୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୧ ହଜାର ୭୫୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୩, ବରଗଡ଼ରୁ ୧, ଭଦ୍ରକରୁ ୧, କଟକରୁ ୧୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୨, କୋରାପୁଟରୁ ୧, ମୟୂରଭଞ୍ଜରୁ ୬, ପୁରୀରୁ ୩ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧୫ ଓ ସୁନ୍ଦରଗଡ଼ରୁ ୧୦ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୧୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ଆଉ ୧୨୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ସୁସ୍ଥତା ହାର ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨୯ ଜଣ କରୋନା...

ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨...

ଏଥର ସଡ଼କ ସୁରକ୍ଷା ଆଇନ ଉଲ୍ଲଂଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏଥର ସଡ଼କ ସୁରକ୍ଷା ଆଇନ ଉଲ୍ଲଂଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ। ଏ ନେଇ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଟ୍ରାନ୍ସପୋର୍ଟ କମିଶନର...

ଲୋକଙ୍କ ଜୀବନ ସହ ଖେଳୁଛି ଚାଇନା: ବିନା ଟ୍ରାଏଲରେ ୧୦ ହଜାର ଲୋକଙ୍କୁ ଦେଲା କରୋନା ଟିକା!

ବେଜିଂ,୨୮ ।୯: ଗୋଟିଏ ପଟେ କରୋନା ସଂକ୍ରମଣରେ ସାରା ବିଶ୍ୱ ଦୋହଲି ଯାଇଥିବା ବେଳେ ଅନ୍ୟପଟେ ଏହି ମହାମାରୀ କବଳରୁ ରକ୍ଷା ପାଇବାକୁ ଟିକା ପ୍ରସ୍ତୁତି...

ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ...

ଦ୍ରୌପଦୀଙ୍କ ପାଇଁ ସୋନିଆଙ୍କୁ ଚିଠି ଲେଖିବେ ସୁର

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଓଡ଼ିଶା କଂଗ୍ରେସ ଦ୍ରୌପଦୀଙ୍କୁ ସମର୍ଥନ କରୁ ନ ଥିବା ବେଳେ ଦଳର...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ତିନି ମାସର ଦରମା ପ୍ରଦାନ କଲେ କୃଷି ମନ୍ତ୍ରୀ, ଏମ୍‌ପି ସସ୍ମିତ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ଏହାପରଠାରୁ ସିଏମ୍‌ଆର୍‌ଏଫ୍‌କୁ ସହାୟତାର ସୁଅ...

ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ହାଇକୋର୍ଟରେ ଖାରଜ

କଟକ ଅଫିସ,୨୫ା୧୨- ଗତ ସାଧାରଣ ନିର୍ବାଚନରେ ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଭଗବାନ ସାହୁଙ୍କ ଜାମିନ...

Advertisement
Archives

Model This Week