ଯୁବତୀଙ୍କ ମୃତ୍ୟୁ : ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ

ବଅଁରପାଳ,୪।୬(ଡି.ଏନ୍‌.ଏ): ଅନୁଗୋଳ ଜିଲା ବଅଁରପାଳ ଥାନା ବଉଳିଗଡ଼ ଗ୍ରାମର ଜଣେ ଜୁବତୀଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ରିଙ୍କିନା ଦଣ୍ଡିଆ(୨୩)। ସୋମବାର ରାତିରେ କୌଣସି କାରଣରୁ ତାଙ୍କ ଦେହ ଅସୁସ୍ଥ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।


All Right Reserved By

ବିଦ୍ୟୁତ୍‌ ଖୁଣ୍ଟପଡି ଜଣେ ଗୁରୁତର: ୧ଘଣ୍ଟା ଧରି ଜାତୀୟ ରାଜପଥରେ ଯାନବାହନ ଚଳାଚଳ ଠପ୍‌

ବଅଁରପାଳ,୨୬।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅନ୍ତର୍ଗତ ନୂଆହତା ନିକଟର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବାରୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି।...

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୨୧।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା ରାଇନାଳୀ, ହେମାମୁରା, ବାତ୍ରାଖୋଳ, ଲକ୍ଷ୍ମୀପୁର, ଟେଣ୍ଟୁଲୀ ଗ୍ରାମ ଗୁଡ଼ିକରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି...

ଭୁବନପୁରରେ ହାତୀ ଉପଦ୍ରବ: ଭାଙ୍ଗିଲେ ୨ ଶହ ଆମ୍ବଗଛ

ବନ୍ତଳା, ୧୩ା୫(ଡି.ଏନ.ଏ.) ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ଭୁବନପୁର ଗ୍ରାମରେ ଶନିବାର ରାତିରେ  ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ତଳଗଡ ଗ୍ରାମର ସଦାନନ୍ଦ...

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଅନୁଗୋଳ ଅଫିସ, ୧୯।୪- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଶେଷ ହୋଇଥିବାରୁ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଜୋର ଧରିଛି। ଇତିମଧ୍ୟରେ ପ୍ରଚାର ପାଇଁ ପ୍ରାର୍ଥୀଙ୍କ...

ଶେଷ ପର୍ଯ୍ୟାୟରେ ପ୍ରଶାସନର ନିର୍ବାଚନ ପ୍ରସ୍ତୁତି: ଆଜି ମତଦାନ କେନ୍ଦ୍ରକୁ ଯିବେ ପୋଲିଂ ପାର୍ଟି

ଅନୁଗୋଳ ଅଫିସ, ୨୧।୪- ଅନୁଗୋଳ ଜିଲାରେ ସାଧାରଣ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଭିନ୍ନ ମତଦାନ କେନ୍ଦ୍ରକୁ ରବିବାର ଠାରୁ ନିର୍ବାଚନ...

ଅସାଧୁ କର୍ମଚାରୀଙ୍କ ଆଖିରେ ତାମଡା ପାଣ୍ଠି: ଆର୍‌ଏସିପି ଅର୍ଥ ଲୁଟିବାକୁ ଉଦ୍ୟମ

ଅନୁଗୋଳ ଅଫିସ, ୨୭।୪- ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଡେଭଲପମେଣ୍ଟ ଅଥରିଟି (ତାମଡା) ପାଣ୍ଠିରେ ପଡ଼ିଛି କେତେଜଣ ଅସାଧୁ କର୍ମଚାରୀଙ୍କ ନଜର। ଆର୍‌ଏସିପି (ରିଭାଇଜଡ ଆସ୍ୟୁୟର କ୍ୟାରିୟର ପ୍ରୋଗ୍ରେଶନ) ଅର୍ଥ...

ବ୍ୟାଙ୍କ ଲୁଟ୍‌ ଉଦ୍ୟମ ବିଫଳ : ସାଇରନ ବାଜିବାରୁ ଛାଡ଼ି ପଳାଇଲେ ଲୁଟେରା

ଢେଙ୍କାନାଳ ଅଫିସ, ୨୪ା୬: ଢେଙ୍କାନାଳ ଗ୍ରାମ୍ୟ ବ୍ୟାଙ୍କ ମୁଖ୍ୟ ଶାଖାରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମବେଳେ ସାଇରନ୍‌ ବାଜିବାରୁ ଲୁଟେରାମାନେ ଛାଡ଼ି ପଳାଇଛନ୍ତି। ତାଲା...

ବିଶ୍ୱ ରେକର୍ଡ ପାଇଁ ଯୁବଶିଳ୍ପୀଙ୍କ ଉଦ୍ୟମ: କାଠରେ ନିର୍ମାଣ କଲେ ୩.୫ ଇଞ୍ଚର ନନ୍ଦିଘୋଷ

ଅନୁଗୋଳ ଅଫିସ, ୨୬।୬- ମାତ୍ର ୨୦ ବର୍ଷ ବୟସରେ ବିଶ୍ୱ ରେକର୍ଡ ପାଇଁ ଉଦ୍ୟମ କରିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ଗ୍ରାମର ଶିଳ୍ପୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *