ଅଦୃଶ୍ୟ ଯୁଦ୍ଧରେ ୧୭୭ ଆଗଧାଡିର ଯୋଦ୍ଧାଙ୍କ ଜୀବନ ନେଲାଣି କରୋନା

ମୁମ୍ବାଇ,୮।୯: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସାଂଘାତିକ ସ୍ଥିତିରେ ପହଞ୍ଚିଥିବା ବେଳେ ଏଥିରୁ ବାଦ୍‌ ପଡି ନାହାନ୍ତି ଆଗ ଧାଡିର କରୋନା ଯୋଦ୍ଧା କୁହାଯାଉଥିବା ପୋଲିସ କର୍ମୀ। ମହାରାଷ୍ଟ୍ରରେ କରୋନା ସଂକମ୍ରଣରେ ଏପର୍ଯ୍ୟନ୍ତ ୧୭୭ ଜଣ ପୋଲିସଙ୍କ ଜୀବନ ଗଲାଣି। ଯାହା ବଡ ଚିନ୍ତାର ବିଷୟ। ଗତ ୨୪ ଘଣ୍ଟାରେ ୩୪୮ ପୋଲିସ କରୋନାରେ ସଂକ୍ରମିତ ଥିବା ଜଣାପଡିବା ପରେ ଜଣଙ୍କର ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ମୋଟ ୧୭,୪୩୯ ଜଣ ପୋଲିସ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏବେ ୩,୨୨୫ ଜଣଙ୍କ ଚିକିତ୍ସା ଚାଲିଛି। ଏମାନଙ୍କ ମଧ୍ୟରୁ ୧୪,୦୩୭ ଜଣ ସୁସ୍ଥ ହୋଇ ଯାଇଥିବା ବେଳେ ୧୭୭ ଜଣଙ୍କ ମୃତ୍ୟୁ ହୋଇଥିବା ମହାରାଷ୍ଟ୍ର ପୋଲିସ ସୂଚନା ଦେଇଛି। କରୋନାର ସ୍ଥିତି ବେଳକୁ ବେଳ ଖରାପ ହୋଇ ଚାଲିଥିବା ବେଳେ ଏବେ କିନ୍ତୁ ମହାରାଷ୍ଟ୍ରରେ ସର୍ବାଧିକ ରୋଗୀ ଚିହ୍ନଟ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଲହର ନିଶ୍ଚିତ, ପିଏମ୍‌ଓକୁ ଅବଗତ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ, ୨୩।୮: କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଏବଂ ଅକ୍ଟୋବର ବେଳକୁ ଏହା ଶୀର୍ଷ ଛୁଇଁପାରେ ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା (ଏନ୍‌ଆଇଡିଏମ୍‌)...

୧୦ ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ: ଦିଲ୍ଲୀ ଶୀର୍ଷରେ

ନୂଆଦିଲ୍ଲୀ,୨୩।୧୧: ଭାରତର ୧୦ ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏସବୁ ରାଜ୍ୟରେ ୭୭ ପ୍ରତିଶତ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ...

ଉଦ୍ଧବଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ:ଶିବସେନାକୁ ଗୃହ, ଏନ୍‌ସିପିକୁ ଅର୍ଥ

ମୁମ୍ବାଇ, ୧୩ା୧୨(ପି.ଟି.):ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଗୁରୁବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଶିବସେନାକୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ମିଳିଥିବାବେଳେ ସହଯୋଗୀ ଏନ୍‌ସିପିକୁ ଅର୍ଥ ଓ...

ଭାଜପା ସହ ଯୋଡ଼ି ହେଲେ ଲୋକପ୍ରିୟ ଶ୍ରୀରାମ

ନୂଆଦିଲ୍ଲୀ,୧୮।୩ : ଦେଶର ସବୁଠୁ ଲୋକପ୍ରିୟ ଟେଲିଭିଜନ ଧାରାବାହିକ ରାମାୟଣର ଶ୍ରୀରାମ ଭୂମିକାରେ ଅବତୀର୍ଣ୍ଣ ହୋଇ ପରିଚୟ ସୃଷ୍ଟି କରିଥିବା ଅରୁଣ ଗୋଭିଲ ଗୁରୁବାର ଭାଜପାରେ...

ଶୋପିଆନ୍‌ ଫେକ୍‌ ଏନ୍‌କାଉଣ୍ଟର: ଶ୍ରମିକଙ୍କ ମୃତଦେହ ପାଖରେ ବନ୍ଧୁକ ରଖିଥିଲେ ସେନା କ୍ୟାପଟେନ୍‌

ଶ୍ରୀନଗର,୨୮।୧୨: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ହୋଇଥିବା ଫେକ୍‌ ଏନ୍‌କାଉଣ୍ଟର ପର୍ଦ୍ଦାଫାଶ୍‌ ହୋଇଛି। କଶ୍ମୀର ଜୋନ୍‌ ପୋଲିସ ଅନୁସାରେ ୩ ଜଣ ଶ୍ରମିକଙ୍କୁ ହତ୍ୟା କରାଯିବା ପରେ ସେମାନଙ୍କୁ...

ଶପଥ ନେବେ ହେମନ୍ତ ସୋରେନ

ରାଞ୍ଚତ୍,୨୯ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଏକାଦଶ ମୁଖ୍ୟମନ୍ତ୍ରୀ ଭାବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ ରବିବାର ଶପଥ ଗ୍ରହଣ କରିବେ। ଏହି ଅବସରରେ ବିରୋଧୀ ଦଳ ଶକ୍ତିପ୍ରଦର୍ଶନ କରିବା...

ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ

ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ...

 ଭିଡ଼ ହିଂସା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୪୯ ଖ୍ୟାତି ସମ୍ପନ୍ନ ବ୍ୟକ୍ତି

ନୂଆଦିଲ୍ଲୀ,୨୪।୭: ଦେଶରେ ଭିଡ଼ ହିଂସା ଥମିବାର ନାଁ ଧରୁନି। ଏହା ଦ୍ୱାରା ଜାତୀୟ ସଂହତି ଉପରେ ନକାରାତ୍ମକ ପ୍ରଭାବ ପଡୁଛି। ଏନେଇ ୪୯ ଜଣ ଖ୍ୟାତି...

Advertisement


Archives

Model This Week