ଅଦୃଶ୍ୟ ଯୁଦ୍ଧରେ ୧୭୭ ଆଗଧାଡିର ଯୋଦ୍ଧାଙ୍କ ଜୀବନ ନେଲାଣି କରୋନା

ମୁମ୍ବାଇ,୮।୯: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସାଂଘାତିକ ସ୍ଥିତିରେ ପହଞ୍ଚିଥିବା ବେଳେ ଏଥିରୁ ବାଦ୍‌ ପଡି ନାହାନ୍ତି ଆଗ ଧାଡିର କରୋନା ଯୋଦ୍ଧା କୁହାଯାଉଥିବା ପୋଲିସ କର୍ମୀ। ମହାରାଷ୍ଟ୍ରରେ କରୋନା ସଂକମ୍ରଣରେ ଏପର୍ଯ୍ୟନ୍ତ ୧୭୭ ଜଣ ପୋଲିସଙ୍କ ଜୀବନ ଗଲାଣି। ଯାହା ବଡ ଚିନ୍ତାର ବିଷୟ। ଗତ ୨୪ ଘଣ୍ଟାରେ ୩୪୮ ପୋଲିସ କରୋନାରେ ସଂକ୍ରମିତ ଥିବା ଜଣାପଡିବା ପରେ ଜଣଙ୍କର ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ମୋଟ ୧୭,୪୩୯ ଜଣ ପୋଲିସ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏବେ ୩,୨୨୫ ଜଣଙ୍କ ଚିକିତ୍ସା ଚାଲିଛି। ଏମାନଙ୍କ ମଧ୍ୟରୁ ୧୪,୦୩୭ ଜଣ ସୁସ୍ଥ ହୋଇ ଯାଇଥିବା ବେଳେ ୧୭୭ ଜଣଙ୍କ ମୃତ୍ୟୁ ହୋଇଥିବା ମହାରାଷ୍ଟ୍ର ପୋଲିସ ସୂଚନା ଦେଇଛି। କରୋନାର ସ୍ଥିତି ବେଳକୁ ବେଳ ଖରାପ ହୋଇ ଚାଲିଥିବା ବେଳେ ଏବେ କିନ୍ତୁ ମହାରାଷ୍ଟ୍ରରେ ସର୍ବାଧିକ ରୋଗୀ ଚିହ୍ନଟ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ସମର୍ଥକଙ୍କୁ ଝଟ୍‌କା, ନିର୍ବାଚନ ଆୟୋଗ ନିଷ୍ପତ୍ତି ନେବେ ଅସଲି ଶିବସେନା କିଏ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୭।୯ : ଶିବସେନାଙ୍କ ଉଦ୍ଧବ ଠାକରେଙ୍କ ସମର୍ଥକଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଝଟ୍‌କା ମିଳିଛି। ଦଳର ଚିହ୍ନ ସମ୍ପର୍କରେ ନିର୍ବାଚନ ଆୟୋଗଙ୍କର କାର୍ଯ୍ୟ ବନ୍ଦ...

ଚାହୁଁଚାହୁଁ ବର୍ଷା ପାଣିରେ ବୁଡ଼ିଗଲା କାର୍‌: ୧୫ ଦିନର ଶିଶୁଙ୍କୁ କରାଗଲା ଉଦ୍ଧାର, ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ, ୨୪।୧୦: ବେଙ୍ଗାଲୁରୁରେ ପ୍ରବଳ ବର୍ଷା ଜାରି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ରାସ୍ତାରେ ଏକ ଲାଲ୍‌...

କରୋନାର ଭୟଙ୍କର ଦୃଶ୍ୟ: ଆମେରିକା-ଇଟାଲି-ସ୍ପେନ୍‌ରେ ପଡ଼ି ରହିଛି ଶହ ଶହ ମୃତଦେହ

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ଆମେରିକା, ଇଟାଲି ଏବଂ ସ୍ପେନ୍‌ରେ...

ଆବଶ୍ୟକତା, ଯୋଗାଣ ଯୋଗୁ ବଢ଼ୁଛି ପିଆଜ ଦର: ପାଶ୍‌ଓ୍ବାନ

ନୂଆଦିଲ୍ଲୀ,୬।୧୧: ଦେଶରେ ପିଆଜ ଦର ଆକାଶଛୁଆଁ ହୋଇଥିବା ବେଳେ ଏହା ସିଧା ଗ୍ରାହକଙ୍କ ଉପରେ ପ୍ରଭାବ ପକାଉଛି। ଦିଲ୍ଲୀ-ଏନ୍‌ସିଆରରେ ପିଆଜ ଦର କିଲୋପ୍ରତି ୮୦ରୁ ୧୦୦...

କଶ୍ମୀରୀଙ୍କ ସନ୍ଦେହ ଚକ୍ଷୁରେ କେନ୍ଦ୍ର

ଶ୍ରୀନଗର/ନୂଆଦିଲ୍ଲୀ,୨୯ା୭: ହଠାତ୍‌ ଅତିରିକ୍ତ ୧୦ ହଜାର କେନ୍ଦ୍ରୀୟ ସୁରକ୍ଷା ବଳ ଜମ୍ମୁ-କଶ୍ମୀରକୁ ପଠାଯିବା ପରେ ନାନା ଆଶଙ୍କା ସୃଷ୍ଟି ହୋଇଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଓ...

ଛୁଆଙ୍କ ଆଇସ୍‌ କ୍ରିମରେ ମିଶାଇ ଦେଲେ ମୂଷାମରା ଔଷଧ

ମୁମ୍ବାଇ,୩୦।୬: ସ୍ତ୍ରୀ ସହ ପାଟିତୁଣ୍ଡ ହେବା ପରେ ଜଣେ ବ୍ୟକ୍ତି ଛୁଆଙ୍କ ଆଇସ୍‌ କ୍ରିମ୍‌ରେ ମିଶାଇ ଦେଇଥିଲେ ମୂଷାମରା ଔଷଧ। ଏହି ଘଟଣାରେ ୫ ବର୍ଷୀୟ...

ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଜର୍ମାନୀ ସମାଜସେବୀଙ୍କ ଭିଜା ସମୟ ସୀମା ବଢ଼ାଇବା ମନା: ରିପୋର୍ଟ ତଲବ କଲେ ସୁଷମା

ଆଗ୍ରା,୨୬।୫: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିବା ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକ୍‌ ଇରିନା ବର୍ନିଂଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ...

୬୯ ବର୍ଷରେ ମୋଦି

ନୂଆଦିଲ୍ଲୀ,୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପାଦ ଦେଇଛନ୍ତି। ଜନ୍ମଦିନରେ ମୋଦି ଗୁଜରାଟ ନର୍ମଦା ଜିଲାର ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ...

Advertisement
Archives

Model This Week