ରାଜ୍ୟରୁ ଚିହ୍ନଟ ହେଲେ ୧୮ କରୋନା ପଜିଟିଭ

ଭୁବନେଶ୍ୱର,୧୪।୫(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୯୦ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟିଟ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଲୋକାଲ କେସ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ ବୟସ ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ନୂଆପଡ଼ାରୁ ସର୍ବାଧିକ ୧୩ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨ଜଣ, ଖୋର୍ଦ୍ଧା, ରାୟଗଡ଼ାଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯’ ଆରମ୍ଭ: ଗୋଟିଏ ସ୍ଥାନରେ ଉତ୍କୃଷ୍ଟ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଆର୍ଟିଜାନ୍ସ ଆଣ୍ଡ୍‌ ୱେଭସର୍ର୍ ୱେଲଫେୟାର୍‌ ଆସୋସିଏଶନ୍‌ ‘ହସ୍ତଶିଳ୍ପୀ’ ଦ୍ୱାରା ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ୧୧ଦିନ...

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି...

ଆରମ୍ଭ ହେଲା ଅନ୍‌ଲାଇନ୍‌ ବିଲ୍‌ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅନ୍‌ଲାଇନ ବିଲ୍ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା(ଓବିପିଏଏସ୍‌)କୁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ବସବାସ...

ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି...

ସିବିଏସ୍‌ଇ ସିଟିଇଟି ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି) ୨୦୧୯ର ଫଳ ପ୍ରକାଶ ପାଇଛି। ଜୁଲାଇ ୭...

ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ ସ୍ତ୍ରୀ

କପ୍ତିପଦା,୧୯ା୫(ଡି.ଏନ୍‌.ଏ.): ପାରିବାରିକ କଳହରୁ ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରି ଦେଇଛନ୍ତି ସ୍ତ୍ରୀ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ...

ନବୀନ ନିବାସରୁ ରୁଦ୍ରପ୍ରତାପ ମହାରଥୀ ଟିକେଟ ଆଣିବା ପରେ ମୁହଁ ଖୋଲିଲେ ମା’

ପୁରୀ ଅଫିସ,୨୮।୩: ପିପିଲି ଉପନିର୍ବାଚନ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ରବିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି।...

ଡ୍ରେନ୍‌, ଶୌଚାଳୟ ସମସ୍ୟାରେ ସ୍ଥାନୀୟ ବାସିନ୍ଦା

ବ୍ରହ୍ମପୁର ଅଫିସ,୨।୩ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୩୨ ନଂ. ୱାର୍ଡ, ଯାହାକି ବର୍ତ୍ତମାନ ୩୪ ନଂ. ୱାର୍ଡରେ ପରିଣତ ହୋଇଛି। ଏହି ୱାର୍ଡରେ ଭୋଟର...

Advertisement
Archives

Model This Week