ରୋନାଲଡୋଙ୍କ ପେପର ଷ୍ଟାଚ୍ୟୁ, ଚାରି ମହଲା କୋଠା ସହ ସମାନ

କ୍ରିଷ୍ଟିୟାନୋ ରୋନାଲଡୋ ଫୁଟବଲ୍‌ ଜଗତର ଏକ ଏମିତି ନାଁ, ଯାହାଙ୍କ ପ୍ରଶଂସକ ସାରା ବିଶ୍ୱରେ ରହିଛନ୍ତି। ନିକଟରେ ଇଟାଲୀରେ ଆୟୋଜିତ ଏକ କାର୍ନିଭାଲ ଅବସରରେ ରୋନାଲଡୋଙ୍କ ଏକ ପେପର ଷ୍ଟାଚ୍ୟୁ ନିର୍ମାଣ କରାଯାଇଛି। ଏହି ଷ୍ଟାଚ୍ୟୁ ୪ ମହଲା ବିଶିଷ୍ଟ କୋଠା ସହ ସମାନ ବୋଲି କୁହାଯାଉଛି। ବିଶ୍ୱର ଲୋକପ୍ରିୟ ଓ ପ୍ରସିଦ୍ଧ ବ୍ୟକ୍ତିଙ୍କ ପାଇଁ ଏହି କାର୍ନିଭାଲ ଆୟୋଜନ କରାଯାଏ। ରୋନାଲଡୋଙ୍କ ଏହି ସ୍ବତନ୍ତ୍ର ଷ୍ଟାଚ୍ୟୁକୁ ରୋବୋଟ ଭଳି ଲୁକ୍‌ ଦେଇ ତାହା ଉପରେ ସିଲଭର୍‌ କଲର୍‌ ଦିଆଯାଇଛି। ଏହି ଷ୍ଟାଚ୍ୟୁକୁ ଧରି ହଜାର ହଜାର ଲୋକ ଏକ ପରେଡରେ ବାହାରିଥିଲେ। ନିକଟରେ ପର୍ତ୍ତୁଗାଲର ଜଣେ ଚକୋଲେଟ ନିର୍ମାତା ଜର୍ଜ କାରାଡୋସୋ ଚକୋଲେଟରେ ରୋନାଲଡୋଙ୍କ ଷ୍ଟାଚ୍ୟୁ ନିର୍ମାଣ କରିଥିଲେ। ଏହି ଷ୍ଟାଚ୍ୟୁ ନିର୍ମାଣ ପାଇଁ ୧୨୦ କିଲୋ ଚକୋଲେଟ ବ୍ୟବହାର କରାଯାଇଥିଲା।


All Right Reserved By Dharitri.Com

କ୍ରିତିକାଙ୍କ ଭଲିବଲରୁ ତୀରନ୍ଦାଜୀ ଯାତ୍ରା

ଭୁବନେଶ୍ୱର, ୨୬।୨ (ସ୍ପୋର୍ଟ୍ସ ବ୍ୟୁରୋ)- ତୀରନ୍ଦାଜୀ କ୍ରୀଡ଼ାରେ ପ୍ରବେଶ କରିବାର ୨ ବର୍ଷ ପରେ ରାଜସ୍ଥାନ ବିଶ୍ୱବିଦ୍ୟାଳୟର କ୍ରିତିକା ଶର୍ମା ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏଠାରେ...

ଜେଇ ଓ୍ବିଲିସନ ଇଣ୍ଟରନ୍ୟାଶନାଲ ସିରିଜ: ଓଡ଼ିଆ ଝିଅ ଋତୁପର୍ଣ୍ଣାଙ୍କୁ ଡବଲ୍‌ ଟାଇଟଲ୍‌

ନୂଆଦିଲ୍ଲୀ, ୨୨।୭ (ପି.ଟି.)- ଉଦୀୟମାନ ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଓଡ଼ିଆ ଝିଅ ଋତୁପର୍ଣ୍ଣା ପଣ୍ଡା ଘାନାର ଆକ୍‌ରାଠାରେ ଅନୁଷ୍ଠିତ ଜେଇ ଓ୍ବିଲସନ ଇଣ୍ଟରନ୍ୟାଶନାଲ...

