ବର୍ଷାରେ ଭିଜୁଛି ଶହ ଶହ ଧାନ ବସ୍ତା

ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖଟଖଟିଆ ଧାନ ମଣ୍ଡିରେ ଦୀର୍ଘ ୬ ଦିନ ହେଲା ୨୦ରୁ ୨୫ ଚାଷୀ ଟୋକନ ପାଇ ଧାନ ବିକ୍ରି କରିବାକୁ ଆଣିଥିଲେ। କିନ୍ତୁ ଯୋଗାଣ ବିଭାଗ ପକ୍ଷରୁ ଧାନ ଉଠା ଯାଇ ନ ଥିବାରୁ ଚାଷୀମାନେ ମଣ୍ଡି ଭିତରେ ଧାନ ରଖି ଜଗିରହିଥିଲେ। ମଙ୍ଗଳବାର ବିଳମ୍ବିିତ ରାତିରେ ପ୍ରବଳ ବର୍ଷା ଯୋଗୁ ଚାଷୀଙ୍କ ଶହ ଶହ ଧାନ ଭିଜି ଯାଇଛି। ଫଳରେ ଚାଷୀମାନେ ଚିନ୍ତାରେ ପଡିଯାଇଛନ୍ତି।


All Right Reserved By Dharitri.Com

ସମସିଆ ଘେରରେ ଆଖିଦାଦର ପିୟୁପିଏସ୍‌: ସ୍କୁଲରେ ଶିକ୍ଷକ ମର୍‌ଡ଼ିକେ ପଢ଼ାକୁଠି ଅଭାବ୍‌

ବିନିକା, ୨୪।୧ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଆଖିଦାଦର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଆଏଜ୍‌କେ ୮ ବଛର ହେଲା ଅବେବସ୍‌ତା ଘେରରେ ରହିଛେ।...

ଦୁଇ ମାସର ରାଶନ ଆମତ୍ସାତ: ବିଡିଓଙ୍କୁ ଅଭିଯୋଗ କଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୨୧।୩-ବାଲେଶ୍ୱର ସଦର ବ୍ଲକ ଛାନୁଆଁ ପଞ୍ଚାୟତରେ ଫେବୃୟାରୀ ଓ ମାର୍ଚ୍ଚ ମାସର ଗହମ, ଚାଉଳ ଓ କିରୋସିନ ଦିଆ ନ ଯାଇ ହଡ଼ପ...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଟିକିରି, ୨୯।୪(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା କାଶୀପୁର ବ୍ଲକ ବାଙ୍କମ୍ବା ପଞ୍ଚାୟତ ମାଙ୍କଡଝୋଲା ଗ୍ରାମସ୍ଥିତ ଏକ ଆମ୍ବ ଗଛରୁ ଟିକିରି ପୋଲିସ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର...

ରାଜନୈତିକ ଶତ୍ରୁତାରୁ ହତ୍ୟା ଉଦ୍ୟମ: ବିଜୁଯୁବ ବାହିନୀ ସଦସ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଦିଗପହଣ୍ଡି,୩ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମ୍‌କେଇ ଗାଁରେ ମଙ୍ଗଳବାର ରାଜନୈତିକ ଶତ୍ରୁତାରୁ ବିଜୁ ଯୁବବାହିନୀର ସଦସ୍ୟ ନିରାକାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା କେ.ନୂଆଗାଁ ଥାନାରେ...

ଫାଇନାନ୍ସ କର୍ମଚାରୀଙ୍କୁ ଭୁଜାଲି ମାଡ଼,  ୪୬ହଜାର ଲୁଟ୍‌

ରୂପ୍‌ସା, ୨୯।୮(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ-ସାନଗୋବରା ରାସ୍ତାରେ ୩ଜଣ ଦୁର୍ବୃତ୍ତ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪୬ହଜାର ଟଙ୍କା ଲୁଟି...

ରାସ୍ତା ଖୋଳିଦେଲେ ଦୁର୍ବୃତ୍ତ: କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ

ରଣପୁର,୨୭ା୭ (ସ୍ବ.ପ୍ର.): ରଣପୁର ବ୍ଲକ କୂଳସର ପଞ୍ଚାୟତର ଏକ ରାସ୍ତା ଖୋଳିଦିଆ ଯିବାରୁ କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ ହୋଇଯାଇଛି। ପୂର୍ବରୁ ଏହି ରାସ୍ତା ଶୋଚନୀୟ ହୋଇପଡିଥିଲା। ବାରମ୍ବାର...

ଜି.ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ବିଜୟୀ

ଦାରିଙ୍ଗବାଡ଼ି,୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ...

ରାସ୍ତାରେ ମୃତ ଶିଶୁକୁ ଝୁଣି ଖାଇଲା କୁକୁର

ବଲାଙ୍ଗୀର ଅଫିସ,୨୧।୬: ବଲାଙ୍ଗୀର ସହର ଜଗନ୍ନାଥପଡ଼ା ରାସ୍ତାରେ ଶୁକ୍ରବାର ସକାଳେ ବୁଲା କୁକୁର ଏକ ମୃତ ଶିଶୁକୁ ଝୁଣି ଖାଉଥିବା ଦେଖିବାକୁ ମିଳିଛି। ସକାଳୁ ଏଭଳି...

Leave a comment

Your email address will not be published. Required fields are marked *