ଅଙ୍ଗ ଦାନ କରି ଦୁଇ ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ାର ୧୮ ବର୍ଷୀୟ ଯୁବକ

ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରମେଶ ଦାସଙ୍କ ପୁଅ ଓମ ଶିବୁ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସବିବିଏମଏଚ) ରେ ଚିକିତ୍ସିତ ହେଉଥିଲେ। ଜାନୁଆରୀ ୧୫ରେ ସେ ମସ୍ତିଷ୍କ ଟ୍ୟୁମରରେ ପୀଡିତ ଥିବା ଜଣାପଡିଥିଲା।

ପରିବାର ସଦସ୍ୟଙ୍କ କହିବା ଅନୁଯାୟୀ ଗୁରୁବାର ଡାକ୍ତର ଶିବୁଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ଶୋକସନ୍ତପ୍ତ ପରିବାର ସଦସ୍ୟ ଶିବୁଙ୍କ କିଡନୀ ଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ଡାକ୍ତରୀ କର୍ତ୍ତୃପକ୍ଷଙ୍କୁ ସେମାନେ ନିଜର ଇଚ୍ଛା ପ୍ରକାଶ କରିବାବେଳେ କିଡନୀ ସଂରକ୍ଷଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା।

ସୂତ୍ରରୁ ପ୍ରକାଶ ଯେ ଉଦ୍ଧାର ହୋଇଥିବା ଦୁଇଟି କିଡନୀ ମଧ୍ୟରୁ ଗୋଟିଏ ଏସସିବିଏମଏଚରେ ଜଣେ ରୋଗୀକୁ ସ୍ଥାନାନ୍ତରିତ ହେବ ଏବଂ ଦ୍ୱିତୀୟଟି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ଯାଇଛି।

ପରିବାର ସଦସ୍ୟ ଯେଉଁମାନେ ନିଜର ପୁଅକୁ ହରାଇଛନ୍ତି ସେମାନେ କହିଛନ୍ତି ଯେ ଏହା ସେମାନଙ୍କୁ ଅତ୍ୟଧିକ ସନ୍ତୋଷ ପ୍ରଦାନ କରେ ଯେ ସେମାନଙ୍କ ପୁଅ ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ରହିବେ।

“ମୋ ପୁଅ ବହୁତ ଭଲ ପାଠ ପଢୁଥିଲା। ସେ ଜଣେ ଆଇଆଇଟିରେ ପଢିବାକୁ ଇଚ୍ଛା କରୁଥିଲା। ମୁଁ ମୋ ପୁଅର ଅଙ୍ଗ ଦାନ କରିଛି ଯାହା ଦ୍ୱାରା ଦୁଇ ଜଣ ଜୀବିତ ରହିପାରିବେ ବୋଲି ବାପା ରମେଶ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri