କଟକ ସହରରୁ ୧୬ ନୂଆ ପଜିଟିଭ ଚିହ୍ନଟ

କଟକ ଅଫିସ, ୨୦।୭: କଟକ ସହରରୁ ସୋମବାର ୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଅଛନ୍ତି। ଏହାବ୍ୟତୀତ ୨ଟି ଲୋକାଲ କେସ୍‌ ରହିଛି।
କଟକ ସହରର ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୬ରେ ପହଞ୍ଚିଥିବା ବେଳେ ୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୪୨ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ୭ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ତୀରକମାଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର, ୨।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥତ ମା’ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିରୁ ପାରମ୍ପରିକ ପ୍ରଥାନୁସାରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ମଙ୍ଗଳା ଓ...

ହାତୀ ଅସୁସ୍ଥ, ଚିନ୍ତାରେ ପରିବେଶବିତ୍‌

କେନ୍ଦୁଝର,୨୯।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଭୂୟାଁ ଓ ଜୁଆଙ୍ଗ ପୀଢ଼ ରେଞ୍ଜ ଅନ୍ତର୍ଗତ ଉପର ସୁମଠ ଗ୍ରାମ ଜଙ୍ଗଲରେ ଏକ ହାତୀ ଅସୁସ୍ଥ ହୋଇପଡ଼ିଛି। ହାତୀର...

ଅନୁପ୍ରବେଶକାରୀଙ୍କୁ ସହଯୋଗ ଦେଇଛନ୍ତି ରାଜନେତା: ହଇରାଣ ହୋଇପାରନ୍ତି ମୂଳବାସିନ୍ଦା

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଭାରତରେ ରହୁଥିବା ବେଆଇନ ପ୍ରବାସୀଙ୍କୁ ଚିହ୍ନଟ କରି ବିଦା କରାଯିବ। ଏଥିଲାଗି ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି) ସାରା ଦେଶରେ ଲାଗୁ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ...

ମଦ ଜବତ, ୩ ଗିରଫ

ଆର,ଉଦୟଗିରି,୧୫ା୪(ଡି.ଏନ୍‌.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଆର. ଉଦୟଗିରି ଅବକାରୀ ବିଭାଗ କର୍ମଚାରୀ ଆସିସାହି, ଖଜୁରିପଦା...

ପଜିଟିଭ୍‌ କଏଦୀଙ୍କୁ ଜେଲ ମନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଏଣିକି ପଜିଟିଭ୍‌ କଏଦୀଙ୍କୁ ଜେଲ୍‌ ମନା। ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଏଦୀଙ୍କୁ ସଂକ୍ରମଣରୁ ରକ୍ଷା କରିବା ପାଇଁ ଜେଲ୍‌ ବିଭାଗ...

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୪କୁ ବୃଦ୍ଧି ପାଇଛି। ମୃତକ ବାଲେଶ୍ୱର ଜିଲାର। ତେବେ ଆଜି...

ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି।...

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲମ୍ବା ଧାଡ଼ି

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା କଟକଣା ପରେ ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସକାଳୁ ଲୋକମାନେ ଡାକ୍ତରଖାନା...

Advertisement
Archives

Model This Week