ଅବସର ଗ୍ରହଣ ପରେ ଉପହାରରେ ମିଳିଲା କାର୍‌-ବୁଲେଟ- ହୁକ୍କା

ସୋନିପତ୍‌,୪।୨: ଅବସର ଗ୍ରହଣ କରିବା ସମୟରେ କର୍ମଚାରୀଙ୍କ ସମ୍ମାନରେ କେତେକ କାର୍ଯ୍ୟାଳୟରେ ସହକର୍ମୀମାନଙ୍କ ଦ୍ୱାରା ଏକ ସଭାର ଆୟୋଜନ କରାଯାଇଥାଏ। ଏହି ସଭାରେ ଅବସର ନେଉଥିବା କର୍ମଚାରୀଙ୍କୁ କିଛି ଉପହାର ପ୍ରଦାନ କରାଯାଇଥାଏ। ତେବେ ହରିୟାଣା ସୋନିପତ୍‌ରେ ଅବସର ଗ୍ରହଣ କରିଥିବା ଜଣେ ଚିନିକଳ ନିରୀକ୍ଷକଙ୍କୁ ଉପହାରରେ ୫୦୦ ଚାଷୀ କାର୍‌,ବୁଲେଟ ଏବଂ ହୁକ୍କା ପ୍ରଦାନ କରିଛନ୍ତି। ଚିନିକଳ ନିରୀକ୍ଷକ ମହାବୀର ସିଂଙ୍କୁ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ୧୫ ଲକ୍ଷ ଟଙ୍କାର କାର୍‌, ଅଢ଼େଇ ଲକ୍ଷ ଟଙ୍କାର ବୁଲେଟ୍‌, ୧୦ ଲକ୍ଷ ଟଙ୍କାର ମାଳ ଏବଂ ହୁକ୍କା ଉପହାର ଦେଇଛନ୍ତି। ମହାବୀରଙ୍କ ୩୫ ବର୍ଷ କାର୍ଯ୍ୟକାଳ ମଧ୍ୟରେ ସେ ସଦାସର୍ବଦା ଚାଷୀଙ୍କ ହିତ ପାଇଁ କାର୍ଯ୍ୟ କରିଥିବାରୁ ତାଙ୍କୁ ଏଭଳି ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିବା ଚାଷୀମାନେ କହିଛନ୍ତି।


All Right Reserved By Dharitri.Com

ଆଉ ୩ ମାସ ଅଟକ ରହିବେ ମେହବୁବା

ନୂଆଦିଲ୍ଲୀ, ୬ା୫: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍‌ତିଙ୍କୁ ପିଏସ୍‌ଏ ଅନୁଯାୟୀ ଅଟକ ରଖାଯାଇଥିବା ବେଳେ ମଙ୍ଗଳବାର ଏହାକୁ ଆଉ ୩...

ରାକେଶ ଭଦୌରିଆ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୦-୯(ପି.ଟି.): ଏୟାର ମାର୍ଶାଲ ରାକେଶ କୁମାର ସିଂ ଭଦୌରିଆ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ପରବର୍ତ୍ତୀ ମୁଖ୍ୟ ହେବାକୁ ଯାଉଛନ୍ତି। ହାଲୁକା ଲଢ଼ୁଆ ବିମାନ ତେଜସ୍‌ର ପରୀକ୍ଷାମୂଳକ...

ସୁନ୍ଦରୀ ହେବାକୁ ବାହାନା

ସୁନ୍ଦରୀ ଦିଶିବା ସବୁ ନାରୀର ଇଚ୍ଛା। ସେମିତି ବି ଇଚ୍ଛା ରଖିଥିଲେ ଜାମୀ ଲାଇନ୍‌ ଟୋଲେର ନାମ୍ନୀ ଜନୈକା ମହିଳା। ସେ ଦେଖିବାକୁ ସେମିତି ସୁନ୍ଦରୀ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଜମ୍ମୁ,୧୧।୬: ଜମ୍ମୁ-କଶ୍ମୀର ସୀମାର ପୁଞ୍ଚ ସେକ୍ଟରରେ ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯିବାରୁ ଜଣେ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ପାକିସ୍ତାନ କିଛି...

ଯେଉଁଠି ମୃତ୍ୟୁରେ କାନ୍ଦିବା ପାଇଁ ଭଡ଼ାରେ ଆସନ୍ତି ଲୋକ…

ସାଧାରଣତଃ ଆତ୍ମୀୟ ସ୍ବଜନଙ୍କ ମୃତ୍ୟୁରେ ପ୍ରିୟପରିଜନ ଦୁଃଖରେ କାନ୍ଦିଥାନ୍ତି। ତେବେ ରାଜସ୍ଥାନର ରାଜପୁତ ସମ୍ପ୍ରଦାୟରେ କାହାର ମୃତ୍ୟୁ ହେଲେ କାନ୍ଦିବା ଲାଗି ଭଡ଼ାରେ ଲୋକ ଆସିଥାନ୍ତି।...

କାଟ୍ରୋସାଟ-୩ ଉତ୍‌କ୍ଷେପଣ ପୂର୍ବରୁ ତିରୁମାଲା ଦର୍ଶନ କଲେ ଇସ୍ରୋ ମୁଖ୍ୟ

ତିରୁପତି,୨୬।୧୧: ଇସ୍ରୋ ମୁଖ୍ୟ କେ. ଶିବନ୍‌ ଭାରତର ଉପଗ୍ରହ କାଟ୍ରୋସାଟ-୩ ଉତ୍‌କ୍ଷେପଣ ପୂର୍ବରୁ ମଙ୍ଗଳବାର ତିରୁପତିସ୍ଥିତ ତିରୁମାଲା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏଥିସହ ଭଗବାନ୍‌ଙ୍କ ଆଶୀର୍ବାଦ...

ପ୍ରବଳ ବର୍ଷା: ସ୍କୁଲରେ ଫଶିରହିଛନ୍ତିି ୩୫୦ ଛାତ୍ରୀଛାତ୍ର, ୫୦ ଶିକ୍ଷକ

ଜୟପୁର,୧୫।୯:ରାଜସ୍ଥାନର ଚିତୌଡଗଡରେ ଜିଲାରେ ଦୁଇଦିନ ହେଲା ଲଗାତାର ବର୍ଷା ହେଉଛି।ଫଳରେ ସେଠାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ସ୍କୁଲ ଏବଂ ଅଫିସ୍‌ରେ ପାଣି ପଶିଯାଇଛି। ଫଳରେ ଜିଲାର...

ଦେଶରେ ୪୧ କରୋନା ସଂକ୍ରମିତ: ଆଇସୋଲେଶନରେ ଦିଲ୍ଲୀର ୩୩୭ ଲୋକ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି। ରବିବାର କେରଳରେ ୫ ଜଣ କରୋନା ସଂକ୍ରମିତଙ୍କୁ...

Leave a comment

Your email address will not be published. Required fields are marked *