କରୋନା ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ଦାବି କଲେ ଡାକ୍ତର

ଲାସା,୯।୨: କରୋନା ଭୁତାଣୁ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହା ପୃଥିବୀର ୨୭ରୁ ଅଧିକ ଦେଶରେ ସଂକ୍ରମିତ ହୋଇଛି। ଏହାର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ତିବ୍ବତର ଜଣେ ଡାକ୍ତର ଦାବି କରିଛନ୍ତି। ଏହି ଔଷଧକୁ ବେକରେ କଳା କନାରେ ବାନ୍ଧି ବାରମ୍ବାର ଶୁଙ୍ଘିବା ଦ୍ୱାରା ଭୁତାଣୁ ସଂକ୍ରମଣ ହେବ ନାହିଁ ବୋଲି ମେକ୍ଲୋଡଙ୍ଗଜ୍‌ ସ୍ଥିତ ତିବ୍ବତ ମେଡ଼ିକାଲ କଲେଜର ଡାକ୍ତର ତେଞ୍ଜିନ୍‌ ୟେଶି ଦାବି କରିଛନ୍ତି। ଏହାଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ ବୋଲି ୟେଶି କହିଛନ୍ତି। ଏହାକୁ ତିବ୍ବତ ଚିକିତ୍ସା ପଦ୍ଧତିରେ ପ୍ରସ୍ତୁତ କରାଯାଇଛି।


All Right Reserved By Dharitri.Com

ବଜାରକୁ ଆସିବ ପିନ୍ଧି ହେଉଥିବା ଡାଏଲିସିସ୍‌ ମେସିନ୍‌…

କିଡ୍‌ନୀ ସମସ୍ୟା ଭୋଗୁଥିବା ଲୋକଙ୍କ ପାଇଁ ଏବେ ଖୁସି ଖବର। ଗବେଷକମାନେ ଏକ ପ୍ରକାର ନୂଆ ଡାଏଲିସିସ୍‌ ମେସିନ୍‌ ତିଆରି କରିବାକୁ ଯାଉଛନ୍ତି। ଏହାକୁ ସହଜରେ...

ଅମୀର ଶେଖଙ୍କ ପାଇଁ କାର ଚଳାଇ ଟ୍ରୋଲ ହେଲେ ଇମ୍ରାନ: ଲୋକେ କହିଲେ, ସବୁଠାରୁ ଦାମୀ ଡ୍ରାଇଭର

ଇସ୍‌ଲାମାବାଦ,୨୪।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ସୋସିଆଲ ମିଡିଆରେ ସମାଲୋଚନାର ଶୀକାର ହୋଇଛନ୍ତି। ଇମ୍ରାନ ଖାଁ କତରର ଅମୀର ଶେଖ ତମିମ ବିନ...

ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଲେ କୁଆଁରୀ ମା’: କୁକୁର ରକ୍ଷା କଲା ଜୀବନ

ବ୍ୟାଙ୍କକ,୧୯।୫: ଥାଇଲାଣ୍ଡରେ ଜଣେ ୧୫ ବର୍ଷୀୟା କୁଆଁରୀ ମା’ ଲୋକ ଲଜ୍ୱାକୁ ଡରି ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଇଛନ୍ତି। ତେବେ ପୋଷା...

ଚାଇନାରୁ ନିଜ ନାଗରିକଙ୍କୁ ଫେରାଇ ଆଣିବନି ପାକିସ୍ତାନ

ଇସ୍‌ଲାମାବାଦ,୧।୨: ଚାଇନାରେ ଏବେ କରୋନା ଭୂତାଣୁ ମହାମାରୀର ରୂପ ନେଇଛି। ଏବେ ଏଠାକୁ କିଛି ଦେଶ ସେମାନଙ୍କ ବିମାନ ସେବା ବନ୍ଦ କରିଦେଇଥିବା ବେଳେ ଆଉ...

ରାତି ୧୦ରୁ ସକାଳ ୮ ଭିଡ଼ିଓ ଗେମ୍‌ ଖେଳିବା ମନା

ବେଜିଂ,୨୦।୧୧: ଚାଇନାରେ ପିଲାଙ୍କ ମଧ୍ୟରେ ଭିଡ଼ିଓ ଗେମ୍‌ ଖେଳିବା ନିଶା ଭଳି ବ୍ୟାପିବାରେ ଲାଗିଛି। ଏହାଦ୍ୱାରା ପିଲାଙ୍କ ମାନସିକ ଏବଂ ଶାରୀରିକ ବିକାଶରେ ବାଧା ସୃଷ୍ଟି...

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ୮ ଦାବିଦାର

ଲଣ୍ଡନ,୨୭ା୫(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବା ପାଇଁ ଚାଲିଥିବା ବ୍ରେକ୍‌ଜିଟ୍‌ ଆଲୋଚନା ବିଫଳ ହେବା ପରେ ପ୍ରଧାନମନ୍ତ୍ରୀ ଥେରେସା ମେ ଇସ୍ତାଫା ଘୋଷଣା...

ଇରାନ୍‌ ଉପରେ ଆମେରିକାର ସାଇବର ଆଟାକ୍‌: କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ବ୍ୟବହୃତ କମ୍ପ୍ୟୁଟର ଅକାମୀ

ଓ୍ବାଶିଂଟନ,୨୩।୬: ଆମେରିକା ଇରାନ୍‌ ଉପରେ ସାଇବର ଆଟାକ୍‌ କରିଥିବା କୁହାଯାଉଛି। ଏହାଦ୍ୱାରା କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ବ୍ୟବହୃତ ହେଉଥିବା କମ୍ପ୍ୟୁଟର ଅକାମୀ ହୋଇପଡ଼ିଛି। ଏହା ସହିତ...

ମେଦବହୁଳତାରୁ ବି ଦୂରେଇ ରଖେ ଚୁଇଗମ୍‌…

ଚୁଇଗମ୍‌ ଚୋବାଇବା ଦ୍ୱାରା  ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ପାଚନ କ୍ରିୟା ସ୍ବାଭାବିକ ହୁଏ। ନିୟମିତ ଚୁଇଗମ୍‌ ଚୋବାଇଲେ ପାଟିରୁ ଅଧିକ ଲାଳ କ୍ଷରଣ ହୋଇଥାଏ।...

Leave a comment

Your email address will not be published. Required fields are marked *