Posted inଜାତୀୟ

ଜମ୍ମୁ-କଶ୍ମୀରର ୨ ଜିଲାରେ ନିୟୋଜିତ ହେବେ ୧୮୦୦ ଅତିରିକ୍ତ ଯବାନ

ଶ୍ରୀନଗର,୪।୧: ନିକଟରେ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କୁ ଟାର୍ଗେଟ୍‌ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ ଜମ୍ମୁ କଶ୍ମୀରକୁ ଅତିରିକ୍ତ ୧୮ଟି କମ୍ପାନୀ (୧୮୦୦ ଯବାନ) ପଠାଇବ। ଏହି ୧୮୦୦ ଯବାନ ପୁଞ୍ଚ ଏବଂ ରାଜୌରୀ ଜିଲାରେ ନିୟୋଜିତ ହେବେ। ଜମ୍ମୁ କଶ୍ମୀରର ରାଜୌରୀ ଜିଲାରେ ଦୁଇଟି ଆତଙ୍କବାଦୀ ଘଟଣାରେ ଦୁଇ ନାବାଳିକାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି।
ସୂତ୍ରରୁ ପ୍ରକାଶ ଯେ, ଆତଙ୍କବାଦୀମାନେ ଗତ ରବିବାର ରାଜୌରୀ ଜିଲାର ତିନିଟି ଘର ଉପରକୁ ଗୁଳି ଚଳାଇଥିଲେ। ଏଥିରେ ୪ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଥିଲେ। ସୋମବାର ମଧ୍ୟ ଆତଙ୍କବାଦୀ ଆକ୍ରମଣରେ ୨ ନାବାଳିକାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋ ବିରୋଧରେ ବିଭିନ୍ନ ଅଭିଯୋଗ ନ ଆଣି ମତେ ବରଂ ମାରିଦିଅ, ଭାବପ୍ରବଣ ହୋଇ କହିଲେ ସ୍ବପ୍ନା…

ଥିରୁଭାନନ୍ତପୁରମ୍‌, ୧୨।୬ : କେରଳରେ ସୁନା ଚୋରା ଚାଲାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ସ୍ବପା୍ନ ସୁରେଶଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ପି ବିଜୟନଙ୍କ...

ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨।୧୨: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌ କରୋନା ସ୍ଥିତିକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଉପରେ ନଜର ରଖାଯାଉଛି। ତେବେ...

ଖାଇକୁ ଖସିଲା ବାୟୁସେନା ଟ୍ରକ

ଜୟପୁର,୨୧।୮: ରାଜସ୍ଥାନ ବାଡମେରରେ ଭାରତୀୟ ବାୟୁସେନାର ଏକ ଟ୍ରକ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଆହତ...

ଭାରତରେ ୬ କମ୍ପାନୀଙ୍କୁ ସ୍ପୁଟନିକ୍‌-ଭି ଉତ୍ପାଦନ ଦାୟିତ୍ୱ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଆବଶ୍ୟକ ଟିକା ଅଭାବରୁ ସାର୍ବଜନକୀ ଟିକାକରଣ କାର୍ଯ୍ୟକ୍ରମ ଧିମା ପଡ଼ିଯାଇଛି। ତେବେ...

ଭାଜପାକୁ ଘେରିଲେ ମମତା, ମଧ୍ୟପ୍ରଦେଶ ଶିକ୍ଷାମନ୍ତ୍ରୀଙ୍କୁ କାହିଁକି କରାଯାଇନି ଗିରଫ…

କୋଲକାତା, ୧୦।୯ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେନ୍ଦ୍ରରେ ଭାଜପା ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ପଶ୍ଚିମବଙ୍ଗ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରାଯାଇଥିବାବେଳେ...

ଜ୍ୱାଇଁଙ୍କୁ ସ୍ବାଗତ କରିବାକୁ ପରିବାର ପକ୍ଷରୁ ପରଷାଗଲା ୧୭୩ ପ୍ରକାର ଖାଦ୍ୟ: ପ୍ରସ୍ତୁତି ପାଇଁ ଲାଗିଲା ୪ଦିନ

ହାଇଦ୍ରାବାଦ,୧୭।୧: ଝିଅର ସ୍ବାମୀ ଅର୍ଥାତ୍‌ ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ଉତ୍ତର ହେଉ କି ଦକ୍ଷିଣ କିମ୍ବା...

ଜାତୀୟ କ୍ରୀଡ଼ା ଦିବସ: ଧ୍ୟାନଚାନ୍ଦଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୨୯।୮: ସମଗ୍ର ଦେଶରେ ଅଗଷ୍ଟ ୨୯ ଆର୍ଥତ୍‌ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହେଉଛି। ଏହି ସ୍ବତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ...

ବିଜୟ ଜ୍ୟୋତି ସହ ଦ୍ରାସ୍‌ରେ ଦୌଡିଲେ କାରଗିଲ୍‌ ହିରୋ

ନୂଆଦିଲ୍ଲୀ: କାରଗିଲ୍‌ ଯୁଦ୍ଧରେ ପାକିସ୍ତାନୀ ସେନାର ମୋର୍ଟାର ଆକ୍ରମଣରେ ଡାହାଣ ଗୋଡ଼ ହରାଇଥିଲେ ମେଜର ଦେବେନ୍ଦ୍ର ପାଲ୍‌ ସିଂହ। କାରଗିଲ୍‌ ବିଜୟ ଦିବସ ଉପଲକ୍ଷେ ବିଜୟ...

Advertisement
Archives

Model This Week