ବିଜ୍ଞାନ ପରୀକ୍ଷାରେ ୧୭,୬୬୧ ଛାତ୍ରୀଛାତ୍ର ଅନୁପସ୍ଥିତ

କଟକ ଅଫିସ,୧୭ା୩:ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷାର ଗୁରୁବାର ଛାତ୍ରୀଛାତ୍ର ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ତେବେ ଏହି ପରୀକ୍ଷାରେ ରାଜ୍ୟରେ ୧୭,୬୬୧ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ଜଣାପଡିଛି। ସେଥିମଧ୍ୟରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ୧୬,୪୯୫, ସଂସ୍କୃତ ମଧ୍ୟମାରେ ୫୦୫ ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୬୧ ପରୀକ୍ଷାର୍ଥୀ ଅଛନ୍ତି। ତେବେ ତୃତୀୟ ଭାଷା ବିଷୟରେ ମୋଟ ୫ ଲକ୍ଷ ୩୯ ହଜାର ୩୪୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫ ଲକ୍ଷ ୨୧ ହଜାର ୬୭୯ ଜଣ ପରୀକ୍ଷା ଦେଇଛନ୍ତି। ଅନ୍ୟପକ୍ଷରେ ୪୧ଜଣ କପି କରି ଧରାପଡିଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଲେ ବୃଦ୍ଧ ଦମ୍ପତି

କୋଟଗଡ଼, ୧୨। ୯(ଡି.ଏନ୍‌.ଏ.): ସରକାରଙ୍କ ତରଫରୁ ବାସହୀନଙ୍କୁ ଗୃହ ଯୋଗାଇ ଦେବା ଉଦ୍ଦେଶ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ କନ୍ଧମାଳ ଜିଲା କୋଟଗଡ ବ୍ଳକ...

ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି

ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ...

ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର ଅଫିସ,୧୯।୧: ବାଲେଶ୍ୱର ଷ୍ଟେଶନ ପାଖ ଅଡ଼ର ବଜାର ନିକଟ ରେଳ ଧାରଣାରୁ ରବିବାର ସକାଳେ ପୋଲିସ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ...

ସଂକ୍ରମିତଙ୍କ ତାଲିକା ଭାଇରାଲ

ଅନୁଗୋଳ ଅଫିସ୍‌, ୬ା୭: ଅନୁଗୋଳ ଜିଲାରେ ପୁଣି ଭାଇରାଲ ହୋଇଛି କରୋନା ସଂକ୍ରମିତଙ୍କ ତାଲିକା। ଗତ ୩ ତାରିଖରେ ପଜିଟିଭ୍‌ ବାହାରିଥିବା ୨୪ ଜଣଙ୍କ ମଧ୍ୟରୁ...

ରାଜଧାନୀ ଉପକଣ୍ଠରେ ହତ୍ୟା

ବାରଙ୍ଗ/ଯାଁଳା,୨୩।୧୧(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ପାଇକରାପୁର ପାହାଡ଼ତଳେ ମଙ୍ଗଳବାର ସକାଳୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତକ...

ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା

ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର...

ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ...

ଭାଜପା ପକ୍ଷରୁ ବିଦ୍ୟୁତ୍‌ ଅଫିସ ଆଗରେ ବିକ୍ଷୋଭ

ବୁଗୁଡା,୧୯।୭(ଡି.ଏନ୍‌.ଏ.): ମହାମାରୀ କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କ ଅଘୋଷିତ ବିଦ୍ୟୁତ୍‌ କାଟ ଓ ଆହେତୁକ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଗଞ୍ଜାମ ଜିଲା ବୁଗୁଡ଼ା ବିଦ୍ୟୁତ୍‌...

Advertisement
Archives

Model This Week