Posted inଜାତୀୟ

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ ପାଟିଲ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ସମୟରେ ସେ କହିଛନ୍ତି, ଲୋକ ସଭା ନିର୍ବାଚନରେ ସେ ପ୍ରଚାର କରି ନାହାଁନ୍ତି। ଦଳ ହାଇ କମାଣ୍ଡଙ୍କ ସହ ତାଙ୍କର ସେମିତି କୌଣସି ମନୋମାଳିନ୍ୟ ମଧ୍ୟ ନାହିଁ। ବରଂ ଦଳ ତାଙ୍କୁ ବିରୋଧୀ ଦଳର ନେତା ଭାବେ ସୁଯୋଗ ଦେଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି। ଏବେ ପରିସ୍ଥିତିକୁ ଦେଖି ସେ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ରାସ୍ତା ମଝିରେ ଭୋ-ଭୋ ହୋଇ କାନ୍ଦିଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୧।୧୦: ଉତ୍ତର ପ୍ରଦେଶର ଘୋସି ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଚାଲିଥିବାବେଳେ ଏକ ଅଜବ ଘଟଣା ଦେଖିବାକୁ ମିଳିଥିଲା। ନିର୍ବାଚନ ପ୍ରଚାର ପାଇଁ ଯାଉଥିବା ଗାଡିକୁ...

ମୁଜାଫରପୁର ଶେଲ୍ଟର ହୋମ୍‌ ମାମଲାରେ ଅପରାଧୀଙ୍କୁ ସୁରକ୍ଷା ଦେଉଛି ସିବିଆଇ: ତେଜସ୍ବୀ ଯାଦବ

ପାଟନା,୧୨।୧: ମୁଜାଫରପୁର ଶେଲ୍ଟର ହୋମ୍‌ ମାମଲାରେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ସିବିଆଇକୁ ରବିବାର କଡ଼ା ସମାଲୋଚନା କରିଛନ୍ତି। ତେଜସ୍ବୀ ଟୁଇଟ୍‌ କରି କହିଛନ୍ତି ମୁଖ୍ୟମନ୍ତ୍ରୀ...

ଦେଶରେ ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ: ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ ସିଂ

ପଣଜୀ,୨୯।୯: ଦେଶରେ  ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ। ଏନେଇ ରବିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୋଆରେ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ସୁରକ୍ଷାକର୍ମୀଙ୍କ ସହିତ...

ଯୁବତୀଙ୍କ ସ୍ବାଧୀନତା ଉପରେ ବିବାଦୀୟ ମନ୍ତବ୍ୟ ଦେଲେ ଡିଜିପି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୭।୭: ଯୁବତୀଙ୍କ ସ୍ବାଧୀନତା ଉପରେ ମଧ୍ୟପ୍ରଦେଶ ଡିଜିପି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦେଶରେ ବୃଦ୍ଧି...

ସମ୍ପର୍କରେ ଲାଗିଲା ରକ୍ତର ଛିଟା: ଦୀପାବଳିରେ ଟ୍ରିପଲ୍‌ ମର୍ଡ଼ର

ପାଟନା,୨୮।୧୦: ବିହାରରେ ଦୀପାବଳିରେ ରକ୍ତ ସମ୍ପର୍କରେ ରକ୍ତର ଛିଟା ଲାଗିଛି। ସ୍ଥାନୀୟ ବେଗୁସରାଇରେ ଟ୍ରିପଲ୍‌ ମର୍ଡ଼ର ଘଟିଛି। ଭାଇଙ୍କ ଗୁଳିରେ ଭାଇ-ଭାଉଜ ଏବଂ ଝିଆରୀଙ୍କ ମୃତ୍ୟୁ...

ଚନ୍ଦ୍ରର ନିକଟତର ହେଲା ଲ୍ୟାଣ୍ଡର୍‌

ଚେନ୍ନାଇ: ଚନ୍ଦ୍ରଯାନ-୨ ଅର୍ବିଟରରୁ ପ୍ରଥମ ମୁନ୍‌ ଲ୍ୟାଣ୍ଡର ବିକ୍ରମ ଅଲଗା ହେବା ପରେ ମଙ୍ଗଳବାର ପ୍ରଥମ ଓ ବୁଧବାର ଦ୍ୱିତୀୟ ଡି-ଅର୍ବିଟାଲ ଅପରେଶନ ସକାଳ ୩...

ଶାହଙ୍କୁ ଭେଟିଲେ ମମତା: ଏନ୍‌ଆର୍‌ସିକୁ ନେଇ ଭୟ କରୁଛନ୍ତି ଲୋକେ; ହଇରାଣ ନ କରିବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୧୯।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଗୁରୁବାର ଭେଟିଛନ୍ତି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଏନ୍‌ଆର୍‌ସି ନେଇ ଆଲୋଚନା ହୋଇଥିବା...

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ...

Leave a comment

Your email address will not be published. Required fields are marked *