ବମ୍ବ ସାଇକ୍ଲୋନ୍‌ରେ ୧୮ ମୃତ

ଓ୍ବାଶିଂଟନ,୨୬ା୧୨: ଆମେରିକାରେ ବମ୍ବ ସାଇକ୍ଲୋନ୍‌ (ଶୀତଦିନିଆ ବାତ୍ୟା)ରେ ୧୮ ଜଣଙ୍କ ଜୀବନ ଗଲାଣି। ବମ୍ବ ସାଇକ୍ଲୋନ୍‌ ଯୋଗୁ ଦେଶରେ ଶୀତ ସବୁ ରେକର୍ଡ ଭାଙ୍ଗିଛି। ଅନେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ଛୁଟି ଯୋଜନାକୁ ଫିକା କରିଦେଇଛି। ବିମାନ ବାତିଲ ଯୋଗୁ ହଜାର ହଜାର ଯାତ୍ରୀ ଅଟକି ରହିଛନ୍ତି।

ଶୁକ୍ରବାର ୫,୯୩୪ ବିମାନ ବାତିଲ ହୋଇଥିଲା। ଭୀଷଣ ପାଗକୁ ନେଇ ଆମେରିକାର ନ୍ୟାଶନାଲ ଓ୍ବେଦର ସର୍ଭିସ ୨୪ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ସତର୍କ କରାଇଛି। ଶୀତରୁ ବର୍ତ୍ତିବା ଲାଗି ଲାଇବ୍ରେରି, ଥାନା ଆଦି ସର୍ବସାଧାରଣ ସ୍ଥାନରେ ଓ୍ବାର୍ମିଂ ସେଣ୍ଟର ଖୋଲାଯିବା ସହ ବାସହୀନଙ୍କ ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚତ୍ବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri