ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ବୌଦ୍ଧ ଜିଲା ବନ୍ଦ ଆରମ୍ଭ

ବୌଦ୍ଧ,୫।୨(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ବୌଦ୍ଧକୁ ଉତ୍ତରାଞ୍ଜଳ ରାଜସ୍ବ ଅଧିନରେ ସାମଲ କରାଯିବା ନେଇ ବୁଧବାର ବୌଦ୍ଧ ଓକିଲ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଆରମ୍ଭ ହୋଇଛି। ଓକିଲ ସଂଘର ପ୍ରତିନିଧିମାନେ ସକାଳ ୬ଟାରୁ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ଉପରେ ଗାଡି ଚଳାଚଳ ବନ୍ଦ କରିଥିଲେ। ଫଳରେ ସହରର ଏନଏସି ଛକ, ବ୍ରିଜ୍‌ ଛକରେ ଶହ ଶହ ଗାଡି ଛିଡା ହୋରହିଛି। ଏହି ବନ୍ଦରେ ସ୍ବତଃପ୍ରବୃତ୍ତ ଭାବରେ ଜିଲାର ଟ୍ରକ୍‌ ସଂଘ, ବେସରକାରୀ ବସ୍‌ ସଂଘ, ଟ୍ୟାକ୍ସି ସଂଘ, ଅଟୋ ସଂଘ, ବଣିକ ସଂଘ, ରାମଲୀଳା ନାଟ୍ୟ ସଂସଦ, ଭୈରବୀ କ୍ଲବ ଓ ସହରର ବିଭିନ୍ନ ଅନୁଷ୍ଠାନ ସାମିଲ ହୋଇ ବନ୍ଦ ପାଳନ କରିଛନ୍ତି। ଏହାସହ ଜିଲାରେ ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରହିଛି।


All Right Reserved By Dharitri.Com

ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ

ରାଇକିଆ,୩୧।୩(ଡି.ଏନ୍‌. ଏ.): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ...

ଜେଏସ୍‌ଡବ୍ଲ୍ୟୁ ଅଫିସରେ ଭଙ୍ଗାରୁଜା: ୧୦ କୋର୍ଟଚାଲାଣ

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସହରର ପ୍ରଶାସନିକ ଭବନ ନିକଟରେ ଥିବା ପାରାଦୀପ ଭବନରେ ମଙ୍ଗଳବାର ତୁମୁଳକାଣ୍ଡ ଘଟିଛି। ଭବନର ତୃତୀୟ ଓ ଚତୁର୍ଥ ମହଲାରେ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାରିପଦା ଅଫିସ, ୨୮ା୪- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକ...

ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଛେଣ୍ଡିପଦା,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ...

୪ହଜାର ମାସ୍କ ବଣ୍ଟନ

ଚମ୍ପୁଆ, ୩୦।୪(ଡି.ଏନ.ଏ)- କରୋନା ଭୂତାଣୁ ଠାରୁ ଦୂରେଇ ରହିବା ପାଇଁ ହାତଧୂଆ ଓ ମାସ୍କ ପିନ୍ଧିବା ଅତ୍ୟାବଶକ ହୋଇ ପଡିଥିବା ବେଳେ ଚମ୍ପୁଆ ବ୍ଲକର ୯...

ଲାଞ୍ଚ ନେଇ ଧରାପଡ଼ିଲେ ବରିଷ୍ଠ କିରାଣି

ଢେଙ୍କାନାଳ ଅଫିସ,୨।୧୨: ଢେଙ୍କାନାଳ ଜିଲା ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ କିରାଣି ଅକ୍ଷୟ କୁମାର ସାହୁ ସୋମବାର ଲାଞ୍ଚ ନେଉଥିବା ବେଳେ ଢେଙ୍କାନାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।...

ରାସ୍ତା କାମ ବିଳମ୍ବ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୭।୩-ବାଲେଶ୍ୱର ପୌରପାଳିକା ଅଧୀନ ୪୦ ରାସ୍ତା କାର୍ଯ୍ୟ ଆରମ୍ଭରେ ଅହେତୁକ ବିଳମ୍ବ କରାଯାଉଛି। ଏନେଇ ଶୁକ୍ରବାର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ଖବରଦାତା...

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବ

ଝାରସୁଗୁଡା ଅଫିସ,୨୪।୪: ସାରା ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରିଛି। ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ...

Leave a comment

Your email address will not be published. Required fields are marked *