ବିବାହ ବନ୍ଧନରେ ଆବଦ୍ଧ ହେବେ ରିଚା-ଅଲ୍ଲୀ ଫାଜଲ୍‌

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ କରିସ୍ମା ଏବଂ କରିନା କପୁରଙ୍କ ଭାଇ ଅରମାନ ଜୈନଙ୍କ ବିବାହ ଶେଷ ହୋଇଥିବାବେଳେ ଏବେ ଆଉ ଏକ ଯୋଡି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ହେଲେ ଅଭିନେତ୍ରୀ ରିଚା ଚଢା ଏବଂ ଅଲ୍ଲୀ ଫାଜଲ। ଉଭୟ ପରସ୍ପରକୁ ୫ ବର୍ଷ ହେବ ଡେଟିଂ କରିଆସୁଛନ୍ତି। ଚଳିତବର୍ଷ ଜୁନ୍‌ କିମ୍ବା ଜୁଲାଇରେ ଏହି ବିବାହ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଖୁବ୍‌ଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ଜଣାପଡିଛି। ଉଭୟ କିନ୍ତୁ ଏହି ସମ୍ପର୍କକୁ ନେଇ ଚୁପ୍‌ ଅଛନ୍ତି। ନିକଟରେ ‘ଛପାକ୍‌’ ଫିଲ୍ମ ପ୍ରିମିୟରରେ ରିଚା ଏବଂ ଅଲ୍ଲୀଙ୍କୁ ଏକାଠି ଦେଖିବାକୁ ମିଳିଥିଲା।


All Right Reserved By Dharitri.Com

ଉତ୍କଳ ଗଣନାଟ୍ୟରୁ ଯାତ୍ରା ସ୍ବପ୍ନମହଲ

‘ଉତ୍କଳ ଗଣନାଟ୍ୟ’ରୁ ଆରମ୍ଭ ହୋଇଥିଲା ତାଙ୍କ ଅଭିନୟର ଯାତ୍ରା। ଏହା ୧୯୯୧ ମସିହା କଥା। ପ୍ରଥମ ନାଟକ ଥିଲା ‘ପାଗଳୀ ଆସିଛି ଆମ ଗଁାକୁ’। ଚେହେରା...

ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମାଙ୍କ ପରଲୋକ

ମୁମ୍ବାଇ,୮।୧୨: ବଲିଉଡ୍‌ର ନାଁ କରା କଳାକାର ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମା ତାମସି ସିଦ୍ଦିକିଙ୍କ ଶୁକ୍ରବାର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ...

ଆଇସିୟୁରେ ଭର୍ତ୍ତି ହେଲେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମ୍‌

ମୁମ୍ବାଇ, ୧୬।୮: ବଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମଙ୍କୁ ଆଇସିୟୁରେ ଭର୍ତ୍ତ କରାଯାଇଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ପୀଡ଼ିତ ଖୟାମ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ...

ଫେରିଲା ଜେମ୍ସ ବଣ୍ଡ ସିରିଜ୍‌ : ରିଲିଜ୍‌ ହେଲା ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌

ନୂଆଦିଲ୍ଲୀ: ଜେମ୍ସ ବଣ୍ଡ ସିରିଜର ଫିଲ୍ମ ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌ ରିଲିଜ ହୋଇଛି। ଡାନିଏଲ କ୍ରେଗଙ୍କ ଅଭିନୀତ ଏହି ଫିଲ୍ମର ଟିଜର୍‌...

୧୩ ବର୍ଷ ପରେ ବଲିଉଡ୍‌ ଫେରିବେ ଶିଳ୍ପା

କିଛିବର୍ଷ ହେବ ଶିଳ୍ପା ଶେଟ୍ଟୀ ବଲିଉଡ୍‌ଠାରୁ ଦୂରେଇ ଯାଇଛନ୍ତି। କେବଳ ରିୟଲିଟି ଶୋ’ରେ ଯାହା ତାଙ୍କୁ ଦେଖିବାକୁ ମିଳୁଛି। ୯୦ ଦଶକରେ ଦର୍ଶକଙ୍କ ମନୋରଞ୍ଜନ କରୁଥିବା...

ସୂର୍ଯ୍ୟ ଗଣନାଟ୍ୟରୁ ଅପେରା ସୂର୍ଯ୍ୟମନ୍ଦିର

ଓଡ଼ିଆ ଯାତ୍ରା ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ ଲିଜା ପଣ୍ଡା। ଜନ୍ମ ଜଗତସିଂହପୁରର ନହରଣା। ବାପା ସୁଧାକର ଶତପଥୀ ଥିଲେ ଜଣେ କଳାକାର। ତାଙ୍କରି ପ୍ରେରଣା...

ରିଲିଜ ହେଲା ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର

ବମ୍ବେ: ରିଲିଜ ହୋଇଛି ଚଳଚ୍ଚିତ୍ର ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର। ୨.୫୨ ମିନିଟର ଏହି ଟ୍ରେଲରରେ ଆକ୍ସନ, ରୋମାନ୍ସ ସାଙ୍ଗକୁ ଡ୍ୟାନ୍ସର ଭରପୂର ଝଲକ ଦେଖିବାକୁ ମିଳୁଛି।...

ହଲିଉଡ୍‌ର ପ୍ରସିଦ୍ଧ ଫିଲ୍ମ ମେକରଙ୍କ ଝିଅ ହେଲେ ପର୍ନ ଷ୍ଟାର!

ଓ୍ବାଶିଂଟନ: ହଲିଉଡ୍‌ର ପପୁଲାର ଫିଲ୍ମ ମେକର ଷ୍ଟିଭେନ ସ୍ପିଲବର୍ଗଙ୍କ ଝିଅ ମିକେଲାଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଦ ସନ୍‌ର ରିପୋର୍ଟ ଅନୁଯାୟୀ,...

Leave a comment

Your email address will not be published. Required fields are marked *