ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୨୮ା୧- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ମୟୂରଭଞ୍ଜ ଜିଲା ବାରିପଦାର ସୁନଗଡିଆସ୍ଥିତ ବାସଭବନରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ବାଲେଶ୍ୱର ଜିଲା ସୋରଠାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ବେହେରାଙ୍କ କାର୍ଯ୍ୟାଳୟରେ ଗତ ୧୦ ଡିସେମ୍ବରରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେତେବେଳେ ବେହେରାଙ୍କ ଏହି ବାସଭବନରେ ତାଲା ପଡ଼ିଥିବାରୁ ଚଢ଼ାଉ ହୋଇ ପାରି ନ ଥିଲା। ଦୀର୍ଘଦିନ ପରେ ମଙ୍ଗଳବାର ସୁନଗଡିଆସ୍ଥିତ ୩ ମହଲା ବିଶିଷ୍ଟ କୋଠାଘରେ ବାରିପଦା ଓ ବାଲେଶ୍ୱର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢାଉ କରାଯାଇଛି। ପୂର୍ବରୁ ଭିଜିଲାନ୍ସ ପକ୍ଷରୁ ସୋର କାର୍ଯ୍ୟାଳୟ ସମେତ ୫ଟି ସ୍ଥାନରେ ଚଢ଼ଉ କରାଯାଇଥିଲା। ତେବେ ଯନ୍ତ୍ରୀଙ୍କ ସମ୍ପତ୍ତି ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।


All Right Reserved By Dharitri.Com

ଓସିଏ ଭୋଟର୍‌ ତାଲିକାକୁ ନେଇ ବିବାଦ

ବ୍ରହ୍ମପୁର ଅଫିସ୍‌,୧୫ା୯-ଅନେକ ବର୍ଷ ପରେ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌(ଓସିଏ) ନିର୍ବାଚନ ହେବାକୁ ଯାଉଛି । ଆସନ୍ତା ୨୭ତାରିଖରେ ନିର୍ବାଚନ ହେବ। ଏଥିରେ ମୋଟ ୭୩ଜଣ ଭୋଟର୍‌ଙ୍କ...

‘ସମ୍ପର୍କ ରଥ’ ଉଦ୍‌ଘାଟିତ: ମୋ ସରକାର କାର୍ଯ୍ୟକ୍ରମର କରିବ ପ୍ରଚାର

ଭବାନୀପାଟଣା,୧୮।୧(ଡି.ଏନ୍‌.ଏ.): ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଥୁଆମୂଳରାମପୁର, ଭବାନୀପାଟଣା କଳାହାଣ୍ଡି ଆନୁକୂଲ୍ୟରେ ‘ମୋ ସରକାର’ ପ୍ରଚାର ନିମନ୍ତେ ୨ଟି ‘ସମ୍ପର୍କ ରଥ’ଉଦ୍‌ଘାଟିତ ହୋଇଛି। ଏହି ଉସତ୍ବରେ...

ସରକାରୀ ଯୋଜନାରୁ ବଞ୍ଚିତ ନେଇ କ୍ଷୋଭ

ଗଣିଆ,୨୦ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ପଞ୍ଚୁପଲ୍ଲୀ ପ୍ରଗଣାସ୍ଥିତ ଗୁପ୍ତେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରେ ରବିବାର ବ୍ଲକ ଶିବଶକ୍ତୀ ପୂଜକ ସମାଜର ଏକ...

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ସପ୍ତାହେ ହେଲା କାଲିଗାଡ଼ୁ-ସୁଗଡ଼ବାଡ଼ି ମଧ୍ୟରେ ଯାତାୟାତ ବନ୍ଦ, ବିପଦସଙ୍କୁଳ ଭାବେ ନାଳ ପାର ହେଉଛନ୍ତି ଛାତ୍ରୀଛାତ୍ର

ରାଇକିଆ, ୧୪।୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ କାଲିଗାଡୁ-ସୁଗଡବାଡି ରାସ୍ତାରେ ଏକ ସପ୍ତାହ ହେଲା ଯାତାୟାତ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁଁ କାଲିଗାଡୁ ନାଳରେ...

୫୦ ଫୁଟ ବ୍ରିଜ୍‌ ତଳକୁ ଖସିଲା ରୋଲର ବୋଝେଇ ଟ୍ରେଲର: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୭।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗାଠାରେ ୫୦ ଫୁଟ ପୋଲ ତଳକୁ ସୋମବାର ଏକ ରୋଲର ବୋଝେଇ ଟ୍ରେଲର ଖସି ପଡିଛି ା ଏଥିରେ...

କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ

ଗୋପ, ୧୦।୯(ଡି.ଏନ୍‌.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍‌...

ଜଙ୍ଗଲରେ ନାବାଳିକାଙ୍କ ମୃତଦେହ

ସୋରଡା,୨୦ା୯(ଡି.ଏନ୍‌.ଏ.)- ସୋରଡା-ଅସୁରବନ୍ଧ ବାଉଁଶିଆ ଜଙ୍ଗଲରେ ଜଣେ ନାବାଳିକାଙ୍କ ମୃତଦେହ ପଡିଥିବା ଖବର ପାଇ ସୋରଡା ତାନା ଅଧିକାର ପ୍ରଭାତ ସାହୁ, ବଡଗଡ ଥାନା ଅଧିକାରୀ ପ୍ରତାପ...

ପ୍ରଫେସର ସୁନୀଲ ଷଡ଼ଙ୍ଗୀ ପାଇବେ ବିଶ୍ୱେଶ୍ୱରାୟା ସମ୍ମାନ

କଟକ ଅଫିସ, ୧୨।୯: ଏନ୍‌ଆଇଟି ରାଉରକେଲାର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଖାତନାମା ଇଞ୍ଜିନିୟର ପ୍ରଫେସର ସୁନୀଲ କୁମାର ଷଡଙ୍ଗୀ ଚଳିତବର୍ଷର ଜାତୀୟସ୍ତରୀୟ ମର୍ଯ୍ୟାଦାଜନକ ବିଶ୍ୱେଶ୍ୱରାୟା ସମ୍ମାନ...

Leave a comment

Your email address will not be published. Required fields are marked *