙ୍କୁ ବିଶ୍ୱାସରେ ବିଷ ମିଳେ...

କେବଳ ନେତା ନୁହେଁ, ଭଲ ଅଭିନେତା ମଧ୍ୟ: ଏହିସବୁ ଫିଲ୍ମରେ ଅଭିନୟ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଫେବ୍ରୁୟାରୀ ୨୪ ତାରିଖରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଗୁଜରାଟର ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ...

ପାକିସ୍ତାନୀ ଡ୍ରାଇଭରଙ୍କ ମଣିଷ ପଣିଆ: ଫେରାଇଲେ ଭାରତୀୟ ଯୁବତୀଙ୍କ ପର୍ସ

ଦୁବାଇ,୧୪।୧: କୁହାଯାଏ ମଣିଷ ପଣିଆ ହିଁ ସବୁଠାରୁ ବଡ଼ ଗୁଣ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଦୁବାଇର ଜଣେ ପାକିସ୍ତାନୀ ଡ୍ରାଇଭର। କାର୍‌ରେ ବୁଲିଥିବା ରୈଶେଲ...

ସଙ୍କଟ ସମୟରେ ହନୁମାନଙ୍କ ଭଳି ମୋଦି ଆଣିଦେଲେ ସଞ୍ଜିବନୀ ବୁଟି: ବ୍ରାଜିଲ୍‌ ରାଷ୍ଟ୍ରପତି

ବ୍ରାସିଲିଆ,୮।୪: କରୋନା ସଂକ୍ରମଣ ଯୋଗୁ ବ୍ରାଜିଲ୍‌ରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରାଜିଲ ରାଷ୍ଟ୍ରପତି ଜେୟର ଏମ୍‌. ବୋଲସାନାରୋ ଭାରତର ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

Leave a comment

Your email address will not be published. Required fields are marked *