ଭାଲୁ ଆକ୍ରମଣରେ ଜଣେ ଗୁରୁତର, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଟାକୁଆ ଗ୍ରାମ ଜଣେ ବ୍ୟକ୍ତି ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଗ୍ରାମ ଉପର ସାହିର କୈଳାସ ଚନ୍ଦ୍ର ସାହୁ(୫୫)। ତାଙ୍କର ବାମ ହାତ ଓ ଅଣ୍ଟାରେ ଗଭୀର କ୍ଷତ ହୋଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, କୈଳାସ ବୁଧବାର ଶଗଡ଼ରେ ଗୋବର ନେଇ ବିଲକୁ ଯାଉଥିବା ବେଳେ ଟାକୁଆ ପତ୍ରଫଡ଼ି ପଛପଟେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା। ସେ ଚିତ୍କାର କରୁଥିବା ଶୁଣି ଉକ୍ତ ରାସ୍ତା ଦେଇ ଯାଉଥିବା ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


All Right Reserved By

କୋଇଲା ଖଣିରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ତାଳଚେର,୨୮।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ସ୍ଥିତ ଏମ୍‌ସିଏଲ ବଳରାମ କୋଇଲା ଖଣିରେ ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଜଣେ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି।...

କାର୍ଯ୍ୟକ୍ଷମ ହୋଇନି ନାଲ୍‌କୋ ସୋକାଷ୍ଟିଙ୍ଗ ପ୍ଲାଣ୍ଟ: ପାଣିରେ ପଡ଼ିଲା ୧୦୦ କୋଟି

ବଅଁରପାଳ, ୨୯।୪ (ଡି.ଏନ୍‌.ଏ.)  ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟହାଉସ ବି ପରିସରରେ ଥିବା ଡାଇରେକ୍ଟ ସୋକାଷ୍ଟିଙ୍ଗ ପ୍ଲାଣ୍ଟ ଉଦ୍‌ଘାଟନ ହେବାର ୬ ବର୍ଷ...

ବସ୍‌ଷ୍ଟାଣ୍ଡ ପରିସ୍ରାଗାର, ଶୌଚାଳୟ ଅବହେଳିତ : ଦୁର୍ଗନ୍ଧରେ ନାକ ଫାଟୁଛି

ଢେଙ୍କାନାଳ ଅଫିସ, ୯।୬ – ଢେଙ୍କାନାଳ ବସ୍‌ଷ୍ଟାଣ୍ଡ ପରିସରରେ ନିର୍ମିତ ଶୌଚାଳୟ ଏବଂ ପରିସ୍ରାଗାର ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା...

ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ...

ନିର୍ଭୟ ବଳାତ୍କାରୀ, ନିଷ୍କ୍ରିୟ ପୋଲିସ

ଅନୁଗୋଳ ଅଫିସ, ୨୨।୭: ଶିଳ୍ପ ସମୃଦ୍ଧ ଅନୁଗୋଳ ଏବେ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। ଶିଶୁ ବଳାତ୍କାର ପରି ସଙ୍ଗିନ ଘଟଣା ବୃଦ୍ଧି ଏବେ ପୋଲିସ ପ୍ରଶାସନର ସୁରକ୍ଷା...

ବିନା ଅଟକଳରେ ଚାଲିଛି ପୌରପାଳିକା

ଅନୁଗୋଳ ଅଫିସ, ୧୫।୭: ୨୦୧୯-୨୦ ଆର୍ଥିକ ବର୍ଷ ଆରମ୍ଭ ହେବାକୁ ପ୍ରାୟ ୪ ମାସ ହେଲାଣି। ହେଲେ ଏ ଯାଏ ଅନୁଗୋଳ ପୌରପାଳିକା ତାର ବଜେଟ ପ୍ରସ୍ତୁତ...

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଛେଣ୍ଡିପଦା,୨୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଶୁକ୍ରବାର ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଲୋକଲଜ୍ଜା ଭୟରେ ଘରେ କେହି ନ ଥିବା...

ଅନୁଗୋଳ ଜିଲାରେ ୭୦ ପ୍ରତିଶତ ମତଦାନ: ଇଭିଏମ୍‌ରେ ସିଲ୍‌ ୪୨ ପ୍ରାର୍ଥୀଙ୍କ ଭାଗ୍ୟ

ଅନୁଗୋଳ ଅଫିସ, ୨୪।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ମତଦାନ ଶେଷ ହୋଇଛି। ରାତି ପ୍ରାୟ ୧୧ଟା ପର୍ଯ୍ୟନ୍ତ ବିଭିନ୍ନ ବୁଥ୍‌ରେ ମତଦାନ ହୋଇଥିଲା।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *