Posted inଜାତୀୟ

ସେବା ସର୍ତ୍ତ ପୂରଣ କରୁଥିବା ମହିଳା ଅଧିକାରୀଙ୍କୁ ପେନସନ୍‌ ଦେବା ସପକ୍ଷରେ ଭାରତୀୟ ସେନା

ନୂଆଦିଲ୍ଲୀ,୧୦।୨: ଭାରତୀୟ ସେନାରେ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ଦେବାଲାଗି ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ଭାରତୀୟ ସେନା କହିଛି ଯେଉଁ ମହିଳା କର୍ମଚାରୀମାନେ ସେବା ସର୍ତ୍ତ ପୂରଣ କରିଛନ୍ତି ସେମାନଙ୍କୁ ପେନସନ୍‌ ଦେବା ଉଚିତ। ସେନା ପକ୍ଷରୁ ଆହୁରି ମଧ୍ୟ କୁହାଯାଉଛି ମହିଳା ଅଧିକାରୀମାନଙ୍କୁ ଆବଶ୍ୟକତା ଅନୁଯାୟୀ ଉପଯୁକ୍ତ ଆସାଇନମେଣ୍ଟ ଦିଆଯିବ। ଏ ସମସ୍ତ ନିଷ୍ପତ୍ତି ମହିଳାଙ୍କୁ ସେନା ଦ୍ୱାରା ଦିଆଯାଇଥିବା ବିଭିନ୍ନ କାର୍ଯ୍ୟକୁ ସୂଚାରୁରୂପେ ଚଳାଇବା ସହ ବ୍ୟକ୍ତି ଓ ସଙ୍ଗଠନର ହିତ ଉଦ୍ଦେଶ୍ୟରେ କରାଯାଉଥିବା ଉଚିତ।


All Right Reserved By Dharitri.Com

ସୁରଟର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ସୁରଟ,୨୪।୫: ଗୁଜରାଟରେ ହୀରା ସହର କୁହାଯାଉଥିବା ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ସରଥାନା ଅଞ୍ଚଳରେ ଥିବା ତକ୍ଷଶୀଳା କମପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ସେଠାରେ ଥିବା...

ଜରିମାନା ଜାଲରେ ପୋଲିସ

ପାଟନା: ମୋଟର ଯାନ ଆଇନ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହେବା ପରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଯେଭଳି ଜରିମାନା କରାଯାଉଛି ତାହା...

ଡୋଭାଲଙ୍କ କଶ୍ମୀର ଭିଡ଼ିଓ: ଲୋକଙ୍କୁ ଅର୍ଥ ଲୋଭ ଦେଖାଇ କରାଯାଇଥିବା ଅଭିଯୋଗ କଲେ ଗୁଲାମ୍‌ନବୀ ଆଜାଦ୍‌

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶୁଟିଂ କରାଯାଇଥିବା ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି କଂଗ୍ରେସର ବରିଷ୍ଠ ନେତା ଗୁଲାମ୍‌ନବୀ...

ପୁଣି ଗୋଟିଏ ଦିନ ଘୁଞ୍ଚିଲା କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୬।୭: କର୍ନାଟକର ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି ଆସନ୍ତା ବୁଧବାରକୁ ଘୁଞ୍ଚାଇ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର ସକାଳ ୧୦ଟା ୩୦ରେ ଏହି ମାମଲର ଶୁଣାଣି କରାଯିବ।...

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ରବିିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରର କିଗମ୍‌ର ଦରମଦୋରା ଅଞ୍ଚଳରେ କିଛି...

ଦୁଇ ବର୍ଷ ଧରି ଯୁବତୀଙ୍କ ଦେହରେ ଥିବା ଗୁଳିକୁ ବାହାର କଲେ ଡାକ୍ତର

ହାଇଦ୍ରାବାଦ,୨୩।୧୨: ତେଲେଙ୍ଗାନା ଜାହାନୁମା ଫାଲକନୁମା ଅଞ୍ଚଳର ଆସମା ବେଗମ(୧୯)ଙ୍କ ଶରୀରରେ ଥିବା ଗୁଳିକୁ ପ୍ରାୟ ୨ ବର୍ଷ ପରେ ବାହାର କରାଯାଇଥିବା ଜଣାପଡିଛି। ନିଜାମ ଇନଷ୍ଟିଚ୍ୟୁଟ...

ଭାରତ-ପାକ୍‌ ସୀମାରୁ ମିଳିଲା ୨୦ ବର୍ଷ ତଳର ଲ୍ୟାଣ୍ଡମାଇନ୍‌

ଜୟପୁର : ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲାସ୍ଥିତ ଭାରତ-ପାକ୍‌ ସୀମାରେ ୨୦ ବର୍ଷ ତଳର ପୁରୁଣା ଲ୍ୟାଣ୍ଡମାଇନ ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଖବର ମିଳିବା ପରେ...

ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ରୁଦ୍ଧଦ୍ୱାର ବୈଠକ

ପୁଡୁଚେରୀ,୨।୬: ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଅଧ୍ୟକ୍ଷତାରେ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଛି। ଜୁନ୍‌ ୩ରେ ପୁଡୁଚେରୀ ବିଧାନସଭାରେ ବାଚସ୍ପତି...

Leave a comment

Your email address will not be published. Required fields are marked *