ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି

ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା ୧୮ ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏଥର ବଜେଟ ପରିମାଣ ୧ ଲକ୍ଷ ୫୩ହଜାର କୋଟି ଛୁଇଁବା ନେଇ ସୂଚନା ମିଳିଛି।


All Right Reserved By Dharitri.Com

ଆଜି ସରିବ ବିଜେପୁର ଉପନିର୍ବାଚନ ପ୍ରଚାର: ଭୋଟରଙ୍କ ମନ ଜିଣୁଛନ୍ତି ଷ୍ଟାର ପ୍ରଚାରକ

ବିଜେପୁର, ୧୯।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ପ୍ରଚାର ଶନିବାର ସନ୍ଧ୍ୟା ସୁଦ୍ଧା ଶେଷ ହେବ। ଷ୍ଟାର ପ୍ରଚାରକମାନେ ପହଞ୍ଚି ମତଦାତାଙ୍କ ମନ ଜିଣୁଥିବା ବେଳେ...

ଚିଲିକା ମଝିରେ ଅଟକିଲା ଭସାପୋଲ : ୨ଘଣ୍ଟା ଧରି ୧୦୦ ଯାତ୍ରୀ ଜଳବନ୍ଦୀ

କୃଷ୍ଣପ୍ରସାଦ,୯ା୨ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା-ସାତପଡା ଚିଲିକା ମଝିରେ ଶନିବାର ଏକ ଯାତ୍ରୀବାହୀ ଭେସେଲ (ଭସାପୋଲ) ୨ ଘଣ୍ଟା ଧରି ଅଟକି ରହିଥିଲା।...

ମାସେ ଭିତରେ ଘରୋଇ ବ୍ୟାଙ୍କରୁ ମହାପ୍ରଭୁଙ୍କ ଟଙ୍କା ଫେରୁ, ନଚେତ ବାଚସ୍ପତି ସମ୍ଭାଳି ପାରିବେନି: ସୁର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ(ସୁର) କୁମାର ରାଉତରାୟ ଶୁକ୍ରବାର ବର୍ଷିଛନ୍ତି। ବିଧାନସଭା...

ହସ୍ପିଟାଲରେ ବନ୍ଧା ପଡ଼ିଛନ୍ତି ହାତୀ ଆକ୍ରମଣରେ ଆହତ ମହିଳା

ଭୁବନେଶ୍ୱର, ୮।୩(ବ୍ୟୁରୋ): ଗତମାସ ୨୩ ତାରିଖରେ ପୁରୀ ଜିଲାର ପିପିଲି ଓ ବଳଙ୍ଗା ଏବଂ ଭୁବନେଶ୍ୱର ଉପକଣ୍ଠରେ ଏକ ଦନ୍ତା ହାତୀ ଆତଙ୍କ ରଚାଇଥିଲା। ୪ଜଣଙ୍କ...

ଯାଜପୁରରେ ବଦଳିପାରେ ପୂର୍ବ ଧାରା: ଏକ୍‌ଜିଟ ପୋଲ୍‌କୁ ନେଇ ମିଶ୍ରିତ ପ୍ରତିକ୍ରିୟା

ଯାଜପୁର ଅଫିସ,୨୧।୫: ୨୦୧୯ ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ବିଭିନ୍ନ ଟିଭି ଚ୍ୟାନେଲ ଓ ସର୍ଭେ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ ପୋଲ ସର୍ଭେ ରିପୋର୍ଟ...

ନୂଆପାଲିରେ ଚାଷୀ ଆତ୍ମହତ୍ୟା ଅଭିଯୋଗ : କ୍ଷତିପୂରଣ ଦାବି

ବରଗଡ଼ ଅଫିସ,୨୩।୯: ବରଗଡ଼ ବ୍ଲକ ଅନ୍ତର୍ଗତ ଏସ୍‌ ଡୁମ୍ବେରପାଲି ପଞ୍ଚାୟତ ଅନ୍ତର୍ଗତ ନୂଆପାଲି ଗ୍ରାମର ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ବୁର୍ଲା ମେଡିକାଲ...

ମାଟ୍ରିକ ସାର୍ଟିଫିକେଟ ପାଇଁ ଅର୍ଥ ଆଦାୟ ଅଭିଯୋଗ

ପାତ୍ରପୁର,୪ା୭(ଡି.ଏନ୍‌.ଏ.)- ରାଜ୍ୟରେ ଦଶମ ଶ୍ରେଣୀ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ୨ଦିନ ହେଲା ସାର୍ଟିଫିକେଟ ପ୍ରଦାନ କରାଯାଉଛି। ସରକାର ବିନା ଅର୍ଥରେ ଏହି ସାର୍ଟିଫିକେଟ ଦେଉଥିବାବେଳେ ପାତ୍ରପୁର...

ବିଏମ୍‌ସିର ଘୋଷଣା: ଭୁବନେଶ୍ୱର ଖୋଲା ମଳମୁକ୍ତ ସହର

ଭୁବନେଶ୍ୱର, ୪ା୧(ବ୍ୟୁରୋ):  ଭୁବନେଶ୍ୱରରେ ବର୍ତ୍ତମାନ ୨୨୬ଟି ଶୌଚାଳୟ କାର୍ଯ୍ୟରତ ଥିବାବେଳେ ଏଥିରେ ୧୬୯୮ଟି ସିଟ୍‌ରେ ଲୋକେ ଶୌଚ କରୁଛନ୍ତି। ସାମୂହିକ, ଗୋଷ୍ଠୀ, ଇ-ଟଏଲେଟ୍‌ ଓ ପେଟ୍ରୋଲପମ୍ପ...

Leave a comment

Your email address will not be published. Required fields are marked *