୭୫ କେଜି ଗଞ୍ଜେଇ ଜବତ, ୩ ଆନ୍ତଃ ରାଜ୍ୟ ବ୍ୟବସାୟୀ ଗିରଫ

ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ଟାଉନ ଥାନା ପୋଲିସ ମଙ୍ଗଳବାର ଭୋର ସମୟରେ ଖୋର୍ଦ୍ଧା ରାସ୍ତାର ସତ୍‌ସଙ୍ଗ ବିହାରଠାରୁ ଏକ କାର ସହ ୭୫ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ପଶ୍ଚିମବଙ୍ଗ ନଦିଆ ଜିଲା ହରିଆର୍ଟ ଥାନା ନଗଡ଼ ଖୁଆରା ଗାଁର ଅଲେଖ ମଣ୍ଡଳ (୨୯), ମହାଦେବପୁର ଗାଁର ସୁମନ୍ତ ଦେବନାଥ (୨୬), ହାପାଣିଆ ଗାଁର ସଞ୍ଜୟ ସରକାର (୩୦) ପ୍ରମୁଖ ୩ ଆନ୍ତଃ ରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇ ଫୁଲବାଣୀରୁ କୋଲକାତା ଯାଉଥିବା ଜଣାପଡ଼ିଛି।


All Right Reserved By Dharitri.Com

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା...

ରାଜ୍ୟ ଖାଦ୍ୟ ସୁରକ୍ଷା ସେବା ଯୋଜନାରେ ୬୬୦ ହିତାଧିକାରୀ ସାମିଲ

ସାକ୍ଷୀଗୋପାଳ,୬।୧୨(ଡି.ଏନ୍‌.ଏ.) : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପଡ଼ିଥିବା ୬୬୦ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ସେବାରେ ସାମିଲ କରାଯାଇଛି। ଏହ ସମସ୍ତ ପରିବାରକୁ...

ଥାନାରେ ପାରମ୍ପରିକ ଦଶହରା ପର୍ବ ପାଳନ, ମହୁଲି ମଦ ସହ ପହଞ୍ଚିଲା ଛେଳି

ଦାରିଙ୍ଗବାଡ଼ି,୮।୧୦(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଶାରଦୀୟ ପୂଜା ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ଏବଂ ସିମନବାଡ଼ିଠାରେ ସ୍ବତନ୍ତ୍ର ପୁଜାମଣ୍ଡପ କରାଯାଇ ମା’ଦୁର୍ଗାଙ୍କ...

ଘର ଭାଂଗିଦେଲା ଜଂଗଲି ହାତୀ:ଅଲପ୍‌କେ ବରତିଲେ ପରିବାର ଲୋକ୍‌

ଉଲୁଣ୍ଡା, ୧୪ା୮ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପଁଚେତ୍‌ ଖଜୁରିଆପାଲି ଗଁାରେ ଜଂଗଲି ହାତୀକର ଉତ୍‌ପାତ ଦେଖ୍‌ବାକେ ମିଲିଛେ। ସୋମବାର ଅଧ୍‌ରାତିରେ ଇ...

ଆ କା ମା ବୈ ଧ୍ୱନିରେ ମୁଖରିତ ଇବ୍‌ ନଦୀ: ଦେବାଳୟରେ ଶ୍ରଦ୍ଧାଳୁଙ୍କ ଭିଡ

ସୁନ୍ଦରଗଡ଼,୧୨।୧୧(ଡି.ଏନ୍‌.ଏ.): ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେପକାଇ ସୁନ୍ଦରଗଡ଼ ଜିଲାର ବିଭିନ୍ନ ନଦୀ, ପୁଷ୍କରିଣୀ, ଜଳାଶୟଗୁଡିକରେ ଶ୍ରଦ୍ଧାଳୁମାନେ ପ୍ରତ୍ୟୁଷରୁ ସୂର୍ଯ୍ୟଙ୍କୁ ପୂଜାର୍ଚ୍ଚନା କରି ଡଙ୍ଗା ଭସାଇଛନ୍ତି ।...

ଶ୍ରାଦ୍ଧ ବାର୍ଷିକୀ ଭୋଜି ବେଳେ ଅଘଟଣ : ଗ୍ୟାସ୍‌ ପାଇପ ଚୁଲାରୁ ଖସି ଅଗ୍ନିକାଣ୍ଡ, ୪ ଗୁରୁତର

ରାୟଗଡା ଅଫିସ,୧୧।୨: ରାୟଗଡ଼ାର ଡିଏଫଓ କଲୋନୀରେ ଏକ ଭୋଜି ଚାଲୁଥିବା ବେଳେ ମଙ୍ଗଳବାର ଗ୍ୟାସ ପାଇପ୍‌ ଚୁଲାରୁ ଖସି ଅଘଟଣ ଘଟିଛି। ଏଥିରେ ୪ ଜଣ...

ଯୋଡ଼ା ନାବାଳିକା ଗଣବଳାତ୍କାର ଘଟଣା:‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅ’

କେନ୍ଦୁଝର,୨୯।୬ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ପଣସଗୋଡ଼ା ଅଞ୍ଚଳରେ ନାବାଳିକା ଗଣବଳତ୍କାର ଘଟଣା ନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତନାଘନା...

ଲକ୍ଷାଧିକ ଟଙ୍କାର ବାଣ ଜବତ

ବୈଶିଙ୍ଗା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବେତନଟୀ ଓ ବୈଶିଙ୍ଗା ପୋଲିସର ଏକ ଟିମ୍‌ ବୈଶିଙ୍ଗା ଥାନା ଅନ୍ତର୍ଗତ ବାଛୁରୀପଡା ଗ୍ରାମରେ ଗୁରୁବାର ଚଢାଉ...

Leave a comment

Your email address will not be published. Required fields are marked *