୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୧ ହଜାର ୭୫୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୩, ବରଗଡ଼ରୁ ୧, ଭଦ୍ରକରୁ ୧, କଟକରୁ ୧୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୨, କୋରାପୁଟରୁ ୧, ମୟୂରଭଞ୍ଜରୁ ୬, ପୁରୀରୁ ୩ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧୫ ଓ ସୁନ୍ଦରଗଡ଼ରୁ ୧୦ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୧୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri