Posted inଜାତୀୟ

ନୀତିଶ-ସୁଶୀଲଙ୍କ ଇଫତାର ପାର୍ଟି: ବିବାଦୀୟ ମନ୍ତବ୍ୟ ଦେଲେ ଗିରିରାଜ

ପାଟନା, ୪।୬: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଇଫତାର୍‌ ପାର୍ଟି ନେଇ କେନ୍ଦ୍ରୀୟ ପଶୁପାଳନ ମନ୍ତ୍ରୀ ଗିରିରାଜ ସିଂ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ୪ଟି ଫଟୋ ଶେୟାର କରିବା ସହିତ କହିଛନ୍ତି ଏଭଳି ଉତ୍ସବ ଯଦି ନବରାତ୍ରରେ ଆୟୋଜନ କରାଯାଇଥାନ୍ତା ତେବେ କେତେ ସୁନ୍ଦର ହୋଇଥାନ୍ତା। ଗିରିରାଜଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଗିରିରାଜ ଇଫତାର୍‌ରେ ଯୋଗଦେଇଥିବା ନୀତିଶ କୁମାର, ଜୀତନ୍‌ ରାମ ମାଝିଂ, ସୁଶୀଲ ମୋଦି ଏବଂ ରାମବିଳାସ ପାଶଓ୍ବାନଙ୍କ ଫଟୋ ଶେୟାର କରିଛନ୍ତି। ସୂଚନାଯୋଗ୍ୟ, ବିହାରରେ ଭାଜପା, ଜେଡିୟୁ ଏବଂ ଏଲଜେପି ମେଣ୍ଟ ସରକାର ଗଠନ କରିଛନ୍ତି।


All Right Reserved By

ପରଲୋକରେ ଆଧୁନିକ ଦିଲ୍ଲୀର ବିନ୍ଧାଣି

ନୂଆଦିଲ୍ଲୀ,୨୧ା୭(ପି.ଟି.): ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କର ଶନିବାର ଅପରାହ୍ଣରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧...

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)-  ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ...

ଛୋଟ ପିଲାଙ୍କୁ ଢ଼ାଲ କରି ସୁରକ୍ଷାକର୍ମୀଙ୍କ ସହ ଲଢ଼ିବାକୁ ଯୋଜନା କରୁଛନ୍ତି ମାଓବାଦୀ

ରାୟପୁର,୨୦।୭: ଲଗାତାର ଆତ୍ମସମର୍ପଣ, ଗିରଫ ତଥା ଏନ୍‌କାଉଣ୍ଟର ଆଦିରେ ମାଓବାଦୀ ସଦସ୍ୟଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେଏକ...

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ବୁଧବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ସୋପୋରେ ଅଞ୍ଚଳର ଗୁଣ୍ଡ ବ୍ରଥ ଗାଁର ମୀର୍‌ ମହଲାଠାରେ କିଛି ଆତଙ୍କବାଦୀ ଲୁଚିଥିବା...

ଜମ୍ମୁ-କଶ୍ମୀର: କେନ୍ଦ୍ର ଅଧୀନରେ ରହିବ ପୋଲିସ

ନୂଆଦିଲ୍ଲୀ,୧୨ା୮: ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବା ପରେ ପୋଲିସ ଓ ଆଇନଶୃଙ୍ଖଳା ଉପରାଜ୍ୟପାଳଙ୍କ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରତ୍ୟକ୍ଷ ନିୟନ୍ତ୍ରଣରେ ରହିବ। ଅନ୍ୟପକ୍ଷରେ ଜମିଜମା ଉପରେ...

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ: ଭାଗ ନେବ ନାହିଁ କଂଗ୍ରେସ

ନୂଆଦିଲ୍ଲୀ, ୧୯।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦ ଭବନର ଲାଇବ୍ରେରୀରେ ବୁଧବାର ଅନୁଷ୍ଠିତ...

ଶ୍ରୀନଗରରେ ସୁଧୁରୁଛି ସ୍ଥିତି

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମଞ୍ଜୁରୀ ମଧ୍ୟ ମିଳିଯାଇଛି। ଏହାପରେ କଶ୍ମୀରରେ ଧାରା ୩୭୦କୁ ଅଚଳ କରି...

ବିହାରରେ ଅସମ୍ଭାଳ ତାତି: ୨୨ ପର୍ଯ୍ୟନ୍ତ ସ୍କୁଲ ଛୁଟି, ଗୟାରେ ୧୪୪ ଧାରା ଜାରି

ପାଟନା, ୧୭।୬: ବିହାରରେ ଅସମ୍ଭାଳ ତାତି ଲାଗିରହିଛି। ଏପର୍ଯ୍ୟନ୍ତ ଅଂଶୁଘାତରେ ୧୭୩ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ୩୫୦ରୁ ଅଧିକ ଲୋକ ଅଂଶୁଘାତର ଶିକାର ହୋଇ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *