ମୁନିଗୁଡା: ପରସ୍ପରକୁ ଆଲିଙ୍ଗନ କରି ‘ଇଦ୍‌ ମୁବାରକ’ ଜଣାଇଲେ ମୁସଲମାନ ଭାଇ

ମୁନିଗୁଡ଼ା,୫।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ମୁସ୍‌ଲିମ୍‌ ସଂପ୍ରଦାୟର ଲୋକଙ୍କ ପକ୍ଷରୁ ଇଦ୍‌ ପର୍ବ ମହା ଆଡ଼ମ୍ବର ସହ ପାଳିତ ହୋଇଛି। ମୁନିଗୁଡ଼ା ମୁସଲିମ୍‌ ସଂଘର ସଭାପତି ଏମ୍‌ଡି ଆୟୁବ ଓ ଶେଖ୍‌ ହବିବ୍‌ଙ୍କ ମିଳିତ ସଂଯୋଜନାରେ ମସ୍‌ଜିଦ ପରିସରରେ ସମସ୍ତ ମୁସଲମାନ ଭାଇ ସାମୂହିକ ନମାଜ ପାଠ କରିଥିଲେ। ପରେ ମସ୍‌ଜିଦ୍‌ରେ ମୁଖ୍ୟ ହାଫିସାଙ୍କ ଦ୍ୱାରା ପ୍ରବଚନ ପାଠ କରିବା ସହ ଇଦ୍‌ ପର୍ବର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଏହାସହ ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଥିଲେ। ମହିଳାମାନେ ମଧ୍ୟ ଘରେ ନମାଜ ପାଠ କରିଥିଲେ। କାର୍ଯ୍ୟକ୍ରମକୁ ସଂଘର କାରାମତ୍‌ ହୁସେନ, ଅବ୍‌ଦୁଲ ରେହେମାନ, ଏମ୍‌ଡି ୟାସିନ୍‌ ପ୍ରମୁଖ ପରିଚାଳନା କରିଥିଲେ।


All Right Reserved By

ପ୍ରାକ୍ଟିକାଲରେ କମ୍‌ ମାର୍କ ପାଇଁ କଲେଜ ଘେରିଲେ ଛାତ୍ରୀ

ଜୟପୁର,୨୬ା୬(ନି.ପ୍ର./ଡି.ଏନ୍‌.ଏ.): ଥିଓରିରେ ୮୦ ପ୍ରତିଶତ ମାର୍କ ରଖିଥିବା ଜଣେ ଛାତ୍ରୀଙ୍କୁ ଗୃହ ବିଜ୍ଞାନର ପ୍ରାକ୍ଟିକାଲରେ ମାତ୍ର ୧୨ ମାର୍କ ମିଳିଛି। ଜୟପୁର ସରକାରୀ ମହିଳା ମହାବିଦ୍ୟାଳୟରେ...

ଗୁଣପୁର ପଞ୍ଚାୟତ ସମିତି ବୈଠକ: ସମିତି ସଭ୍ୟ, ଜିଲାପରିଷଦ ସଭ୍ୟ ହାତାହାତି

ଗୁଣପୁର,୨୧।୮(ଡି.ଏନ୍‌.ଏ.): ଦୀର୍ଘ ୧୦ମାସ ପରେ ବୁଧବାର ଗୁଣପୁର ପଞ୍ଚାୟତ ସମିତି ବୈଠକ ବସିଥିଲା। ସ୍ଥାନୀୟ ଅଞ୍ଚଳର ବହୁ ଉନ୍ନୟନ ପ୍ରସଙ୍ଗ ଏଥିରେ ଆଲୋଚନା ହେବାର ଥିଲା।...

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ।...

ପୁରୁଣା ବୋରିଗୁମ୍ମା ପୋଲ ଉପରେ ୫ ଫୁଟର ଜଳ: ୧୫ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଜୟପୁର, ୬।୭(ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ପୁରୁଣା ବୋରିଗୁମ୍ମାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିଲା। ଫଳରେ ଯାତାୟାତ ପାଇଁ ଏକ ଅସ୍ଥାୟୀ...

ସାପ କାମୁଡାରେ ମା’,ପୁଅ ମୃତ

ଉମରକୋଟ,୮।୬(ଡି.ଏନ.ଏ)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସି ପଞ୍ଚାୟତର ମାଲପରା ଗ୍ରାମରେ ଶୁକ୍ରବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ସାପ କାମୁଡାରେ ମା’ ଓ...

ନଦୀରେ ଭାସିଗଲେ ୨ ବୃଦ୍ଧା ଭଉଣୀ

ଦଶମନ୍ତପୁର,୨୯ା୯(ଡି.ଏନ୍‌.ଏ.):ଦୁଇଦିନ ତଳେ ଡଙ୍ଗରରୁ ବାଉଁଶ କରଡ଼ି ସଂଗ୍ରହ କରିବାକୁ ଯାଇଥିବା ୨ ଜଣ ବୃଦ୍ଧା ଭଉଣୀ ନଦୀ ପାର ହେବା ବେଳେ ଭାସିଯାଇଛନ୍ତି। କୋରାପୁଟ ଜିଲା...

ରୁଗ୍‌ଣ ଅବସ୍ଥାରେ ମାଟି କାରିଗରୀ

ମାଲକାନଗିରି,୧୫।୫(ଡି.ଏନ.ଏ)-ମାଟିର ମହକ ନିଆରା । ରୋଷେଇ ସାମଗ୍ରୀ ଠାରୁ ଆରମ୍ଭ କରି ବିଭିନ୍ନ ବସ୍ତୁ ତିଆରିରେ ବ୍ୟବହାର ହୁଏ ମାଟି| ଦିନଥିଲା କୁମ୍ଭାର ମାନେ ସାହି...

ଘର ପାଇଁ ୭ ବର୍ଷ ହେଲା ପ୍ରଶାସନ ନିକଟକୁ ଦୌଡୁଛନ୍ତି ବୃଦ୍ଧ

ନବରଙ୍ଗପୁର,୨୩।୭(ବି.ପ୍ର.)- ୭ ବର୍ଷ ତଳେ ନିଆଁ ଲାଗି ଘର ଜଳିଗଲା। ଯେଉଁ ଭଙ୍ଗା ଦଦରା ଘର ଖଣ୍ଡେ ଥିଲା ତାହା ବର୍ଷାରେ ଭାଙ୍ଗିଗଲା। ଘର ଖଣ୍ଡିଏ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *