Posted inଜାତୀୟ

ପ୍ରଧାନମନ୍ତ୍ରୀ-ଅର୍ଥମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଯୋଗୀ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ବଜେଟ ପାଇଁ ସେ ଏହି ଶୁଭେଚ୍ଛା ଜଣାଇଛନ୍ତି। ଏହି ବଜେଟ ଉନ୍ନତି ମୂଳକ ଓ କୃଷକଙ୍କୁ ସୁହାଇବା ଭଳି ହୋଇଥିବା ଯୋଗୀ କହିଛନ୍ତି। ଏଥିରେ ଦେଶର ଆର୍ଥିକ ସ୍ଥିତି ମଜଭୂତ ହେବ ବୋଲି ଯୋଗୀ ମତ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଲୋକସଭାରେ ଚଳିତ ବର୍ଷର ବଜେଟ୍‌ ଉପସ୍ଥାପନ କରିଛନ୍ତି।


All Right Reserved By Dharitri.Com

ଗୋଟିଏ ମଞ୍ଚରେ ଏକାଠି ହେବେ ମୋଦି-ମମତା

କୋଲକାତା,୧୧ା୧: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୋଟିଏ ମଞ୍ଚରେ ଏକାଠି...

ଅଣ ମୁସଲମାନ୍‌ଙ୍କ ପାଇଁ ଖୋଲିଲା ମୋଦି ମସଜିଦ୍‌

ବଙ୍ଗୋଲୁରୁ,୨୧।୧: କର୍ନାଟକର ବେଙ୍ଗାଲୁରୁର ଟସ୍କର ଟାଉନରେ ଥିବା ମୋଦି ଅବଦୁଲ୍‌ ଗଫୁର ମସଜିଦ୍‌କୁ ଅଣ ମୁସଲମାନଙ୍କ ପାଇଁ ଖୋଲା ଯାଇଛି। ୧୭୦ ବର୍ଷ ମଧ୍ୟରେ ପ୍ରଥମ...

‘ମମତାଙ୍କ ଡାହାଣୀ ପ୍ରକୃତି’

ବାଲିଆ,୧୫ା୧: ଉତ୍ତରପ୍ରଦେଶସ୍ଥିତ ବାଲିଆ ବିଧାୟକ ସୁରେନ୍ଦ୍ର ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଡାହାଣୀ ସହ ତୁଳନା କରି ପୁଣି ବିବାଦୀୟ ହୋଇଛନ୍ତି। ସୁରେନ୍ଦ୍ର କହିଛନ୍ତି,...

କମଲେଶ ହତ୍ୟାକାଣ୍ଡ: ଅପରାଧୀଙ୍କୁ ଧରାଇଦେଲେ ୨.୫ ଲକ୍ଷ ପୁରସ୍କାର

ଲକ୍ଷ୍ନୌ,୨୨ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧଙ୍କୁ ଧରାଇଦେଲେ ୨.୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଦିଆଯିବ ବୋଲି ଉତ୍ତରପ୍ରଦେଶ...

ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ଘୋଷଣା କରିଛନ୍ତି କି ଏବେ ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌। ସ୍ଥଳସେନା, ନୌସେନା...

ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଘରେ ପାଳନ୍ତୁ ଏହି ପ୍ରାଣୀ …

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ...

ଶପଥ ଗ୍ରହଣ ପରେ ଦସ୍ତଖତ କରିବାକୁ ଭୁଲିଗଲେ ରାହୁଲ

ନୂଆଦିଲ୍ଲୀ,୧୮।୬: ଲୋକ ସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସୋମବାର ଏମ୍‌ପି ଭାବେ ପ୍ରାୟ ୨୬ ଜଣ ସଦସ୍ୟ ଶପଥ ନେଇଥିଲେ। ଏମାନଙ୍କ ମଧ୍ୟରେ କଂଗ୍ରେସ...

ଚାକିରି ଅଛି ହେଲେ ଯୋଗ୍ୟତାର ଅଭାବ ରହିଛି

ବରେଲି,୧୫।୯: କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି ଦେଶରେ ଚାକିରିର ଅଭାବ ନାହିଁ ହେଲେ ଉତ୍ତର ଭାରତରେ ଯୋଗ୍ୟତା ନାହିଁ। କାରଣ ଯେଉଁମାନେ ଏଠାକୁ...

Leave a comment

Your email address will not be published. Required fields are marked *