ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ଧାରଣା

ସରଣ୍ଡା,୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ପୂରିବାକୁ ବସିଲାଣି। ହେଲେ ଧାନ କିଣାବିକାରେ ସୁଧାର ଆସୁନାହିଁ। ମଣ୍ଡିକୁ ଧାନ ଆସୁଛି, ମାତ୍ର ତାହା ଠିକ୍‌ ଭାବେ ଉଠୁ ନାହିଁ। ବିକ୍ରି ହୋଇ ନ ପାରି ବହୁପରିମାଣର ଧାନ ମଣ୍ଡିର ଖୋଲା ଆକାଶ ତଳେ ପଡ଼ିରହିଛି। ବର୍ଷାରେ ଭିଜି ତାହା ନଷ୍ଟ ହେବାର ସମ୍ଭାବନା ରହିଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଧାନ ଉଠୁ ନ ଥିବା ପ୍ରତିବାଦରେ ମଙ୍ଗଳବାର ଚାଷୀମାନେ ଅତାବିରା ଆର୍‌ଏମ୍‌ସି ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି । ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀ ଏହି ଧାରଣାରେ ସାମିଲ ହୋଇଛନ୍ତି। ସେହିପରି ଅତାବିରା ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଧାରଣାସ୍ଥଳରେ ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିଛନ୍ତି। ଧାରଣାରେ ବହୁସଂଖ୍ୟକ ଚାଷୀ ସାମିଲ ଅଛନ୍ତି।


All Right Reserved By

ଟାର୍ଗେଟରେ ଟିକସ ଫାଙ୍କୁଥିବା ଖଣି ମାଲିକ, ସହଯୋଗୀ : ଓଡ଼ିଶା, କଲିକତାର ୧୧ ସ୍ଥାନରେ ଆୟକର ବିଭାଗ ଚଢ଼ାଉ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଦୀର୍ଘଦିନ ଧରି ଟିକସ ଫାଙ୍କୁଥିବା ଖଣି ମାଲିକ ଓ ସହଯୋଗୀଙ୍କୁ ଟାର୍ଗେଟ କରିଛି ଆୟକର ବିଭାଗ। ମଙ୍ଗଳବାର ସେମାନଙ୍କ କାର୍ଯ୍ୟାଳୟ ଓ ବାସଭବନରେ...

୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ...

ଅର୍ଥ, କ୍ଷମତା ବଳରେ ମନ୍ତ୍ରୀପଦ ଆଶା

ଭୁବନେଶ୍ୱର,୨୭।୫: ସାରା ଦେଶରେ ସାଧାରଣ ନିର୍ବାଚନ ସମାପ୍ତ ହୋଇଛି। ସେହିଭଳି ରାଜ୍ୟରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ମଧ୍ୟ ସମାପ୍ତ ହୋଇଛି। ଲଗାତର ୫ମ...

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ବ୍ରହ୍ମପୁର ଅଫିସ, ୨୩।୮- ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା କୋର୍ଟପେଟା ଛକ ରାସ୍ତାକଡ଼ରେ ଶୁକ୍ରବାର ଜଣେ ମହିଳା ଶିଶୁକନ୍ୟା ପ୍ରସବ କରିଛନ୍ତି। ସେ ହେଲେ ଜରଡ଼ା...

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ...

ଗଠନ ହେଲା ଲଘୁ ଖଣିଜ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ବେଆଇନ ଲଘୁ ଖଣିଜ କାରବାରକୁ ରୋକିବା ପାଇଁ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶାଳୟ ଗଠନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ...

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ...

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *