‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍‌ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଅଭିଯୋଗ କରିଛନ୍ତି। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ଏକ ସମ୍ମିଳନୀରେ ସୁରେଶ କହିଛନ୍ତି ଯେ, ଗତ ଫେବୃୟାରୀ ୧୧ରେ ରାଜ୍ୟପାଳଙ୍କୁ ଭେଟି ଏ ସମ୍ପର୍କରେ ଦୃଷ୍ଟିଆକର୍ଷଣ କରିବା ସହ ତାଙ୍କ ହସ୍ତକ୍ଷେପ ଲୋଡିଥିଲୁ। ୬ମାସ ମଧ୍ୟରେ ଏହି ସମସ୍ୟାର ସମାଧାନ ନ ହେଲେ ରାଜଭବନ ସମ୍ମୁଖରେ ସମୂହ ଆତ୍ମାହୁତି ଦେବୁ ବୋଲି ଲିଖିତ ଆକାରରେ ରାଜ୍ୟପାଳଙ୍କୁ ଜଣାଇଥିଲୁ। ହେଲେ ଏପର୍ଯ୍ୟନ୍ତ ଏହାର କୌଣସି ଲାଭ ମିଳିଲା ନାହିଁ। ତେଣୁ ସେହି ନିଷ୍ପତ୍ତି ଅନୁଯାୟୀ ଜଟଣୀବାସୀ ସ୍ଥିର କରିଛନ୍ତି ଯଦି ଆସନ୍ତା ୬ମାସରେ ସେମାନଙ୍କ ସମସ୍ୟାର ସମାଧାନ ନ ହୁଏ ତେବେ ରାଜଭବନ ସମ୍ମୁଖରେ ସମୂହ ଆତ୍ମାହୁତି ଦିଆଯିବ ବୋଲି ସୁରେଶ ଚେତାବନୀ ଦେଇଛନ୍ତି।


All Right Reserved By Dharitri.Com

ଚେକିଂ ଢିଲା,ସୁଧୁରୁନି ବ୍ୟବସ୍ଥା

ବାରିପଦା ଅଫିସ, ୬ା୩- ୨ଟି ପର୍ଯ୍ୟାୟରେ ରାଜ୍ୟ ସରକାର ସଂଶୋଧିତ ମୋଟର ଯାନ ଆଇନକୁ ୬ ମାସ କୋହଳ କରିଥିଲେ। ଗତ ରବିବାର କଣ୍ଟ ପୂରିଲା...

ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌ ପ୍ରକଳ୍ପ: ବିଶ୍ୱନାଥଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ୍‌,୧୧ା୧୨-ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ପି.ବିଶ୍ୱନାଥ ପାତ୍ର ତାଙ୍କର ଉଦ୍ଭାବନ ‘ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌’କୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି । ଜଳ ଅପଚୟ...

ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ

ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା...

ଆଉ ମାସେ ବଢ଼ିବ ସର୍ବକ୍ଷମା ଯୋଜନା: କଟକ-ଭୁବନେଶ୍ୱରରେ ସର୍ବାଧିକ ଆବେଦନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଉନ୍ନୟନ କର୍ତ୍ତୃପକ୍ଷଙ୍କ ବିନା ଅନୁମୋଦନ କିମ୍ବା ଅନୁମୋଦନ ନେଇ ନିୟମ ଉଲ୍ଲଂଘନ କରି ଗଢିଉଠିଥିବା ବେଆଇନ ଆବାସିକ କୋଠାଘର, ବ୍ୟବସାୟିକ ଗୃହ ଏବଂ ଅଟ୍ଟାଳିକାଗୁଡିକୁ...

ଏସ୍‌ସିବି ମେଡିକାଲ: ୫୦୦ରୁ ୨୫୦ ପ୍ରକାର ଔଷଧ ମିଳୁଛି

କଟକ ଅଫିସ, ୩।୧୧: ନିରାମୟ ଯୋଜନାରେ ସରକାର ୫୦୦ରୁ ଊର୍ଦ୍ଧ୍ୱ ପ୍ରକାରର ଔଷଧ ଯୋଗାଇଦେବା ପାଇଁ ବ୍ୟବସ୍ଥା କରିଥିଲେ। ମାତ୍ର ଏବେ ଏସ୍‌ସିବି ମେଡିକାଲରେ ୨୦୦ରୁ...

ଜିତେନ୍ଦ୍ରଙ୍କ ‘ଦି ଲାଷ୍ଟ୍‌ କଲର୍‌’ ଶ୍ରେଷ୍ଠ ଫିଚର ଫିଲ୍ମ

ଭୁବନେଶ୍ୱର, ୧୭-୯(ବ୍ୟୁରୋ):ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ରଙ୍କ ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ୍‌ କଲର୍‌’...

କୂଅରେ ପଡି ବୃଦ୍ଧା ମୃତ

ପାଟଣା,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ପାତ୍ରସାହିରେ ମଙ୍ଗଳବାର ରାତିରେ ଜଣେ ୭୦ ବର୍ଷୀୟା ବୃଦ୍ଧା କୂଅରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ...

ଦୁର୍ଗମ କହମପଡ଼ି ଗାଁରେ ବିଧାୟକ ସାଲୁଗା

ଦାରିଙ୍ଗବାଡ଼ି,୧୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗାଁ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ...

Leave a comment

Your email address will not be published. Required fields are marked *