Posted inଜାତୀୟ

ବିଶ୍ୱ ପରିବେଶ ଦିବସରେ ସମସ୍ତଙ୍କୁ ଚାରା ଲଗାଇବାକୁ କହିଲେ ମୋଦି

ନୂଆଦିଲ୍ଲୀ,୫।୬: ଭବିଷ୍ୟତରେ ପରିବେଶକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ସମସ୍ତେ ଅଧିକରୁ ଅଧିକ ଚାରା ଲଗାଇବାକୁ ବିଶ୍ୱ ପରିବେଶ ଦିବସରେ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଫଳରେ ପରିବେଶ ସ୍ବଚ୍ଛ ଓ ସବୁଜ ରହିବ ବୋଲି ସେ କହିଛନ୍ତି। ଟୁଇଟରରେ ଏକ ଭିଡିଓ ପୋଷ୍ଟ କରି ମୋଦି କହିଛନ୍ତି, ଆମେ ଏମିତି ପରିବେଶରେ ଜନ୍ମ ନେଇଛେ ଯେଉଁଠି ପ୍ରକୃତି ଆମକୁ ଭଗବାନ ଭଳି ବ୍ୟବହାର କରୁଛନ୍ତି। ତେଣୁ ଗୋଟିଏ ନୁହେଁ ଅଧିକରୁ ଅଧିକ ଚାରା ଲଗାଇବାକୁ ସେ ପରାମର୍ଶ ଦେଇଛନ୍ତି। ଆଗକୁ ବର୍ଷା ଦିନ ଆସୁଥିବାରୁ କେବଳ ଚାରା ଲଗାଇଦେଲେ ହେବନି ଏହାର ଯତ୍ନ ମଧ୍ୟ ନେବା ଦରକାର ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ସତର୍କ ରହୁ ପୋଲିସ: ମୋଦି

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା...

ଝାଡଖଣ୍ଡ ବିଧାନସଭା ନିର୍ବାଚନ: ମଙ୍ଗଳବାର ୫ମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ

ରାଞ୍ଚି,୨୬।୧୧: ଝାଡଖଣ୍ଡ ବିଧାନସଭାର ୫ମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହେବ। ମୋଟ ୮୧ ଆସନ ବିଶିଷ୍ଟ ବିଧାନସଭାର...

କର୍ନାଟକ ରାଜନୈତିକ ଅସ୍ଥିରତା ମଧ୍ୟରେ ଆରମ୍ଭ ହେବ ମୌସୁମୀ ଅଧିବେଶନ

ବେଙ୍ଗାଲୁରୁ,୧୨।୭: କର୍ନାଟକରେ ରାଜନୈତିକ ଅସ୍ଥିରତା ଲାଗି ରହିଥିବା ବେଳେ ଶୁକ୍ରବାର ଏହାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କିଛିଦିନ ହେବ ଲାଗି ରହିଥିବା ଇସ୍ତଫାକୁ...

ଦିନକୁ ଦିନ ଦୁର୍ବଳ ହେଉଛି ପାକିସ୍ତାନ: ଇନ୍ଦ୍ରେଶ କୁମାର

ନୂଆଦିଲ୍ଲୀ,୧୩।୯: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର ପ୍ରଚାରକ ଇନ୍ଦ୍ରେଶ କୁମାର ଶୁକ୍ରବାର ପାକିସ୍ତାନକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଦିଦକୁ...

ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ: ନିଜ ନିଜ ବିଧାୟକଙ୍କୁ ଏକାଠି କରିବାରେ ଲାଗିଛନ୍ତି ଭାଜପା-କଂଗ୍ରେସ

ନୂଆଦିଲ୍ଲୀ,୧୧।୩: ହୋଲି ଉତ୍ସବ ଅବସରରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖିବାକୁ ମିଳିଛି ଅନେକ ରଙ୍ଗ। କଂଗ୍ରେସ ଉପରେ ଅସନ୍ତୁଷ୍ଟ ହୋଇ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଦଳରୁ ଇସ୍ତଫା...

ଆର୍‌ଟିଆଇ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୨୬।୭(ପି.ଟି.):ସୂଚନା ଅଧିକାର ଆଇନ (ସଂଶୋଧନ) ବିଲ୍‌ ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ୨୨ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ରାଜ୍ୟ ସଭାରେ...

କରୋନାର ଚକ୍ରବ୍ୟୁହରେ ଲାଲୁ !

ପାଟନା,୨୮।୪: ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏବେ କରୋନା ଚକ୍ରବ୍ୟୁହରେ ଫଶି ଯାଇଛନ୍ତି। ଲାଲୁ ପ୍ରସାଦ ଏବେ ରାଞ୍ଚିର ରିମ୍ସ ହସ୍ପିଟାଲରେ...

ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *