୧୮ ଜଣଙ୍କୁ ମିଳିଲା ଆରକ୍ଷୀ ମହାନିର୍ଦ୍ଦେଶକ ପ୍ରଶସ୍ତୀପତ୍ର

କଟକ ଅଫିସ,୭।୮: କଟକ ପୋଲିସ ମୁଖ୍ୟାଳୟସ୍ଥିତ ଆର୍‌.କେ. ପାଢୀ ମେମୋରିଆଲ ହଲ୍‌ ପରିସରରେ ଆରକ୍ଷୀ ମହାନିର୍ଦ୍ଦେଶକ ପ୍ରଶସ୍ତି ପତ୍ର (ଡିଜିପିସ୍‌ କମେଣ୍ଡେସନ୍‌ ରୋଲ୍‌) ପ୍ରଦାନ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଡିଜିପି ଅଭୟ ଯୋଗଦେଇ ୧୨ ଜଣ ମିନିଷ୍ଟରିଆଲ୍‌ ଅଫିସର, ୬ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପ୍ରଶସ୍ତୀପତ୍ର ପ୍ରଦାନ କରିଥିଲେ। ସେମାନଙ୍କ ମଧ୍ୟରେ ୩ଜଣ ଏଷ୍ଟାବ୍ଲିସମେଣ୍ଟ ଅଫିସର, ଜଣେ ସେକ୍ସନ ଅଫିସର, ୫ଜଣ ଏଏସ୍‌ଓ, ଜଣେ ପିଏ, ୨ଜଣ ସିନିୟର୍‌ ଷ୍ଟେନୋଗ୍ରାଫର୍‌, ୨ ଏଏସ୍‌ଆଇ, ଜଣେ ହାବିଲଦାର, ଜଣେ ଆସିଷ୍ଟାଣ୍ଟ ଡ୍ରାଇଭର, ଜଣେ ସିପାହି ଏବଂ ଜଣେ କନଷ୍ଟେବଳ ରହିଛନ୍ତି। ୨୦୨୦-୨୧ ବର୍ଷରେ ଉଲ୍ଲେଖନୀୟ ସେବା ନିମନ୍ତେ ସେମାନଙ୍କୁ ଏହି ପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପୋଲିସ ମୁଖ୍ୟାଳୟର ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri