ଭୁବନେଶ୍ବରର,୧୫।୧୦: ଭୁବନେଶ୍ୱରରୁ ୧୮୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ମହିଷାଖାଲ ବସ୍ତିରୁ ମହିଳାଙ୍କୁ ଗିରଫ କରି ପୋଲିସ ତଦନ୍ତ ଚଳାଇଛି । ତେବେ ସେ କେଉଁଠୁ ବ୍ରାଉନସୁଗାର ଆଣିଛନ୍ତି। ଅବା ତାଙ୍କୁ କିଏ ଦେଇଛି ସେ ନେଇ ଛାନ୍ଭିନ୍ ଚାଲିଛି।
ଭୁବନେଶ୍ବରର,୧୫।୧୦: ଭୁବନେଶ୍ୱରରୁ ୧୮୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ମହିଷାଖାଲ ବସ୍ତିରୁ ମହିଳାଙ୍କୁ ଗିରଫ କରି ପୋଲିସ ତଦନ୍ତ ଚଳାଇଛି । ତେବେ ସେ କେଉଁଠୁ ବ୍ରାଉନସୁଗାର ଆଣିଛନ୍ତି। ଅବା ତାଙ୍କୁ କିଏ ଦେଇଛି ସେ ନେଇ ଛାନ୍ଭିନ୍ ଚାଲିଛି।
ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…
ମୁମ୍ବାଇ: ବଲିଉଡ୍ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍ ଏବଂ ରଣବୀର୍ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍ ଦମ୍ପତିଙ୍କ କୋଳକୁ…
ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…
ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…
ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…
ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…
ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…
ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…