ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୨ ହଜାର ୩୧୮ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୧, କଟକରୁ ୧୨, ଦେବଗଡ଼ରୁ ୬, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୯, କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୧, ମୟୂରଭଞ୍ଜରୁ ୧, ପୁରୀରୁ ୧, ଓ ରାୟଗଡ଼ାରୁ ୪ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧ ଓ ସୁନ୍ଦରଗଡ଼ରୁ ୧୫ ଜଣ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମଦ୍ୟପାନ ଭିଡିଓ ଭାଇରାଲ ଘଟଣା:ବଦଳି ଦାବିରେ ବିଦ୍ୟାଳୟରେ ତାଲା

ବଇଣ୍ଡା,୨୭।୮(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ମଇମୁରା ସର୍କଲ ଅଧୀନ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକ ମଦ୍ୟପାନ କରିଥିବା ଭିଡିଓ ଭାରରାଲ ଘଟଣା ପରେ...

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ବୋଲଗଡ଼,୨୭ା୬(ଡି.ଏନ.ଏ.): ବୋଲଗଡ଼ ଥାନା ଅନ୍ତର୍ଗତ ଡାବରଧୁଆ ଗ୍ରାମସ୍ଥିତ ଏକ ପୋଖରୀରେ ବୁଡ଼ି ଜଣେ ମହିଳାଙ୍କ ବୁଧବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ଉକ୍ତ...

ବାସ୍ତବତା ପ୍ରତିଫଳିତ ହୋଇନି: ବିରୋଧୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ୨୦୨୨-୨୩ ବଜେଟରେ ବାସ୍ତବତା ପ୍ରତିଫଳିତ ହୋଇନି। ଏଥିରେ କୌଣସି ନୂତନତ୍ୱ ନାହିଁ ବୋଲି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଅନ୍ୟପକ୍ଷରେ ଶାସକ ଦଳ...

ଯନ୍ତ୍ରଣାରୁ ମୁକୁଳିଲା ଜୀବିକା

ଅନୁଗୋଳ/ ଢେଙ୍କାନାଳ ଅଫିସ, ୧୬ା୭ ରାସ୍ତା ପାର୍ଶ୍ୱରୁ ରାସ୍ତା ଉପରକୁ ଆସିବ ବସ୍‌। ଜିମ୍‌, ପାର୍ଲରରୁ ଖୋଲିବ ତାଲା। ପଡ଼ିଆକୁ ଫେରିବ କ୍ରୀଡ଼ା। ପୂର୍ବାପେକ୍ଷା ଅଧିକ...

ପରାଶରଙ୍କୁ ଜାତୀୟ ବିଜ୍ଞାନ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରଥମ ଓଡ଼ିଆ ଭାବେ ଡ. ପରାଶର ମହାନ୍ତି ସମ୍ମାନଜନକ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର-୨୦୨୧ ପାଇଛନ୍ତି। ସେ ଏବେ ଉତ୍ତରପ୍ରଦେଶ କାନପୁରସ୍ଥିତ...

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା...

ଓମିକ୍ରନ୍ ଟେଷ୍ଟ ପାଇଁ କୋରିଆ ବୈଜ୍ଞାନିକଙ୍କ ନୂଆ ଟେକ୍‌ନିକ୍‌, ୨୦ ମିନିଟରେ ଆସିଯିବ ରିପୋର୍ଟ

ସିଓଲ,୧୩ ।୧୨: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏବେ...

ଇଞ୍ଜିନିୟରିଂ କଲେଜରେ ଚାକିରି ଦେବାକୁ କହି ମହିଳାଙ୍କୁ ବଳାତ୍କାର

ବାରଙ୍ଗ,୯ା୭(ଡି.ଏନ.ଏ)-ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ମେଣ୍ଡାଶାଳ ଫାଣ୍ଡିରେ ଗୁରୁବାର ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଚନ୍ଦକା ଥାନାରେ ନଂ.୧୨୦/୨୦ରେ ଏକ...

Advertisement
Archives

Model This Week