Posted inଜାତୀୟ

ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ପୁଣି ୨ଜି ସେବା ବନ୍ଦ; ହାଇ ଆଲର୍ଟ ଜାରି

ଶ୍ରୀନଗର,୯।୨: ଆତଙ୍କବାଦୀ ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ ରବିବାର ପାଳନ କରିବାକୁ ଜମ୍ମୁ-କଶ୍ମୀରରେ ତତ୍ପରତା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୨ଜି ଇଣ୍ଟରନେଟ୍‌ ସେବାକୁ ପୁଣି ବନ୍ଦ କରି ଦିଆଯାଇଛି। ଏହା ସହିତ ସୁରକ୍ଷା ଲାଗି ଜମ୍ମୁରେ ହାଇ ଆଲର୍ଟ ଜାରି କରାଯାଇଛି। ସନ୍ଦିଗ୍ଧ ବ୍ୟକ୍ତି ତଥା ବସ୍ତୁ ଯାଞ୍ଚ୍‌ କରାଯାଉଛି। ସୂଚନାଯୋଗ୍ୟ,୨୦୧୩ ଫେବୃୟାରୀ ୯ରେ ଆଫଜଲଙ୍କୁ ତିହାର ଜେଲ୍‌ରେ ଫାଶୀ ଦିଆ ଯାଇଥିଲା। ୨୦୦୧ରେ ପାର୍ଲାମେଣ୍ଟ ଆକ୍ରମଣ ଘଟଣାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ।


All Right Reserved By Dharitri.Com

ବିହାରରେ ମସ୍ତିକ ଜ୍ୱରରେ ପ୍ରାଣ ହରାଉଛନ୍ତି ଶିଶୁ, ସାଙ୍ଗଙ୍କ ସହ ପାର୍ଟି କରୁଛନ୍ତି ଚିରାଗ ପାଶଓ୍ବାନ

ପାଟଣା, ୧୮।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଥିଲାବେଳେ ସେପଟେ ଗୋଆରେ ଯୁବତୀଙ୍କ ସହ ପାର୍ଟି କରୁଛନ୍ତି ଲୋକ ଜନଶକ୍ତି...

ସେପ୍ଟେମ୍ବର ସୁଦ୍ଧା ବାୟୁସେନାକୁ ମିଳିବ ରାଫାଲ ଯୁଦ୍ଧ ବିମାନ: ଅମ୍ବାଲା ଏୟାର୍‌ ବେସ୍‌ରେ ହେବ ମୁତୟନ

ନୂଆଦିଲ୍ଲୀ,୨।୭: ଭାରତକୁ ଆସନ୍ତା ସେପ୍ଟେମ୍ବର ସୁଦ୍ଧା ରାଫାଲ ଯୁଦ୍ଧ ବିମାନ ମିଳିବାର ସମ୍ଭାବନା ରହିଛି। ଏନେଇ ଫ୍ରାନ୍ସ୍‌ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଭାରତୀୟ ବାୟୁସେନାରେ...

ମ୍ୟାଟ୍ରିକ୍‌ ପାସ୍‌ କଲେ ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର

ଉଦ୍ଧମ ସିଂ ନଗର,୧୭।୧୨: ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାରମାନେ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର। ପାଠ ପଢିବାର...

୧୪ ବର୍ଷ ଜେଲରେ କାଟିଥିବା ବ୍ୟକ୍ତି ଏବେ ଏମ୍‌ବିବିଏସ୍‌

କାଲାବୁରାଗି,୧୫।୨: କର୍ନାଟକ କାଲାବୁରାଗି ଅଫଜଲପୁରାର ସୁଭାଷ ପାଟିଲ(୪୦) ନାମକ ଜଣେ ବ୍ୟକ୍ତିି ଜେଲରେ ୧୪ ବର୍ଷ ରହିବା ପରେ ବି ନିଜ ସ୍ବପ୍ନକୁ ସାକାର କରିପାରିଛନ୍ତି।...

ସିଏଏ ନେଇ ଗର୍ଜିଲେ ଶାହ: ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ପଠାଯିବ ଇଟାଲୀ ଭାଷାରେ ଅନୁବାଦ

ଯୋଧପୁର,୩।୧: ସିଏଏ ନେଇ ଭାଜପା ପଛକୁ ହଟିବନି। ରାହୁଲ ଗାନ୍ଧୀ ଏସମ୍ପର୍କରେ ସମ୍ପୂର୍ଣ୍ଣ ଜାଣି ନାହାଁନ୍ତି। ତେଣୁ ସେ ଏହାର ବିରୋଧ କରୁଛନ୍ତି। ଆବଶ୍ୟକ ପଡ଼ିଲେ...

ସରକାର ଗଠନ ପାଇଁ ପାଓ୍ବାରଙ୍କ ସସ୍‌ପେନ୍ସ : କହିଲେ, ଭାଜପା-ଶିବସେନାକୁ ପଚାର

ନୂଆଦିଲ୍ଲୀ,୧୮।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସମସ୍ତଙ୍କ ନଜର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଉପରେ ରହିଛି।...

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ...

ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କ ନିଶକୁ ‘ଜାତୀୟ ନିଶ’ ଘୋଷଣା କରିବାକୁ କହିଲେ ଅଧୀର ରଞ୍ଜନ

ନୂଆଦିଲ୍ଲୀ,୨୪।୬: ଲୋକ ସଭାରେ କଂଗ୍ରେସ ଲିଡର ଅଧୀର ରଞ୍ଜନ ଚୌଧୁରୀ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ କଥା ଉଠାଇଛନ୍ତି। ଅଧୀର କହିଛନ୍ତି ଅଭିନନ୍ଦନଙ୍କୁ ପୁରସ୍କୃତ କରାଯିବା...

Leave a comment

Your email address will not be published. Required fields are marked *