ଭାଇରାଲ ଆଡମିଟ କାର୍ଡ ନକଲି, ବୋର୍ଡକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆଗକୁ ମାଟ୍ରିକ୍‌ ପରୀକ୍ଷା। ଏହା ପୂର୍ବରୁ ବାରିପଦା ଓ ଆସିକାରେ ମାଟ୍ରିକ୍‌ ଆଡମିଟ୍‌ କାର୍ଡ ଭାଇରାଲ ହେବା ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ଭାଇରାଲ ଆଡମିଟ କାର୍ଡ ନକଲି। ବୋର୍ଡକୁ ବଦ୍‌ନାମ କରିବାକୁ ଏପରି ଭାଇରାଲ କରାଯାଇଛି। ପରୀକ୍ଷା ସମୟରେ ସମସ୍ୟା ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିଭଳି ଆଡମିଟ୍‌ କାର୍ଡରେ ତ୍ରୁଟି ଥିଲେ ସୁଧାର ଅଣାଯିବ, କୌଣସି ପିଲା ପରୀକ୍ଷାରୁ ବାଦ ପଡ଼ିବେ ନାହିଁ। ଏ ନେଇ ସେ ବୋର୍ଡ ସଭାପତିଙ୍କ ସହ କଥା ହୋଇଥିବା ସମୀର କହିଛନ୍ତି।


All Right Reserved By Dharitri.Com

ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ, ଡ୍ରେସ୍‌ ଦୋକାନରେ ଜମୁଛି ଭିଡ

ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି...

କେନ୍ଦୁଝରରେ ଅଦିନିଆ ବର୍ଷା

କେନ୍ଦୁଝର,୩୦ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପବନ ଓ କୁଆପଥର ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି।...

ଆସନ୍ତା ୨୬ରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା

ପୁରୀ ଅଫିସ, ୮।୪: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଯାତ୍ରାରେ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ...

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।...

ରବିବାର ଅନ୍ତର୍ଜାତୀୟ ମହିଳା ଦିବସ: ପେନ୍‌ସିଲ୍‌ ମୁନରେ ଈଶ୍ୱର ରାଓଙ୍କ କଳାକୃତି

ଭୁବନେଶ୍ୱର,୭ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଦିନଟିକୁ ଖାସ୍‌ କରିବାକୁ ଯାଇ ମହିଳାମାନଙ୍କୁ ଫୁଲ, ଉପହାର ପ୍ରଭୃତି ଦିଆଯାଉଥିବାର ନଜିର ରହିଛି। ଏହି ଅବସରରେ ଶିଳ୍ପୀ...

ବରମୁଣ୍ଡାରୁ ଅଧକୋଟିର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୫ା୨(ବ୍ୟୁରେ।): ଓଡ଼ିଶା ପାଲଟିଛି ବ୍ରାଉନସୁଗାର କାରବାରର ଗନ୍ତାଘର। ଯେତେ ଜବତ ହେଉଛି, ସେତେ ବାହାରୁଛି। ବିଶେଷକରି ବାଂଲାଦେଶ ଓ କଲିକତାରୁ ଓଡ଼ିଶା ଆସୁଥିବା ଏହି ବ୍ରାଉନସୁଗାରର...

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଏହି ସମୟରେ ବୟସ୍କଙ୍କ ଯତ୍ନ ନିଅନ୍ତୁ : ବାଗ୍‌ଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଚେତନତା ନେଇ ପରାମର୍ଶ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ...

ବୋନସ ଦାବିରେ ଟାଟା ଖଣିକୁ ଘେରିଲେ ଶ୍ରମିକ: ସ୍ଥିତି ନିୟନ୍ତ୍ରଣ କଲା ପୋଲିସ

ଯୋଡ଼ା ୨୭।୯ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଟାଟା କମ୍ପାନୀର ମାଙ୍ଗାନିଜ ଖଣିକୁ ଶତାଧିକ ଶ୍ରମିକ ବୋନସ ଦାବିରେ ଘେରାଉ...

Leave a comment

Your email address will not be published. Required fields are marked *