ଭତାରୁ ବଁଚିତ୍‌ ନିସାହା ଛଉଣୀ

 

ଅତାବିରା, ୮।୨ (ଡି.ଏନ୍‌.ଏ.)-
ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଅଧୀନ ଉଦେପୁର ଗଁାର ବିଧବା ମହିଲା ଛଉଣୀ ଦନ୍ତା(୬୦)। ବଏସ୍‌ ହେଇଥିଲେ ସେ ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଏନ୍‌ତାକି ସେ ୨ରୁ ୩ ଥର ଭତା ପାଏବାର ଲାଗି ଦରକାରି କାଗଜପତର ସଂଗେ ଫର୍ମ ପୂରନ କରି ପଁଚେତ୍‌ରେ ଦେଇଛନ୍‌। ହେଲେ ଆଏଜ୍‌ତକ ଭତା ପାଏବାରୁ ବଁଚିତ୍‌ ଥିବାର କହିଛନ୍‌। ସେନ୍‌ତା ଭଲ ଘରଖଁଡ଼େ ଅଭାବୁ ଗୁଟେ ଦଦ୍‌ରା ନଡ଼ାଛପର ଘରେ ରହୁଛନ୍‌। ଇ ଦିଗେ ଥାନୀଅ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଛଉଣୀକୁଁ ଭତା ଆର ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ସାଧାରନରେ ଦାବି ହେଉଛେ।


All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଜେଇ

ଭବାନୀପାଟଣା,୨୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସର୍ବଶିକ୍ଷା ଅଭିଯାନ ଅଫିସରେ କାର୍ଯ୍ୟରତ ଜେଇ ଅଭୟ ପତିଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ...

ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର,  ୧।୧୧(କ୍ରୀଡ଼ା ପ୍ରତିନିଧି):ବିଶ୍ୱକପ୍‌, ଚାମ୍ପିୟନ୍ସ ଟ୍ରଫି, ଓ୍ବାଲର୍‌ଡ ଲିଗ୍‌ ଏବଂ ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ପରି ଅନେକ ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟର ସଫଳ ଆୟୋଜନ ପାଇଁ...

ଆଞ୍ଚଳିକ ଖାଦ୍ୟ ସହ ଅବଗତ କରାଇବାକୁ ପ୍ରୟାସ

ଭୁବନେଶ୍ୱର, ୧୫।୨ ୧୪ା୨(ବ୍ୟୁରୋ): ବୀର ସୁରେନ୍ଦ୍ର ସାଏ ନଗରସ୍ଥିତ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥାନ, ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଅଧୀନ ୨୧ କେନ୍ଦ୍ରୀୟ ହୋଟେଲ ମ୍ୟାନେଜମେଣ୍ଟ...

ଛାତ୍ର ନିଖୋଜ, ଘରୁ ଟ୍ୟୁସନକୁ ବାହାରି ଫେରି ନାହାନ୍ତି

ଓଡଗାଁ, ୫।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁରୁ ବୁଧବାର ସନ୍ଧ୍ୟାରେ ରାଜେନ୍ଦ୍ର କୁମାର ସାହୁ ନାମକ ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନିଖୋଜ ଅଛନ୍ତି। ସେ ନିକଟସ୍ଥ ଗୋଡ଼ିପାଟଣା...

ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ପ୍ରତ୍ୟେକ ଜିଲାର ବିଧାୟକଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି...

ରହସ୍ୟ ଘେରରେ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟ ଘେରକୁ ଚାଲିଯାଇଛି। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଉପରୁ ପରଦା ହଟାଇବା ପାଇଁ ଆହୁରି ତଦନ୍ତର...

ଜନନୀ ଯନ୍ତ୍ରଣା : ଷ୍ଟ୍ରେଚରରେ ୧୨ କି.ମି. ବୁହା ହେଲେ ଗର୍ଭବତୀ

ଭବାନୀପାଟଣା,୨୨।୮(ସ୍ବ.ପ୍ର.): ରାସ୍ତା ଓ ପୋଲ ନ ଥିବାରୁ ଜଙ୍ଗଲ ରାସ୍ତା ଦେଇ ନାଳ ପାର କରି ଜଣେ ଗର୍ଭବତୀଙ୍କୁ ୧୨ କି.ମି. ଷ୍ଟ୍ରେଚରରେ ବୋହି ଡାକ୍ତରଖାନା...

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ପାଢ଼ୀ ନିଜ ପ୍ରତିକ୍ରିୟାରେ...

Leave a comment

Your email address will not be published. Required fields are marked *