୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୧ ହଜାର ୪୧୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୬ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୩, ବରଗଡରୁ ୩, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୪, ଦେବଗଡରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୭, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୯, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୫, ସୋନପୁରରୁ ୧, ସୁନ୍ଦରଗଡରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri