ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍‌ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଅନୁଗୋଳ ଅଫିସ, ୪।୬: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍‌ ରଖିଥିବା ୫୨ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସମ୍ବର୍ଦ୍ଧିତ କରାଯାଇଛି। ଏଥିସହ ପରୀକ୍ଷାରେ ଶତପ୍ରତିଶତ ଫଳାଫଳ ପ୍ରଦର୍ଶନ କରିଥିବା ୫ଟି ବିଦ୍ୟାଳୟକୁ ମଧ୍ୟ ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ପିଡି ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By

ଅନୁଗୋଳରେ ରଜନୀକାନ୍ତ ୧୩୬୭ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୭ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

ବିଦ୍ୟୁତ ଆଘାତରେ ଇଟାଭାଟି ମାଲିକଙ୍କ ସମେତ ୨ ଜଣଙ୍କ ଜୀବନ ଗଲା

ତାଳଚେର,୧୭ା୬(ନି.ପ୍ର.) : ଅନୁଗୋଳ କଣିହାଁ ବ୍ଲକ ହଳଦିଆ କଟା ଥିବା ପାଉଁଶ ଇଟା ଫ୍ୟାକ୍ଟ୍ରିରେ ବିଦ୍ୟୁତ ଆଘାତରେ ମାଲିକଙ୍କ ସମେତ ୨ ଜଣଙ୍କର ଜୀବନ ଯାଇଛି।...

ଓ୍ବାର୍ଡକୁ ନେବାକୁ କର୍ମଚାରୀ ନାହାନ୍ତି: ଷ୍ଟ୍ରେଚରରେ ଘଣ୍ଟାଏ ପଡ଼ିରହିଲେ ରୋଗୀ

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗୁରୁତର ଥିବା ଜଣେ ମହିଳା ରୋଗୀଙ୍କୁ ଡାକ୍ତର...

କଂଗ୍ରେସ ଧରାଶାୟୀ

ଢେଙ୍କାନାଳ ଅଫିସ/ପରଜଙ୍ଗ(ଡି.ଏନ.ଏ.), ୨୫।୫- ସାଧାରଣ ନିର୍ବାଚନରେ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି କଂଗ୍ରେସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଓ୍ବା ଆଗରେ ଫେଲ୍‌ ମାରିଛି ବିପକ୍ଷ ଦଳର...

୪ ଶିଶୁ ଶ୍ରମିକଙ୍କୁ ବିହାରରୁ ଉଦ୍ଧାର କରିବ ଶିଶୁ କଲ୍ୟାଣ ସମିତି

ପାରଳାଖେମୁଣ୍ଡି, ୧୯।୪ (ସ୍ବ.ପ୍ର.) – ଗଜପତି ଜିଲା ସଦର ପାରଳାଖେମୁଣ୍ଡିସ୍ଥିତ ଶିଶୁ କଲ୍ୟାଣ ସମିତି ପକ୍ଷରୁ ବିହାରରେ ଥିବା ୪ଜଣ ଶିଶୁ ଶ୍ରମିକଙ୍କୁ ଆଣିବା ପାଇଁ...

୯ ସମବାୟ ସମିତିରେ ବିହନ ନାହିଁ

ବଅଁରପାଳ, ୨୮ା୫(ଡି.ଏନ.ଏ.)ବଅଁରପାଳ ବ୍ଲକର ଚାଷୀଙ୍କୁ ମିଳୁନି ଧାନ ବିହନ। ଜମିରେ ଚାଷ ଆରମ୍ଭ ହୋଇଥିଲେ ମଧ୍ୟ ବିହନ ଅଭାବ ସେମାନଙ୍କ ଚିନ୍ତା ବଢାଇଛି। ବ୍ଲକ ଅଧୀନରେ...

ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।

ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ...

କେଏସ୍‌ଆଇପିଏଲ ଉଦ୍ୟମରେ ଲାଗିଲା ଶତାଧିକ ଚାରା : ‘ଗଛ ଲଗାଅ, ସୁରକ୍ଷା ଦିଅ’

ପରଜଙ୍ଗ, ୬।୭(ଡି.ଏନ.ଏ.): ପରଜଙ୍ଗ ବ୍ଲକ ବାରିହାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବନ ବିଭାଗ ଏବଂ ୫୩ନଂ. ଜାତୀୟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *