ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ପକ୍ଷୀଙ୍କୁ ଖାଦ୍ୟ-ପାନୀୟ ଦେଉଛନ୍ତି ଛାତ୍ରୀଛାତ୍ର

ବେଙ୍ଗାଲୁରୁ,୧୪।୨: ଦକ୍ଷିଣ କନ୍ନଡରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନେ ସ୍କୁଲ ନିକଟରେ ଥିବା ଗଛରେ ନଡିଆ ଷଢ଼େଇ ଟାଙ୍କି ପକ୍ଷୀମାନଙ୍କୁ ଖାଦ୍ୟ ପାନୀୟ ଦେଉଥିବା ଲକ୍ଷ୍ୟ କରାଯାଇଛି। ନଡିଆ ଷଢ଼େଇରେ ପାଣି ଓ ଖାଦ୍ୟ ରଖିବା ଫଳରେ ବିଭିନ୍ନ ପ୍ରକାରର ପକ୍ଷୀ ଗୁଣ୍ଡୁଚି ମୂଷା ଆଦି ଏହାକୁ ଖାଉଥିବା ଦେଖାଯାଇଛି। ସ୍କୁଲର ପ୍ରଧାନଶିକ୍ଷକ କୁହନ୍ତି ପିଲାମାନଙ୍କର ଏଥିରେ ବହୁତ ରୁଚି ରହିଛି। ଅବସର ସମୟରେ ସେମାନେ ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ସେଥିରେ ଖାଦ୍ୟ ପାନୀୟ ରଖି ଦେଉଛନ୍ତି। ଫଳରେ ପାଣି ଓ ଖାଦ୍ୟ ଦେଖି ବିଭିନ୍ନ ପ୍ରକାରର ପକ୍ଷୀ ସ୍କୁଲ ପରିବେଶ ମଧ୍ୟରେ ପ୍ରବେଶ କରିବା ଏବଂ ସେମାନଙ୍କ କିଚିରି ମିଚିର ଶବ୍ଦ ସ୍କୁଲ ପରିସରରେ ଏକ ଭିନ୍ନ ବାତାବରଣ ସୃଷ୍ଟି କରୁଛି ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଏବେ ଆମେ ପାଦରେ ଚାଲୁଛେ କମ୍‌, ଷ୍ଟେପ୍‌ ଗଣୁଛେ ଅଧିକ: ମୋଦି

ନୂଆଦିଲ୍ଲୀ,୨୯।୮: ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଏବେ...

ସୀମାରେ ପାକିସ୍ତାନୀ ଡ୍ରୋନ୍‌

ଫିରୋଜପୁର,୧୪।୧: ପଞ୍ଜାବର ଭାରତ-ପାକିସ୍ତାନ ସୀମାରେ ପୁଣିଥରେ ଏକ ପାକିସ୍ତାନୀ ଡ୍ରୋନ୍‌ ସୋମବାର ରାତିରେ ଦେଖାଯାଇଥିବା ସୂଚନା ମିଳିଛି। ସୀମାରେ ମୁତୟନ ଥିବା ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ)ର...

ମରାଠା ସଂରକ୍ଷଣ ବୈଧ, ୧୩%ରେ ସୀମିତ ରଖାଯାଉ: ବମ୍ବେ ହାଇକୋର୍ଟ

ମୁମ୍ବାଇ,୨୮।୬(ପି.ଟି.):ସରକାରୀ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ମରାଠା ସମ୍ପ୍ରଦାୟ ଲାଗି ସ୍ଥାନ ସଂରକ୍ଷଣ ଦାବିର ସାମ୍ବିଧାନିକ ବୈଧତା ରହିଛି ବୋଲି ଗୁରୁବାର ବମ୍ବେ ହାଇକୋର୍ଟ କହିଛନ୍ତି।...

ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୭।୬: ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ଲୋକସଭାର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏପରି...

ଆଶାରାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା...

ମମତା ହିରଣ୍ୟକଶ୍ୟପଙ୍କ ବଂଶଜ: ସାକ୍ଷୀ ମହାରାଜ

ହରିଦ୍ୱାର, ୨।୬: ଉତ୍ତର ପ୍ରଦେଶର ଉନ୍ନାଓ ସାଂସଦ ସାକ୍ଷୀ ମହାରାଜ ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ତୃଣମୂଳ କଂଗ୍ରେସ(ଟିଏମସି) ନେତ୍ରୀ ତଥା...

ବିଶ୍ୱର ସବୁଠାରୁ ଦାମୀ ମଦ

ମଦର ଦାମ୍‌ ଭାରତରେ ୫ରୁ ୧୦ ହଜାର ଭିତରେ ହେଲେ ଏହାକୁ ଦାମୀ ମଦ ବୋଲି କୁହାଯାଏ। ହେଲେ ୟୁରୋପର ପ୍ରମୁଖ ପର୍ଯ୍ୟଟନସ୍ଥଳ ଟୋକଜରେ ଏକ...

ଶିକ୍ଷା ପାଇଁ ସମର୍ପିତ ଗୁରୁ: ଯେଉଁମାନେ ନିଃସର୍ତ୍ତରେ ବାଣ୍ଟି ଚାଲିଛନ୍ତି ଜ୍ଞାନର ଆଲୋକ

ଜଣେ ଭଲ ଗୁରୁ ଯାହା ଜୀବନରେ ଆସନ୍ତି ବଦଳିଯାଏ ତା’ର ଭାଗ୍ୟ। ହେଲେ ଆଜିର ସମୟରେ ଶିକ୍ଷା ନେଇଛି ବ୍ୟବସାୟର ରୂପ। ଗରିବ ମେଧାବୀ ପିଲାଙ୍କୁ...

Leave a comment

Your email address will not be published. Required fields are marked *