ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ବେଟି ବଚାଓ-ବେଟି ପଢ଼ାଓ ବାର୍ତ୍ତା

ଗାନ୍ଧିନଗର,୪।୨: ସରକାର ବେଟି ବଚାଓ-ବେଟି ପଢ଼ାଓ ଯୋଜନା ଆରମ୍ଭ କରିଛନ୍ତି। ଏନେଇ ସଚେତନତା ବାର୍ତ୍ତା ଦେଶବ୍ୟାପି ଜାରି ରହିଛି। ଗୁଜରାଟ କଓ୍ବେଡ଼ିଆଠାରେ ଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ଲେଜର ଲାଇଟ୍‌ ମାଧ୍ୟମରେ ବେଟି ବଚାଓ-ବେଟି ପଢ଼ାଓ  ବାର୍ତ୍ତା
ଦିଆଯାଇଛି। ୧୮୨ ମିଟର ଉଚ୍ଚ ସର୍ଦ୍ଦାରଙ୍କ ପ୍ରତିମାରେ ଏଭଳି କରାଯାଇଛି। ସର୍ଦ୍ଦାରଙ୍କ ପ୍ରତିଭାର ହୃଦୟସ୍ଥଳରେ ବାଳିକା ଫଟୋ ରହିଥିବାବେଳେ ଏଥିରେ ବେଟି ବଚାଓ-ବେଟି ପଢ଼ାଓ ସଚେତନତା ବାର୍ତ୍ତା ରହିଛି। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଏହି ବାର୍ତ୍ତା ନେଇ ସଚେତନତା ସୃଷ୍ଟି କରାଯିବାର ପ୍ରୟାସ କରାଯାଉଥିବା କୁହାଯାଉଛି। ସୂଚନାଯୋଗ୍ୟ, ଗୋଟିଏ ବର୍ଷରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଦେଖିବା ପାଇଁ ୪୦ ଲକ୍ଷରୁ ଅଧିକ ପର୍ଯ୍ୟଟକ ଆସିଛନ୍ତି।


All Right Reserved By Dharitri.Com

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ...

୨୦୨୪ ସୁଦ୍ଧା ନିର୍ମାଣ ହେବ ଶହେ ବିମାନ ବନ୍ଦର: ଡ୍ରୋନ୍‌ରେ କରାଯିବ ସାମଗ୍ରୀ ଡେଲିଭରି

ନୂଆଦିଲ୍ଲୀ,୩୧।୧୦: ଆସନ୍ତା ୫ ବର୍ଷ ମଧ୍ୟରେ ୨୦୧୪ ସୁଦ୍ଧା ଦେଶରେ ଶହେଟି ନୂଆ ବିମାନ ବନ୍ଦର ନିର୍ମାଣ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ...

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ...

ସିଜେଆଇଙ୍କୁ ଫସାଇବା ଲାଗି ଯଚାଯାଇଥିଲା ଦେଢ଼କୋଟି

ନୂଆଦିଲ୍ଲୀ,୨୪ା୪: ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ବିରୋଧରେ ମିଥ୍ୟା ଯୌନ ବ୍ୟଭିଚାର ମାମଲା ରୁଜୁ କରିବା ଲାଗି ଅଜୟ ନାମକ ଜଣେ ବ୍ୟକ୍ତି ଦେଢ଼...

କାର୍‌ କିଣିବା ନିଶା : ଜାଗୁଆର କିଣିବା ପାଇଁ ବାପା ମନା କରିବାରୁ କେନାଲ୍‌ରେ ବିଏମ୍‌ଡବ୍ଲ୍ୟୁ ଭସାଇଦେଲେ ଯୁବକ

ହରିୟାଣାର ଜଣେ ଯୁବକଙ୍କ ଅଜବ ନିଶା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯୁବକ ଜଣକଙ୍କର କାର୍‌ କିଣିବାରେ ଭାରି ନିଶା। ଗୋଟିଏ ପରେ ଗୋଟିଏ ଦାମୀ...

ସେନା ପୋଷାକ ସହ ଖାପ ଖାଉଥିବା ପୋଷାକ ପିନ୍ଧି ଅଡୁଆରେ ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୪।୨: ରାଜଧାନୀ ଦିଲ୍ଲୀର ଜାଫରାବାଦ ମେଟ୍ରୋ ଷ୍ଟେଶନ ନିକଟରେ ରବିବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲୁଥିବା ବେଳେ ଦିଲ୍ଲୀ ପୋଲିସ ଏକ...

କରୋନା ବିରୋଧରେ ଲଢ଼େଇ: ଏକଜୁଟ ହୋଇ ଦୀପ ଜାଳିଲେ ଦେଶବାସୀ

ନୂଆଦିଲ୍ଲୀ,୫ ।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଥିବାବେଳେ ଏହାକୁ ରୋକିବା ଲାଗି ଦେଶବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧ କ୍ରମେ ରବିବାର ରାତ୍ର...

‘ମୁଁ ୨୦ ପ୍ରତିଶତ ରାଜନୀତି, ୮୦ ପ୍ରତିଶତ ସମାଜସେବା କରେ’-ନୀତିନ୍‌ ଗଡ୍‌କରୀ

ନୂଆଦିଲ୍ଲୀ, ୧୮।୬: ମୁଁ ୨୦ ପ୍ରତିଶତ ରାଜନୀତି, ବାକି ୮୦ ପ୍ରତିଶତ ସମାଜସେବା କରେ ବୋଲି କହିଛନ୍ତି ସଡ଼କ, ପରିବହନ ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗର କେନ୍ଦ୍ରମନ୍ତ୍ରୀ...

Leave a comment

Your email address will not be published. Required fields are marked *