ଆମେରିକା ବମ୍ବ ସାଇକ୍ଲୋନ୍‌ରେ ୧୮ ମୃତ

ଓ୍ବାଶିଂଟନ,୨୫ା୧୨:ଆମେରିକାରେ ବମ୍ବ ସାଇକ୍ଲୋନ୍‌ (ଶୀତଦିନିଆ ବାତ୍ୟା)ରେ ୧୮ ଜଣଙ୍କ ଜୀବନ ଗଲାଣି। ବମ୍ବ ସାଇକ୍ଲୋନ୍‌ ଯୋଗୁ ଦେଶରେ ଶୀତ ସବୁ ରେକର୍ଡ ଭାଙ୍ଗିଛି। ଅନେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ଛୁଟି ଯୋଜନାକୁ ଫିକା କରିଦେଇଛି। ବିମାନ ବାତିଲ ଯୋଗୁ ହଜାର ହଜାର ଯାତ୍ରୀ ଅଟକି ରହିଛନ୍ତି। ଶୁକ୍ରବାର ୫,୯୩୪ ବିମାନ ବାତିଲ ହୋଇଥିଲା। ଭୀଷଣ ପାଗକୁ ନେଇ ଆମେରିକାର ନ୍ୟାଶନାଲ ଓ୍ବେଦର ସର୍ଭିସ ୨୪ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ସତର୍କ କରାଇଛି। ଶୀତରୁ ବର୍ତ୍ତିବା ଲାଗି ଲାଇବ୍ରେରୀ, ଥାନା ଆଦି ସର୍ବସାଧାରଣ ସ୍ଥାନରେ ଓ୍ବାର୍ମିଂ ସେଣ୍ଟର ଖୋଲାଯିବା ସହ ବାସହୀନଙ୍କ ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri