Posted inଜାତୀୟ

ମୋଦିଙ୍କ ଗସ୍ତ ପୂର୍ବରୁ କୋକ୍ରାଝରରେ ଲୋକେ ଜାଳୁଛନ୍ତି ଦୀପ

କୋକ୍ରାଝର,୬।୨: ବୋଡୋ ସମସ୍ୟାର ବୁଝାମଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସାମ ଗସ୍ତ କରୁଛନ୍ତି। ଏନେଇ କୋକ୍ରାଝରରେ ଲୋକେ ବୁଝାମଣା ସଫଳ ହୋଇଥିବାରୁ ଖୁସିରେ ଦୀପ ଜାଳୁଛନ୍ତି। ମୋଦି ଫେବୃୟାରୀ ୭ରେ ଆସାମ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୋଦି କୋକ୍ରାଝରରେ ଏକ ଉତ୍ସବରେ ଯୋଗଦେବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


All Right Reserved By Dharitri.Com

ଅଲଓ୍ବର ପୀଡ଼ିତାଙ୍କୁ ଭେଟିଲେ ରାହୁଲ :ଅଶୋକ ଗେହଲଟ୍‌ଙ୍କୁ ଦାବୀ ପୂରଣ ପାଇଁ ଦେଲେ ନିର୍ଦ୍ଦେଶ

ଜୟପୁର,୧୬।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ଗୁରୁବାର କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭେଟିଛନ୍ତି। ପୀଡ଼ିତାଙ୍କ କଥା ଶୁଣିବା ସହିତ ତାଙ୍କ ଦାବୀ ପୂରଣ ଏବଂ...

କରୋନା ପାଇଁ ସମର୍ପିତ ହେଲା ଭାରତର ପ୍ରଥମ ହସ୍ପିଟାଲ

ମୁମ୍ବାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ଏଥିରୁ ବାଦ୍‌ ପଡିନାହିଁ। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ଶହ...

ଯିଏ ଯେତେ ବିରୋଧ କଲେ ବି ସିଏଏ ହେବନି ପ୍ରତ୍ୟାହାର: ଶାହ

ନୂଆଦିଲ୍ଲୀ,୨୧।୧: ଦେଶର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ ହୋଇଛି। ଏହାକୁ କେତେକ ବିରୋଧ କରୁଛନ୍ତି। ତେବେ ଯିଏ ଯେତେ ବିରୋଧ କଲେ ବି ସିଏଏ...

ଫାଶୀ ପାଇଁ ପ୍ରସ୍ତୁତ ତିହାର ଜେଲ

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କୁ ରାତି ପାହିଲେ ଫାଶୀ ଦିଆଯିବା କଥା। ହେଲେ କେତେକ କାରଣ ପାଇଁ ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ।...

କେରଳ ବିଧାନସଭା ପ୍ରସ୍ତାବ ଅଣସାମ୍ବିଧାନିକ: ରାଜ୍ୟପାଳ

ଥିରୁଭାନନ୍ତପୁରମ୍‌,୨।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ପାରିତ ହୋଇଥିବା ପ୍ରସ୍ତାବ ଅଣସାମ୍ବିଧାନିକ ବୋଲି ରାଜ୍ୟପାଳ ଆରିଫ୍‌ ମହମ୍ମଦ୍‌ ଖାଁ କହିଛନ୍ତି। ଏହି...

ହନିପ୍ରୀତଙ୍କୁ ନେଇ ୨ କଏଦୀଙ୍କ ମଧ୍ୟରେ ଝଗଡା ବଢିଲା ଆଉ ଏକ ବର୍ଷ ଜେଲ୍‌ଦଣ୍ଡ

ସାଗର,୧୪।୭: ମଧ୍ୟ ପ୍ରଦେଶ ସାଗର ଜିଲାରେ ଥିବା ଏକ ଜେଲ୍‌ରେ ୨ କଏଦୀଙ୍କ ମଧ୍ୟରେ ହନିପ୍ରୀତଙ୍କୁ ନେଇ ଝଗଡା ହେବାରୁ ଜଣେ କଏଦୀଙ୍କର ଜେଲ୍‌ଦଣ୍ଡକୁ ଆଉ...

ହ୍ବାଟ୍ସଆପ୍‌ ସ୍ପାଏଗେଟ୍‌ ଭାଜପା ବିରୋଧରେ କଂଗ୍ରେସର ଅଭିଯୋଗ: ତଦନ୍ତ କରିବେ ୨ ପାର୍ଲାମେଣ୍ଟ କମିଟି

ନୂଆଦିଲ୍ଲୀ,୪ା୧୧(ପି.ଟି.): କଂଗ୍ରେସ ନେତାମାନଙ୍କ ନେତୃତ୍ୱରେ ଦୁଇଟି ପାର୍ଲାମେଣ୍ଟ କମିଟି ହ୍ବାଟ୍ସଆପ୍‌ ଗୋଇନ୍ଦାଗିରି ନେଇ ତଦନ୍ତ କରିବେ। ଏହି ଦୁଇ କମିଟି ସ୍ବରାଷ୍ଟ୍ର ସଚିବଙ୍କ ସମେତ କେତେଜଣ...

୭ ଗାଈଙ୍କୁ ବଳାତ୍କାର କରି ଜେଲରେ ଅଭିଯୁକ୍ତ

ଅଯୋଧ୍ୟା, ୨୨।୫: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଥିବା ଏକ ଗୋଶାଳାରେ ୭ ଗାଈଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ...

Leave a comment

Your email address will not be published. Required fields are marked *