Posted inଜାତୀୟ

୪୭ ବର୍ଷରେ ପଦାର୍ପଣ କଲେ ଯୋଗୀ, ଶୁଭେଚ୍ଛା ଜଣାଇଲେ ମୋଦି

ଲକ୍ଷ୍ନୌ,୫।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ୪୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରାୟ ସବୁ ବଡ ବଡ ନେତା ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଯୋଗୀଙ୍କୁ ଜନ୍ମଦିନର ଅଭିନନ୍ଦନ ଦେବା ସହ ତାଙ୍କର ସୁସ୍ଥ ଜୀବନ କାମନା କରିଛନ୍ତି। ତାଙ୍କ ଶାସନକାଳ ଭିତରେ ଯୋଗୀ ଉତ୍ତର ପ୍ରଦେଶରେ କୃଷି ଓ ଶିଳ୍ପ କ୍ଷେତ୍ରରେ ଯେଉଁ ଉନ୍ନତି ଆଣିଛନ୍ତି ତା’ର ପ୍ରଶଂସା କରିଛନ୍ତି ମୋଦି। ଅନ୍ୟମାନଙ୍କ ମଧ୍ୟରେ ସ୍ମୃତି ଇରାନି, ଅନୁରାଗ ଠାକୁର ଆଦି ମଧ୍ୟ ଯୋଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।


All Right Reserved By Dharitri.Com

ମଣ୍ଡିରେ ଲାଗିଲା ନିଆଁ: ପୋଡ଼ି ପାଉଁଶ ହେଲା ୧୭୦ ଟନ୍‌ ଗହମ

ଅମ୍ବାଲା,୧୪।୭: ହରିୟାଣାର ଅମ୍ବାଲାସ୍ଥିତ ଖାଦ୍ୟଶସ୍ୟ ମଣ୍ଡିରେ ରବିବାର ଭୋର୍‌ ୪ଟା ୩୦ରେ ନିଆଁ ଲାଗି ପ୍ରାୟ ୧୭୦ ଟନ୍‌ ଗହମ ଜଳି ପାଉଁଶ ହୋଇ ଯାଇଛି।...

ବାମ ସଙ୍ଗଠନ ଦଖଲରେ ଜେଏନ୍‌ୟୁ

ନୂଆଦିଲ୍ଲୀ,୧୭ା୯(ପି.ଟି.): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)କୁ ବାମପନ୍ଥୀ ଛାତ୍ର ସଙ୍ଗଠନଗୁଡ଼ିକ ଦଖଲ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନରେ ୪ ପ୍ରମୁଖ ପଦବୀରେ ଆଇଏଏସ୍‌ଏ, ଏସ୍‌ଏଫ୍‌ଆଇ,...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ...

ନିର୍ବାଚନ ନ ଲଢ଼ି ମୁଖ୍ୟମନ୍ତ୍ରୀ: ରାବ୍ରୀ ଦେବୀ-ମୋଦିଙ୍କ ସମକ୍ଷକ ହେବେ ଉଦ୍ଧବ

ମୁମ୍ବାଇ,୨୭।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେ ଏହା ପୂର୍ବରୁ କୌଣସି ନିର୍ବାଚନ ଲଢ଼ି ନାହାଁନ୍ତି। ତେବେ...

ଶହୀଦ ପରିବାରଙ୍କୁ ଶସ୍ତାରେ ଘର ଯୋଗାଇବେ ସରକାର

ନୂଆଦିଲ୍ଲୀ,୧।୧୨: ସୀମା ସୁରକ୍ଷା ବଳ(ବିଏସ୍‌ଏଫ)ର ୫୫ ତମ ସ୍ଥାପନା ଦିବସ ଅବସରରେ କେନ୍ଦ୍ର ସରକାର ଶହୀଦ ପରିବାରଙ୍କୁ ବଡ ଉପହାର ଦେଇଛନ୍ତି। ଡିସେମ୍ବର ୧ ସ୍ଥାପନା...

କ୍ରିକେଟକୁ ଭଲ ପାଆନ୍ତି ନାହିଁ ଖିଲାଡି ବୟଙ୍କ ପୁଅ

ମୁମ୍ବାଇ,୧୫।୭: କ୍ରିକେଟର କ୍ରେଜ୍‌ ଛୋଟଠାରୁ ବଡ ସମସ୍ତଙ୍କ ପାଖରେ ଥିବା ବେଳେ ଏଥିରୁ କିନ୍ତୁ ବାଦ୍‌ ପଡିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟଙ୍କ ପୁଅ ଅରବ।...

ଅଜବ ବିଶ୍ୱାସ: ବାଘ ଏମାନଙ୍କ ପାଇଁ ଭାଇ

ଭୋପାଳ: କାହ୍ନା ଅଭୟାରଣ୍ୟ ବାହାରେ ରହିଥିବା ବଇଗା ସମ୍ପ୍ରଦାୟ ଆଦିବାସୀଙ୍କର ବାଘ ଓ ମଣିଷ ଏକାଠି ରହିବାର ଏକ ଅଜବ ବିଶ୍ୱାସ ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ...

ହୋଟେଲରେ ହାଇଡ୍ରାମା: ୧୪୪ ଧାରା

ବେଙ୍ଗାଲୁରୁ/ମୁମ୍ବାଇ,୧୧ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନେ ରହିଥିବା ମୁମ୍ବାଇର ଏକ ବିଳାସପୂର୍ଣ୍ଣ ହୋଟେଲ ବାହାରେ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ବିଧାୟକଙ୍କ ସହ...

Leave a comment

Your email address will not be published. Required fields are marked *