କଖାରୁ ବୋଝେଇ କ୍ୟାଣ୍ଟରରୁ ୧୮ ବସ୍ତା ଗଞ୍ଜେଇ ଜବତ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଅଣ୍ଡର ବ୍ରିଜ ନିକଟରୁ ୧୮ ବସ୍ତା ୨୮୧ ପ୍ୟାକେଟ ଗଞ୍ଜେଇ ଜବତ ହୋଇଥିବା ବେଳେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ରବିବାର ଏକ କଖାରୁ ବୋଝେଇ କ୍ୟାଣ୍ଟର ରାୟଗଡ଼ାରୁ ଉତ୍ତରପ୍ରଦେଶର ଗାଜିଆବାଦ ଅଭିମୁଖେ ଯାଉଥିଲା। ତେବେ ସେଥିରେ କଖାରୁ ସହ ଗଞ୍ଜେଇ ଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଗାଡ଼ି ପିଛା କରି କେସିଙ୍ଗା ଅଣ୍ଡର ବ୍ରିଜ ନିକଟରେ ପୋଲିସ ଧରିଥିଲା। ଗାଡ଼ି ଯାଞ୍ଚ କଲାବେଳେ ପ୍ରଥମେ କଖାରୁ ଭର୍ତ୍ତି ବସ୍ତା ବାହାରିଥିଲା। ତେବେ କଖାରୁ ବସ୍ତା ତଳୁ ୨୮୧ ପ୍ୟାକେଟ ଗଞ୍ଜେଇ ବାହାରିଥିଲା। ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ଚିନ୍ତା: ସଫେଇ ହେଲା ବେଳାଭୂମି

ଗଞ୍ଜାମ/ଛତ୍ରପୁର,୧୬।୯(ବିଦ୍ୟାଧର ସାହୁ/ଦିଲୀପ ସାମଲ): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ସ୍ଥିତ ଐତିହାସିକ ବଟେଶ୍ୱର ମନ୍ଦିର ନିକଟ ବଟେଶ୍ୱର ବେଳାଭୂମିରେ ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କ...

ଭଦ୍ରକ ଜିଲାରେ ବଢ଼ିଚାଲିଛି ଲୋକାଲ୍‌ କେସ୍‌: ଆଜି ବି ୭୬ ପଜିଟିଭ୍‌

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଜିଲାରୁ ଶନିବାର ୭୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଗଛ ପଡି ରାସ୍ତା ଅବରୋଧ, ଯାତାୟାତ ବ୍ୟାହତ

କୋରୁକୋଣ୍ଡା,୨୩।୪(ଡି.ଏନ.ଏ): ରାଜ୍ୟରେ କିଛିଦିନ ହେବ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ସେଥିରୁ ବାଦ ପଡି ନ ଥିଲା ମାଲକାନଗିରି ଜିଲା। କିନ୍ତୁ ଶନିବାର...

ଝିଆରୀ ମୁଣ୍ଡରୁ ପୋଛିଲେ ସିନ୍ଦୂର ….

ବାଉଁଶୁଣୀ,୨୫।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ଥାନା ମୁଣ୍ଡିପଦର ପଞ୍ଚାୟତ ବଲାକିରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିିଛି । ସୂଚନାଯୋଗ୍ୟ, ବୌଦ୍ଧ...

ଶିଶୁ କନ୍ୟାଙ୍କୁୁ ଅସଦାଚରଣ

ଖୁଣ୍ଟା,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା (ନଂ.୫୪/୨୦୨୦)...

ବିଷଖାଇ ଯୁବକଙ୍କ ଆତ୍ମହତ୍ୟା

ଡାବୁଗାଁ, ୧।୫(ଡି.ଏନ୍‌.ଏ.): ଡାବୁଗାଁ ଜୟନ୍ତ ନଗରର ସୁରେନ୍ଦ୍ର ଖୁଣ୍ଟିଆ(୩୬) ବୁଧବାର ବିଷଖାଇ ଆତ୍ମହତ୍ୟା କରିଛନ୍ତି। ଏ ନେଇ ତାଙ୍କ ବଡ଼ଭାଇ ପ୍ରମୋଦ ଡାବୁଗାଁ ଥାନାରେ ଏତଲା...

୧୮ ହଜାର ହେକ୍ଟର ଚାଷଜମି ପାଣି ଘେରରେ

ଚାନ୍ଦବାଲି,୩୧ା୮(ଡି.ଏନ୍‌.ଏ.): ଚଳିତ ବନ୍ୟାରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ବୈତରଣୀ, ସାଳନ୍ଦୀ ଓ ଏହାର କେତେକ ଶାଖା ନଦୀର ଉପର...

ଯାଜପୁର-ଢେଙ୍କାନାଳ ଯୋଗାଯୋଗ ବିଚ୍ଛିନ୍ନ

କାଳିଆପାଣି,୩।୮(ଅସିତ ମହାନ୍ତ):ଲଘୁଚାପ ଜନିତବର୍ଷା ଲାଗି ରହିଥିବାରୁ ଡମଶାଳ ନାଳେରେ ପାଣିଆସି ୨ ଯାଜପୁର ଓ ଢେଙ୍କାନାଳ ଜିଲାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ବହୁ ବର୍ଷ ପୂର୍ବରୁ...

Advertisement
Archives

Model This Week