ଗଞ୍ଜାମରେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପ୍ରତିନିଧି ଦଳ

ଛତ୍ରପୁର,୫।୨(ଡି.ଏନ୍‌.ଏ.): ନ୍ୟାଶନାଲ ଡିଫେନ୍ସ ଏକାଡେମୀର ଭାରତ, ଉଗାଣ୍ଡା, ନେପାଳର ୧୪ ଜଣିଆ ପ୍ରତିନିଧି ଦଳ ବୁଧବାର ଗଞ୍ଜାମ ଜ଼ିଲା ଗସ୍ତରେ ଆସିଛନ୍ତି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ସହ ଜିଲାରେ ଚାଲିଥିବା ଉନ୍ନୟନ କାର୍ଯ୍ୟ, ବିପର୍ଯ୍ୟୟ ମୁକାବିଲା ପରିଚାଳନା ଉପରେ ପ୍ରତିନିଧି ଆଲୋଚନା କରିଥିଲେ। ପରେ ଏହି ପ୍ରତିନିଧି ଦଳ ମହିଳା ସଂଘର ଗୋଲାପ ଚାଷ, ସିଲେଇ କେନ୍ଦ୍ର, ଅଙ୍ଗନଓ୍ବାଡି କେନ୍ଦ୍ର ଆଦି ପରିଦର୍ଶନ କରିଛନ୍ତି।


All Right Reserved By Dharitri.Com

ରାଜନଗରର ୩ ବୁଲ୍‌ବୁଲ୍‌

ରାଜନଗର, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍‌ବୁଲ୍‌’...

ଯାଜପୁର ଜିଲାରେ ଖାଦ୍ୟ ସଙ୍କଟ ଘନୀଭୂତ: ବରଗଡ଼ରୁ ଆସିବ ୬ହଜାର କୁଇଣ୍ଟାଲ ଚାଉଳ

ଯାଜପୁର ଅଫିସ,୩ା୧- ରାଜ୍ୟର ଉପକୂଳବର୍ତ୍ତୀ ଯାଜପୁର ସମେତ କେନ୍ଦ୍ରାପଡ଼ା ଓ ଜଗତସିଂପୁର ଜିଲାରେ ଖାଦ୍ୟ ସଂଙ୍କଟ ଦେଖା ଦେଇଛି। ଏହିସବୁ ଜିଲାର ପିଡିଏସ୍‌ ହିତାଧିକାରୀଙ୍କ ପାଇଁ...

ଇକୋ ରିଟ୍ରିଟ୍‌ ମହୋତ୍ସବରେ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ

କୋଣାର୍କ,୧୬ା୧(ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗର ସାହୁଖଣତାଠାରେ ଅନୁଷ୍ଠିତ ଇକୋ ରିଟ୍ରିଟ ମହୋତ୍ସବ ସ୍ଥଳୀରେ ବୁଧବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ଉତରାୟନ ଗୁଡ଼ି ଉଡ଼ା କାର୍ଯ୍ୟକ୍ରମ...

ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ...

ଧିମେଇଯାଇଛି ଏକାମ୍ର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

ପୁରୁଣା ଭୁବନେଶ୍ୱର,୧୮ା୧(ଡିଏନ୍‌ଏ): ଏକାମ୍ର ଶ୍ରୀ ଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହଠାତ୍‌ ଧିମେଇ ଯାଇଛି। ମିଳିତ ଉଚ୍ଛେଦ ଟିମ୍‌ ଶ୍ରୀ ଲିଙ୍ଗରାଜ ମନ୍ଦିର...

ସୁପରିଚାଳନା ଦ୍ୱାରା କଠିନ ବର୍ଜ୍ୟବସ୍ତୁ ସମ୍ପଦ ହେବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କଠିନ ବର୍ଜ୍ୟବସ୍ତୁ ବର୍ତ୍ତମାନ ଜୀବଜଗତ ପାଇଁ ବଡ଼ ବିପଦ ସାଜିଛି। ଏଥିଯୋଗୁ ଜଳ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ଲୋକେ ଘାତକ ରୋଗର...

କରୋନା ଲକ୍‌ ଡାଉନ୍‌ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍‌ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତି

ବଲାଙ୍ଗୀର ଅଫିସ, ୩୧ା୩: ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରାଯାଇ ଦେଶର ଭୋକିଲା ଲୋକଙ୍କ କ୍ଷୁଧା ନିବାରଣ କରାଯାଉଥିବା କୁହାଯାଉଥିଲେ ମଧ୍ୟ ମାତ୍ର ୭ ଦିନର...

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ...

Leave a comment

Your email address will not be published. Required fields are marked *