କାଜାକସ୍ତାନ, କିର୍‌ଗିଜସ୍ତାନ ଇଭେଣ୍ଟରେ ଭାଗ ନେବେ ଦୂତୀ

ନୂଆଦିଲ୍ଲୀ, ୨୭ା୬ (ପି.ଟି.)-ଆସନ୍ତା ମାସରେ କାଜାଖସ୍ତାନ ଓ କିର୍‌ଗିଜସ୍ତାନରେ ହେବାକୁଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେବା ଲାଗି ମନୋନୀତ ଆଥ୍‌ଲେଟମାନଙ୍କ ମଧ୍ୟରେ ଅଛନ୍ତି ସ୍ପ୍ରିଣ୍ଟର ଦୂତୀ...

ଦାମ୍ପତ୍ୟ ଜୀବନକୁ ଅଧିକ ରୋମାଣ୍ଟିକ୍‌ କରିବା ପାଇଁ…

ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ଭଲ ପାଇବା ଅତି ଗୁରୁତ୍ୱପୂର୍ଣ୍ଣ। ଦାମ୍ପତ୍ୟ ଜୀବନକୁ ଏହା ରୋମାଣ୍ଟିକ୍‌ କରେ। ଏହା ବିନା ଦାମ୍ପତ୍ୟ ଜୀବନ ରଙ୍ଗହୀନ ମନେ...

ଟିକସ ଫାଙ୍କି ମାମଲାରେ କୋଷ୍ଟା

ମାଡ୍ରିଡ, ୧୮ା୪ (ଏଏଫ୍‌ପି)- ସଦ୍ୟତମ ଫୁଟ୍‌ବଲ ଷ୍ଟାର ଖେଳାଳି ହିସାବରେ ଆଟ୍‌ଲେଟିକେ ମାଡ୍ରିଡ୍‌ ଷ୍ଟ୍ରାଇକର ଡିଏଗୋ କୋଷ୍ଟା ଟିକସ ଫାଙ୍କି ମାମଲାରେ ଫସିଛନ୍ତି।  ‘ଇମେଜ୍‌-ରାଇଟ୍‌’ ବାବଦରେ...

ଜାଡେଜା ଶ୍ରେଷ୍ଠ ଭାରତୀୟ ଫିଲ୍ଡର: ହଗ୍‌

ସିଡ୍‌ନୀ,୧୩।୪: କରୋନା ଭାଇରସର ଆତଙ୍କ ଚାଲୁ ରହିଥିବା ବେଳେ ସାରା ବିଶ୍ୱ ଏବେ ସ୍ଥିର ହୋଇଯାଇଛି। ତେବେ ଅଷ୍ଟ୍ରେଲିଆ ଚାଇନାମ୍ୟାନ ବୋଲର ବ୍ରାଡ ହଗ୍‌ ସୋସିଆଲ...

କାଉଣ୍ଟି କ୍ରିକେଟ ନ ଖେଳନ୍ତୁ ବୁମ୍‌ରା

ନୂଆଦିଲ୍ଲୀ, ୧୧ା୫ (ପି.ଟି.)-ଯଶପ୍ରୀତ ବୁମ୍‌ରାଙ୍କ ଭଳି ଖେଳାଳି କାଉଣ୍ଟି କ୍ରିକେଟ ଖେଳିବା ଲାଗି ବ୍ୟଗ୍ର ହେବା ଉଚିତ୍‌ ନୁହେଁ ବୋଲି କହିଛନ୍ତି ପାକିସ୍ତାନର କିମ୍ବଦନ୍ତୀ କ୍ରିକେଟର...

ଇଣ୍ଡୋନେସିଆ ଓପନ୍‌ ବ୍ୟାଡମିଣ୍ଟନ : ଫାଇନାଲରେ ହାରିଲେ ସିନ୍ଧୁ

ଜାକର୍ତ୍ତା,୨୧।୭(ପି.ଟି.): ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ଆଉ ଏକ ଫାଇନାଲରେ ପରାସ୍ତ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବିଡବ୍ଲ୍ୟୁଏଫ୍‌ ଟୁର...

Leave a comment

Your email address will not be published. Required fields are marked *