Posted inଜାତୀୟ

ଇଦ୍‌ ଅବସରରେ ସୀମାରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେଲେ ଭାରତୀୟ ସେନା

ଅମୃତସର,୫।୬: ପଞ୍ଜାବ ଅମୃତଶରର ଅଟାରୀ ଓ୍ବାଘା ସୀମାରେ ଭାରତୀୟ ସେନା ଇଦ୍‌ ଅବସରରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି। ସାରା ବିଶ୍ୱରେ ଇଦ୍‌ ପର୍ବ ପାଳିତ ହେଉଥିବା ବେଳେ ସୀମାରେ ମଧ୍ୟ ଭାଇଚାରାର ସମ୍ପର୍କ ଦେଖିବାକୁ ମିଳିଛି। ବୁଧବାର ସକାଳେ ମୁସମାଲମାନ ସମ୍ପ୍ରଦାୟର ଲୋକେ ମସ୍‌ଜିଦ୍‌ ଯାଇ ନମାଜ ପଢ଼ିବା ସହ ପରସ୍ପରକୁ ଆଲିଙ୍ଗନ କରି ଶୁଭେଚ୍ଛା ଜଣାଇଛନ୍ତି।


All Right Reserved By

କାଶ୍ମୀର ସମସ୍ୟା: ପୁଣି ମଧ୍ୟସ୍ଥତା କରିବାକୁ ଇଚ୍ଛା ପ୍ରକାଶ କଲେ ଟ୍ରମ୍ପ

ନୂଆଦିଲ୍ଲୀ, ୨।୮: କାଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଣି ମଧ୍ୟସ୍ଥତା ପ୍ରସ୍ତାବ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯଦି ଚାହିଁବେ...

୧୦୬ ଭାଷାରେ ପଢି ଲେଖି ପାରୁଛନ୍ତି ୮ ବର୍ଷର ବାଳକ

ଚେନ୍ନାଇ,୨୧।୫: ଚେନ୍ନାଇର ୮ ବର୍ଷର ବାଳକ ନିଆଲ ଥୋଗୁଲୁଭା ପ୍ରାୟ ୧୦୬ଟି ଭାଷାରେ ପଢି ଲେଖି ପାରନ୍ତି। ଏହାସହ ୧୦ଟି ଭାଷାରେ କଥା ହୋଇପାରନ୍ତି। ନିଆଲଙ୍କ...

ପଶ୍ଚିମବଙ୍ଗ ହିଂସା: ସ୍ଥିତି ପରଖିବାକୁ ପହଞ୍ଚିଲେ ଭାଜପାର ୩ ଜଣିଆ ଟିମ୍‌

କୋଲକାତା,୨୨।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ଏବେ ଏଠାକାର ସ୍ଥିତି ପରଖିବା ଲାଗି ଶନିବାର ଭାଜପାର ଏକ ୩ ଜଣିଆ ପ୍ରତିନିଧି ମଣ୍ଡଳ...

‘ଜୟ ଶ୍ରୀରାମ’ ନାରାବାଜି ଉପରେ ଭଡ଼କିଲେ ମମତା: ଚିତ୍କାର କରି କହିଲେ, ଛାଲ ଉତାରିଦେବି

କୋଲକାତା୩୧।୫: ଲୋକ ସଭା ନିର୍ବାଚନରେ ପଶ୍ଚିମବଙ୍ଗରୁ ଅନେକ ଆସନ ହାତରୁ ଚାଲିଯିବା ପରେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି।...

ଅଯୋଧ୍ୟାର ଗୁମନାମୀ ବାବା ହିଁ ଥିଲେ ସୁଭାଷ ବୋଷ: ଆମେରିକା ହସ୍ତାକ୍ଷର ଯାଞ୍ଚ୍‌କର୍ତ୍ତାଙ୍କ ରିପୋର୍ଟ ପୁସ୍ତକରେ ପାଇଲା ପ୍ରକାଶ

ନୂଆଦିଲ୍ଲୀ,୨୫।୪: ଅଯୋଧ୍ୟାରେ ୧୯୮୨ରୁ ୧୯୮୫ ପର୍ଯ୍ୟନ୍ତ ଶେଷ ଜୀବନ ବିତାଇଥିବା ଗୁମନାମୀ ବାବା ହିଁ ନେତାଜୀ ସୁଭାଷ ବୋଷ ଥିଲେ। ଏନେଇ ଏକ ପୁସ୍ତକରେ ଦର୍ଶାଯାଇଛି।...

ଅଗଷ୍ଟ ୧୫ ପୂର୍ବରୁ ହୋଇପାରେ ବଡ଼ ନିଷ୍ପତ୍ତି : ଆଶଙ୍କାରେ କଶ୍ମୀରବାସୀ

ଶ୍ରୀନଗର,୩ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସପ୍ତାହକ ମଧ୍ୟରେ ଅତିରିକ୍ତ ୩୮,୦୦୦ ଯବାନଙ୍କୁ ପଠାଯିବା ପରେ ଉପତ୍ୟକାବାସୀ ଆଶଙ୍କାରେ ରହିଛନ୍ତି। କେନ୍ଦ୍ର ସରକାର ଗତ ୨୭ ତାରିଖରେ ୧୦ ହଜାର...

କ୍ଲିନ୍‌ ଚିଟ୍‌ ନେଇ ନିର୍ବାଚନ କମିଶନ ଦୁଇଫାଳ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ମତଦାନ ମେ ୧୯ରେ ହେବ। ଏହା ପୂର୍ବରୁ ଆଚରଣ ବିଧି ଉଲ୍ଲଂଘନ ନେଇ କ୍ଲିନ୍‌ ଚିଟ୍‌ ପ୍ରସଙ୍ଗକୁ...

ଟିକ୍‌ଟକ୍‌ରୁ ୬୦ ଲକ୍ଷ ଭିଡିଓ ହଟିଲା

ନୂଆଦିଲ୍ଲୀ, ୨୪।୭: ବିଶ୍ୱର ହଜାର ହଜାର ଯୁବପିଢ଼ିଙ୍କୁ ମାତ୍ର ୨୦ ସେକେଣ୍ଡରେ ନିଜକୁ ବ୍ୟକ୍ତ କରିବାର ଭିଡିଓ ଆପ ଟିକ୍‌ଟକ୍‌ ନିଶା ଘାରିଛି। ଏବେ ଭାରତରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *