୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ କରାଯିବ। ଗତ ମେ ୩, ୪ ଓ ୫ରେ ଟିକା ନେଇଥିବା ହିତାଧିକାରୀଙ୍କୁ ଆସନ୍ତା ୮,୯ ଓ ୧୦ ତାରିଖରେ ଦ୍ୱିତୀୟ ଡୋଜ୍‌ ଟିକା ପ୍ରଦାନ କରାଯିବ। ଟିକାର ଅଭାବ ପାଇଁ ଏବେ ମୋବିଲାଇଜେଶନ ସେଣ୍ଟରଗୁଡିକ ବନ୍ଦ ଥିବାବେଳେ ଖୁବ୍‌ଶୀଘ୍ର ଏହାକୁ ପୁଣିଥରେ ଖୋଲାଯାଇ ଟିକାକରଣ କରାଯିବ। ଏନେଇ ବିଏମ୍‌ସି ପକ୍ଷରୁ ହିତାଧିକାରୀଙ୍କୁ ସୂଚନା ଦିଆଯିବ ବୋଲି ବିଏମ୍‌ସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି। ସେହିପରି ପୂର୍ବରୁ ଯେଉଁସବୁ ସ୍ଥାନରେ ଟିକାକରଣ କରାଯାଉଥିଲା ସେହିଠାରେ ହିଁ ଦ୍ୱିତୀୟ ଡୋଜ୍‌ ଦିଆଯିବ। ତେବେ ଯେଉଁମାନେ କୋଓ୍ବିନ୍‌ ଆପ୍‌ ଜରିଆରେ ସ୍ଲଟ୍‌ ବୁକିଂ କରି ପ୍ରଥମ ଡୋଜ୍‌ ଟିକା ନେଇଛନ୍ତି, ସେମାନଙ୍କୁ ଦ୍ୱିତୀୟ ଡୋଜ୍‌ ପାଇଁ ପୁଣି ଥରେ ସ୍ଲଟ୍‌ ବୁକିଂ କରିବାକୁ ପଡିବ ବୋଲି ଅତିରିକ୍ତ କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri