କଖାରୁ ବୋଝେଇ କ୍ୟାଣ୍ଟରରୁ ୧୮ ବସ୍ତା ଗଞ୍ଜେଇ ଜବତ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଅଣ୍ଡର ବ୍ରିଜ ନିକଟରୁ ୧୮ ବସ୍ତା ୨୮୧ ପ୍ୟାକେଟ ଗଞ୍ଜେଇ ଜବତ ହୋଇଥିବା ବେଳେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ରବିବାର ଏକ କଖାରୁ ବୋଝେଇ କ୍ୟାଣ୍ଟର ରାୟଗଡ଼ାରୁ ଉତ୍ତରପ୍ରଦେଶର ଗାଜିଆବାଦ ଅଭିମୁଖେ ଯାଉଥିଲା। ତେବେ ସେଥିରେ କଖାରୁ ସହ ଗଞ୍ଜେଇ ଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଗାଡ଼ି ପିଛା କରି କେସିଙ୍ଗା ଅଣ୍ଡର ବ୍ରିଜ ନିକଟରେ ପୋଲିସ ଧରିଥିଲା। ଗାଡ଼ି ଯାଞ୍ଚ କଲାବେଳେ ପ୍ରଥମେ କଖାରୁ ଭର୍ତ୍ତି ବସ୍ତା ବାହାରିଥିଲା। ତେବେ କଖାରୁ ବସ୍ତା ତଳୁ ୨୮୧ ପ୍ୟାକେଟ ଗଞ୍ଜେଇ ବାହାରିଥିଲା। ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କ ପାଇଁ ପୁଣି ଡ୍ରାଇଭର ସାଜିଲେ ମନ୍ତ୍ରୀ ସୁଶାନ୍ତ ସିଂ

ସୋହେଲା,୯ା୫(ଡି.ଏନ.ଏ.): କିଛି ଦିନ ତଳେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶ୍ରମିକମାନଙ୍କ ପାଇଁ ନିଜେ ଡ୍ରାଇଭର ସାଜି ରାତିରେ ସୋନପୁର...

ଜେଲ ଓ୍ବାର୍ଡରଙ୍କୁ ଚାପିଦେଲା ହାଇଓ୍ବା

କାମାକ୍ଷାନଗର,୮।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରିଡ଼ାମାଳି ଛକରେ ଶନିବାର ମଧ୍ୟାହ୍ନରେ ଲୋମଟାଙ୍କୁରା ଦୁର୍ଘଟଣା ଘଟିଛି। ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ...

ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ

ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...

ବିଧାୟିକାଙ୍କୁ ୭ କି.ମି. ଚଲାଇଲେ ଲୋକେ

ଠାକୁରମୁଣ୍ଡା,୨୩।୧(ଡି.ଏନ.ଏ.): ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତରେ ଅତିଷ୍ଠ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଞ୍ଚଳବାସୀ ଶୁକ୍ରବାର କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ୭ କି.ମି....

ଘରେ ପଶି ସଶସ୍ତ୍ର ଡକାୟତି: ୭ ଲକ୍ଷର ସମ୍ପତ୍ତି, ନଗଦ ୨.୮୫ ଲକ୍ଷ ଲୁଟ୍‌

ରଣପୁର,୩୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାର ପାଇକସାହି ମଣିନାଗ ବାଇପାସ୍‌ ରାସ୍ତାରେ ଥିବା ସତ୍ୟନାରାୟଣ ସାହୁଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ...

ପିଆର୍‌ଏମ୍‌ ମେଡ଼ିକାଲ୍‌ରେ ଅବ୍ୟବସ୍ଥା ନେଇ ବିକ୍ଷୋଭ

ବାରିପଦା ଅଫିସ,୨୦ା୨- ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ହସପିିଟାଲ୍‌ (ପିଆରଏମ୍‌)ର ଅଧୀକ୍ଷକ ବୈକୁଣ୍ଡ ନାଥ ମହାପାତ୍ରଙ୍କ ବହିଷ୍କାର ଦାବିରେ ଭଞ୍ଜସେନା ପକ୍ଷରୁ...

ନିଯୁକ୍ତିରେ ବିଭ୍ରାନ୍ତିକର ତଥ୍ୟ

ଯାଜପୁର ଅଫିସ,୨୩ା୧୨: ଶିଳ୍ପସଂସ୍ଥାଗୁଡ଼ିକର ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାରଙ୍କ ଦ୍ୱାରା ଇଣ୍ଡଷ୍ଟ୍ରି କେୟାର ନାମକ ଏକ ଉଦ୍ୟମ ଆରମ୍ଭ ହୋଇଛି। ଏହାବ୍ୟତୀତ ଶିଳ୍ପ...

ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ ପାଇବେ ମୀନା ମହାନ୍ତି

ବାରିପଦା ଅଫିସ, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାରିପଦା ସହର ବାଘଡାରୋଡର ମୀନା ମହାନ୍ତିଙ୍କୁ ମିଳିବ ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ-୨୦୧୯। ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲ କାର୍ଯ୍ୟକ୍ରମରେ ତାଙ୍କୁ ଏହି...

Advertisement
Archives

Model This Week